Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

Home ›› ››ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ: ବିଜେଡ଼ି

ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ: ବିଜେଡ଼ି

2024-04-23 10:29:06
14441
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ: ବିଜେଡ଼ି

ଭୁବନେଶ୍ୱର:  ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ। ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏପ୍ରିଲ ୨୦୨୪ରେ  ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର।ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ସୁଲତା ଦେଓ। ଚଳିତ ଏପ୍ରିଲ ମାସ ୨୪ ତାରିଖରେ ମା’ମାନଙ୍କର ଦୁବାଇ ଗସ୍ତ ଥିଲା। ଧର୍ମେନ୍ଦ୍ର ଇସିଆଇଙ୍କୁ ଚିଠି ଲେଖି ଏହି ଏକ୍ସପୋଜର ଭିଜିଟ ଉପରେ ରୋକ୍ ଲଗାଇଛନ୍ତି। ମାର୍ଚ୍ଚ ୨୭ରେ ପିଟିସନ ଦାଖଲ କରି ରୋକ ଲଗାଇଛନ୍ତି ଧର୍ମେନ୍ଦ୍ର। ମହିଳାଙ୍କ ପ୍ରଗତିରେ ରୋକ୍ ଲଗାଇବାକୁ ଚେଷ୍ଟା କରୁଛନ୍ତି। ମହିଳା ବିକାଶ, ମହିଳା ସଶକ୍ତିକରଣ ବିରୋଧୀ ପାଲଟିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସମ୍ବଲପୁରରକୁ ଧର୍ମେନ୍ଦ୍ର ବିଜେପି ଲୋକସଭା ପ୍ରାର୍ଥୀ ହୋଇଛନ୍ତି । ସାଂସଦ ନିର୍ବାଚିତ ହେଲେ ବୋଧହୁଏ ମିଶନ ଶକ୍ତି ବନ୍ଦ କରି ଦେବେ ବୋଲି ବିଜେଡି ଆଶଙ୍କା ପ୍ରକାଶ କରିଛି। କିନ୍ତୁ ମହିଳାଙ୍କ ଭିତରେ ଫାଟ ସୃଷ୍ଟି କରିବା ଚକ୍ରାନ୍ତରେ ସଫଳ ହେବେ ନାହିଁ ବୋଲି ବିଜେଡି ସାଂସଦ ସୁଲତା ଦେଓ କହିଛନ୍ତି। ୬ ଲକ୍ଷ ଏସଏଚଜି ଗଠନ ଦ୍ଵାରା ୭୦ ଲକ୍ଷ ମହିଳା ସଶକ୍ତକରଣ ସଶକ୍ତ ହୋଇଛନ୍ତି । ମାଆମାନଙ୍କୁ ସଶକ୍ତ କରି ଉଦ୍ୟୋଗୀ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ମହିଳା ଜ୍ଞାନ ଆହରଣ କରିଛନ୍ତି। କିନ୍ତୁ ମହିଳାଙ୍କୁ ପୁଣି ଚାରିକାନ୍ଥରେ ଆବଦ୍ଧ ରଖି ଅନ୍ଧାରକୁ ଠେଲି ଦେବାକୁ ଚାହୁଁଛନ୍ତି ଧର୍ମେନ୍ଦ୍ର। ସେଥିପାଇଁ ଇସିଆଇକୁ ଚିଠି ଲେଖି ଏସଏଚଜି  ମାଆମାନଙ୍କ ଦୁବାଇ ଗସ୍ତ ଉପ ଚଳିତ ନିର୍ବାଚନରେ ଓଡ଼ିଶାର ମା’ମାନେ ଉଚିତ ଜବାବ ଦେବେ ବୋଲି ବିଜେଡି କହିଛି।

Powered by Froala Editor

Tags bjd target dharmendra

Related articles Odisha News Lens 4.1

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15773
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15319
    May 01, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13870
    May 02, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14917
    May 02, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14472
    May 01, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13643
    May 01, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15426
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14170
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13870
    May 02, 2026
  • ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13643
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13385
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13984
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16034
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15980
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14472
    May 01, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15426
    May 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In