ହାତ ଛାଡିଲେ ପ୍ରବୋଧ ତିର୍କୀ
ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ଅସନ୍ତୁଷ୍ଟ ଥିଲେ ପ୍ରବୋଧ। କଂଗ୍ରେସ ତାଙ୍କୁ ସୁନ୍ଦରଗଡ଼ ଜିଲ୍ଲାର ତଳସରାରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ତାଙ୍କ ଟିକେଟ କାଟି ଦେବେନ୍ଦ୍ର ଭିଟାରିଆଙ୍କୁ ଦଳ ସେଠାରୁ ପ୍ରାର୍ଥୀ କରିଥିଲା। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ଯୋଗ ଦେଇଥିଲେ।
Powered by Froala Editor