Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଖି ବୁଜିଲେ ବିଜେପି ସାଂସଦ

ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଖି ବୁଜିଲେ ବିଜେପି ସାଂସଦ

2024-04-21 10:22:04
16421
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଖି ବୁଜିଲେ ବିଜେପି ସାଂସଦ

ଲକ୍ଷ୍ନୌ: ନିର୍ବାଚନରେ ବିଜୟୀ ହେବା ପାଇଁ ଜୋରଦାର ପ୍ରଚାର କରିଥିଲେ । ଦିନ ରାତି ଏକ କରି ଖରାତରାକୁ ଖାତିର ନକରି ଲୋକଙ୍କ ନିକଟରେ ପହଞ୍ଚି ଭୋଟ ଭିକ୍ଷା କରିଥିଲେ । ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଲା । କିନ୍ତୁ ଫଳାଫଳ ଆସିବା ପୂର୍ବରୁ ଆଖି ବୁଜିଲେ ବିଜେପି ସାଂସଦ ପ୍ରାର୍ଥୀ କୁନଓ୍ବାର ସର୍ବେଶ ସିଂ । ସେ ଉତ୍ତରପ୍ରଦେଶ ମୋରଦାବାଦ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ । ଗତକାଲି ଚିକିତ୍ସାଧିନ ଅବସ୍ଥାରେ ହୃଦଘାତରେ ୭୨ ବର୍ଷ ବୟସରେ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ସେ ଥରେ ସାଂସଦ ଏବଂ ୫ ଥରର ବିଧାୟକ ରହିଥିଲେ ।

ବିଜେପି ସାଂସଦ ପ୍ରାର୍ଥୀ କୁନଓ୍ବାରଙ୍କ ମୃତ୍ୟୁ ହୋଇଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ ୟୁପି ବିଜେପି ମୁଖ୍ୟ ଭୁପେନ୍ଦ୍ର ଚୌଧୁରୀ । ସେ କହିଥିଲେ ଯେ, ତାଙ୍କ ଗଳାରେ ଯନ୍ତ୍ରଣା ହେବାରୁ କିଛି ଦିନ ତଳେ ସେ ଅପରେସନ୍ ହୋଇଥିଲେ । ଶୁକ୍ରବାର ଚେକ୍ ଅପ୍ ପାଇଁ ଯାଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । କନଓ୍ବାରଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ଏହା ଦଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ।

Powered by Froala Editor

Tags bjp candidate dead after election

Related articles Odisha News Lens 4.1

  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14138
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15233
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15743
    Jun 22, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15283
    Jun 24, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15860
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    15000
    Jun 22, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14665
    Jun 24, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13814
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14956
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15233
    Jun 23, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15743
    Jun 22, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15283
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14956
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15124
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14985
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15630
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14495
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14138
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14111
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15860
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In