ରାଜ୍ୟରେ ସ୍ୱାଭାବିକ ମୌସୁମି ବର୍ଷା
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବିହାରର ଆଖାପାଖ ଏବଂ ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ରାଜସ୍ଥାନ ଓ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର (ଟ୍ରପଲାଇନ୍)ରହିଛି। ଲଘୁଚାପ ଓ ଟ୍ରପଲାଇନ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୁକ୍ରବାର ବର୍ଷା ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଯିବ।
Powered by Froala Editor