Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ...

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ...

  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ...

  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ...

ରାଜନୀତି
Home ›› ରାଜନୀତି ››ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

2021-06-18 10:08:14
14184
Share:
Facebook
Twitter
E-Mail
WhatsApp
Telegram
ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ମାନ୍ୟବର ମୂଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିର ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ ଙ୍କ ଦ୍ଵାରା ଉଦଘାଟନ ହୋଇଯାଇଛି। ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ ଙ୍କ ତତ୍ତ୍ଵବଧାନରେ ଯୁବ ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଆଶିଷ ରଂଜନ ମିଶ୍ର ଙ୍କ ନେତୃତ୍ବ ରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିର ରେ ରକ୍ତଦାନ ଶିବିରରେ ୫୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା ଏବଂ ଦିବ୍ୟାଙ୍ଗ ବ୍ୟକ୍ତିମାନେ ସ୍ବେଛାକୃତ ଭାବେ ରକ୍ତଦାନ କରି ସମାଜ ସେବା ରେ ବ୍ରତି ହେବାର ଏକ ଅଭିନବ ବାର୍ତ୍ତା ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମୋ ପରିବାର ଆବାହକ ଶ୍ରୀ ଅରୁପ ପଟ୍ଟନାୟକ, ମାନ୍ୟବର ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭିନ୍ନକ୍ଷମ ଆୟୋଗ କମିଶନର ସୁଲୋଚନା ଦାସ୍, ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ,ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର,  ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ, ବିଜେଡି ସମ୍ପାଦକ ଶ୍ରୀ ଦୂର୍ଗା ସାମନ୍ତରାୟ, ଶ୍ରୀ ରୁଦ୍ର ସାମନ୍ତରାୟ, ଯୁଗ୍ମ ସମ୍ପାଦକ ଜ୍ୟୋତି ରଞ୍ଜନ ଜେନା,,ତନ୍ମୟ ସ୍ବାଇଁ ପ୍ରମୁଖ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟ ମହାସଚିବ ଏଲିନା ଦାଶ, ବରିଷ୍ଠ ଉପସଭାପତି ଧୃତି ରଞ୍ଜନ ମାର୍ଥା, ଉପସଭାପତି ସୋଫିଆ ଆଲାମ୍, ସୁନିଲ୍ ପଣ୍ଡା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି ଶୁଭ୍ରାଂଶୁ ମିଶ୍ର, କଟକ ଜିଲ୍ଲା ସଭାପତି ସ୍ମୁତି ରଂଜନ ନାୟକ, ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ପଣ୍ଡା, ତାରିଣୀ ନାୟକ,ଅବିନାଶ ପ୍ରଧାନ, ସମ୍ପାଦକ ଲଗ୍ନଦୀପା ମିଶ୍ର, ଯୁଗ୍ମ ସମ୍ପାଦକ ଶିବାନୀ ସାହୁ, ଯୁବନେତା ଉମାକାନ୍ତ ପୃଷ୍ଟି, ନିଳକଣ୍ଠ ଦାସ, ପ୍ରାଣବନ୍ଧୁ ବେହେରା,ମାନସ ତ୍ରିପାଠୀ,କିରଣ ଦାଶ,ମାନସ ଥାଟୋଇ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।

Powered by Froala Editor

Tags biju janata dal , biju yuva janata dal , bjd , byjd

Related articles Odisha News Lens 4.1

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...

    13609
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13729
    Jul 25, 2026
  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ
    ଦେଶ-ଦେଶାନ୍ତର

    ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

    14524
    Jul 25, 2026
  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ
    ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15186
    Jul 25, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା
    ବିଶେଷ

    କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15349
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA
    ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13686
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...

    14662
    Jul 25, 2026
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15475
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13833
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13686
    Jul 25, 2026
  • ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15475
    Jul 25, 2026
  • ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14662
    Jul 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16995
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17602
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17655
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18056
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15349
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15324
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15983
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14232
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14510
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15915
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15293
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13893
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14109
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15475
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13729
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13686
    Jul 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In