Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ...

  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ...

Home ›› ››କିଛି ଲୋକ ରାଜନୀତି ପାଇଁ ମିଛ କହି ମିଛ ପ୍ରଚାରରେ ବିଶ୍ୱାସ କରନ୍ତି: ପାଣ୍ଡିଆନ

କିଛି ଲୋକ ରାଜନୀତି ପାଇଁ ମିଛ କହି ମିଛ ପ୍ରଚାରରେ ବିଶ୍ୱାସ କରନ୍ତି: ପାଣ୍ଡିଆନ

2024-04-22 05:55:06
14191
Share:
Facebook
Twitter
E-Mail
WhatsApp
Telegram
କିଛି ଲୋକ ରାଜନୀତି ପାଇଁ ମିଛ କହି ମିଛ ପ୍ରଚାରରେ ବିଶ୍ୱାସ କରନ୍ତି: ପାଣ୍ଡିଆନ

ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଉଲ୍ଲେଖ ନ କରି ତାଙ୍କର ‘ଗରିବ ବିରୋଧୀ’ ଚେହେରା ଉପରୁ ମୁଖା ଖୋଲିଛନ୍ତି ବିଜେଡି ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବୁର୍ଲାରେ ଅନୁଷ୍ଠିତ ବିଜୁ ଶ୍ରମିକ ସାମ୍ମୁଖ୍ୟ କନ୍‌‌ଭେନସନରେ ଆଭାସୀ ମାଧ୍ୟମରେ ଯୋଗ ଦେଇ ବିଏସ୍‌‌କେୱାଇ ପରି ଜନକଲ୍ୟାଣକାରୀ କାର୍ୟ୍ୟକ୍ରମକୁ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରୁଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ଅଭିଯୋଗ କରିଛନ୍ତି।

ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟର ସାଧାରଣ ଲୋକଙ୍କ ପ୍ରସ୍ତାବ ଆଧାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ଲୋକାଭିମୁଖୀ ଯୋଜନା କାର୍ୟ୍ୟକାରୀ କରିଛନ୍ତି। ବିଏସ୍‌‌କେୱାଇ ଠାରୁ ଆରମ୍ଭ କରି ଛାତ୍ର ବୃତ୍ତି, ସବୁ ଯୋଜନା ରାଜ୍ୟବାସୀଙ୍କ ଦୁଃଖ ଦୂର କରିଛି। ଏଥିରୁ ବିଏସ୍‌‌କେୱାଇ ହେଉଛି ରାଜ୍ୟର ୧ ନମ୍ୱର ଯୋଜନା; କିନ୍ତୁ ଲୋକଙ୍କ ସୁଖ କେନ୍ଦ୍ରମନ୍ତ୍ରୀଙ୍କ ଦେଖିପାରୁ ନାହାନ୍ତି। ଲୋକଙ୍କ ସମସ୍ୟା ଦୂର ହେବାକୁ ସେ ଗ୍ରହଣ କରିପାରୁ ନାହାନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରୁଛନ୍ତି। ସେଥିପାଇଁ କ୍ଷମତାକୁ ଆସିଲେ ସେ ସର୍ବ ପ୍ରଥମେ ବିଏସ୍‌‌କେୱାଇ ଯୋଜନାକୁ ବନ୍ଦ କରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ। ଶ୍ରମିକ, ଚାଷୀ ଓ ଗରୀବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ଯୋଜନା ପ୍ରଣୟନ କରିଛନ୍ତି। ବଡ ବଡ ହସପିଟାଲରେ ଚିକିତ୍ସା କରାଇବା ପାଇଁ ବିଏସ୍‌‌କେୱାଇଁ ସ୍ମାର୍ଟ କାର୍ଡ ମାଧ୍ୟମରେ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସାହସ ଦେଇଛନ୍ତି। ଏହି ଯୋଜନାରେ ପ୍ରତି ମାସରେ ୨୬୦ କୋଟି ଟଙ୍କା ଖର୍ଚ୍ଚ ହେଉଛି। ମାସିକ ହାରାହାରି ଦେଢ଼ ଲକ୍ଷ ଲୋକ ଏହାଦ୍ୱାର ଉପକୃତ ହେଉଛନ୍ତି।ରାଜ୍ୟର ପାଖାପାଖି ୯୦ ପ୍ରତିଶତ ଲୋକ ଏହି ଯୋଜନାର ସୁଫଳ ପାଉଛନ୍ତି। ଏହି ଯୋଜନାକୁ ନେଇ ସମସ୍ତେ ଖୁସୀ ଅଛନ୍ତି; କିନ୍ତୁ ଲୋକଙ୍କ ଖୁସି ଦେଖିପାରୁନାହାନ୍ତି କେନ୍ଦ୍ରମନ୍ତ୍ରୀ। ସେ କ୍ଷମତାକୁ ଆସିଲାମାତ୍ରେ ପ୍ରଥମେ ବିଏସକେୱାଇ ଯୋଜନାକୁ ବନ୍ଦ କରିବେ ବୋଲି ଶ୍ରୀ ପାଣ୍ଡିଆନ୍‌‌ କହିଛନ୍ତି।

ଏହି ଅବସରରେ ଶ୍ରୀ ପାଣ୍ଡିଆନ ମିଛ କହି ରାଜନୀତି କରୁଥିବା ବ୍ୟକ୍ତିମାନଙ୍କୁ କଟୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ କିଛି ଲୋକ ରାଜନୀତି ପାଇଁ ମିଛ କହି ମିଛ ପ୍ରଚାରରେ ବିଶ୍ୱାସ କରନ୍ତି। ମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟଟନାୟକ ସବୁବେଳେ କାମରେ ବିଶ୍ୱାସ କରନ୍ତି। ଆଗାମୀ ଦିନରେ ଶ୍ରମିକଙ୍କ ପାଇଁ ବହୁ ପଦକ୍ଷେପ ଗ୍ରହଣ କରାଯିବ। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ଏଥିପାଇଁ ଯଦି ପାଣ୍ଠିର ଅଭାବ ରହିଥିବ, ତାହେଲେ ରାଜ୍ୟ ବଜେଟରୁ ପାଣ୍ଠି ଯୋଗାଇଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ୍‌‌ ମଞ୍ଚରେ ଘୋଷଣା କରିଛନ୍ତି।

Powered by Froala Editor

Tags Vk pandian

Related articles Odisha News Lens 4.1

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14288
    Mar 03, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15042
    Mar 01, 2026
  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା
    ଦେଶ-ଦେଶାନ୍ତର

    କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା

    15357
    Mar 01, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15578
    Mar 02, 2026
  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା
    ଦେଶ-ଦେଶାନ୍ତର

    କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା

    14636
    Mar 01, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14456
    Mar 01, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15315
    Mar 01, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14016
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13504
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା

    14636
    Mar 01, 2026
  • ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15315
    Mar 01, 2026
  • ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14456
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17357
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17425
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16244
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14288
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13504
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14742
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14591
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14393
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14974
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14487
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16104
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14443
    Mar 02, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14456
    Mar 01, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13504
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In