Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

Home ›› ›› ମଣିପୁର ନିର୍ବାଚନମଣ୍ଡଳୀର ୧୧ଟି ବୁଥରେ ସାନି ମତଦାନ ଆରମ୍ଭ

ମଣିପୁର ନିର୍ବାଚନମଣ୍ଡଳୀର ୧୧ଟି ବୁଥରେ ସାନି ମତଦାନ ଆରମ୍ଭ

2024-04-22 11:35:47
16017
Share:
Facebook
Twitter
E-Mail
WhatsApp
Telegram
 ମଣିପୁର ନିର୍ବାଚନମଣ୍ଡଳୀର ୧୧ଟି ବୁଥରେ ସାନି ମତଦାନ ଆରମ୍ଭ

ଇମ୍ଫାଲ: ମଣିପୁରର ୧୧ଟି ବୁଥରେ ଆରମ୍ଭ ହେଲା ସାନି ମତଦାନ । ହିଂସା ଯୋଗୁଁ ଏପ୍ରିଲ ୧୯ ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନରେ ଏହି ସବୁ ବୁଥରେ ମତଦାନ ପ୍ରଭାବିତ ହୋଇଥିଲା । କଡା ସୁରକ୍ଷା ମଧ୍ୟରେ ମତ ସାବ୍ୟସ୍ତ କରୁଛନ୍ତି ମତଦାତା । ଆଭ୍ୟନ୍ତରୀଣ ମଣିପୁର ସଂସଦୀୟ  ନିର୍ବାଚନମଣ୍ଡଳୀର ୧୧ଟି ବୁଥରେ ସକାଳ ୭ଟାରୁ ସାନି ମତଦାନ ଆରମ୍ଭ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ଧାଡିରେ ଛିଡା ହୋଇ ଭୋଟ ଦେଉଛନ୍ତି ଭୋଟର । ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ମତଦାନ ଜାରି ରହିବ ।
 ହିଂସା ଯୋଗୁଁ ୧୧ଟି ବୁଥରେ ଆଜି ସାମି ମତଦାନ ଜାରି ରହିଛି । ସେହି ବୁଥ ଗୁଡି ହେଉଛି, ଖୋରାଇ ବିଧାନସଭା ନିର୍ବାଚନମଣ୍ଡଳୀର ମୋଇରଙ୍ଗକାମ୍ପୁ ସଜିବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଏସ୍ ଇବୋବି ପ୍ରାଥମିକ ବିଦ୍ୟାଳୟ (ଇଷ୍ଟ ୱିଙ୍ଗ), କ୍ଷେତ୍ରିଗାଓଁର ଚାରିଟି ବୁଥ, ଥୋଙ୍ଗଜୁରେ ଗୋଟିଏ, ଉରିପୋକରେ ତିନୋଟି ଏବଂ କନଥୁଜାମର ଗୋଟିଏ ବୁଥ ।
ମଣିପୁରରେ ଦୁଇଟି ଲୋକସଭା ଆସନ ରହିଥିବା ବେଳେ ଏପ୍ରିଲ ୧୯ ତାରିଖରେ ଆଭ୍ୟନ୍ତରୀଣ ମଣିପୁର ଆସନ ପାଇଁ ଭୋଟିଂ ହୋଇଥିଲା । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟାରେ ଶେଷ ହୋଇଥିଲା । ରେକର୍ଡ ସଂଖ୍ୟକ ୬୯.୧୮ ପ୍ରତିଶତ ଭୋଟିଂ ହୋଇଥିଲେ ସୁଦ୍ଧା ବିଷ୍ଣୁପୁରରେ ସୁରକ୍ଷାକର୍ମୀ ଓ ଉଗ୍ରବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ରାଜ୍ୟର ଅନ୍ୟ କିଛି ସମ୍ବେଦନଶୀଳ ସ୍ଥାନରେ ମଧ୍ୟ ହିଂସାକାଣ୍ଡ ଘଟିବାକୁ ଭୋଟିଂ ପ୍ରକ୍ରିୟା ପ୍ରଭାବିତ ହୋଇଥିଲା । ଫଳରେ ନିର୍ବାଚନ କମିଶନ ରବିବାର ୧୧ଟି ବୁଥରେ ସାନି ମତଦାନ ପାଇଁ ତାରିଖ ଘୋଷଣା କରିଥିଲେ । ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ସହ ଏହି ଭୋଟିଂ ପ୍ରକ୍ରିୟା ଶେଷ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Powered by Froala Editor

Tags Election

Related articles Odisha News Lens 4.1

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14950
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15763
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13472
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14741
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13594
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14628
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13432
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13791
    Jun 04, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15329
    Jun 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13594
    Jun 04, 2026
  • ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14628
    Jun 04, 2026
  • ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15329
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16907
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13472
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14838
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14705
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15247
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15315
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13432
    Jun 05, 2026
  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15329
    Jun 05, 2026
  • କେରଳରେ ପ୍ରବେଶ କଲା ମୌସୁମୀ

    14628
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In