Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

Home ›› ››ସାଢେ ୧୧ ସୁଦ୍ଧା ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର

ସାଢେ ୧୧ ସୁଦ୍ଧା ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର

2024-04-25 10:25:51
14462
Share:
Facebook
Twitter
E-Mail
WhatsApp
Telegram
ସାଢେ ୧୧ ସୁଦ୍ଧା ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଆଉ ସହି ହେଉନି ତାତି । ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜଧାନୀବାସୀ । ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱର ତାତିରେ ରେକର୍ଡ କରୁଛି । ବିଗତ କିଛି ଦିନ ଭଳି ଆଜି ମଧ୍ୟ ସାଢେ ୧୧ ସୁଦ୍ଧା ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ୪୧.୧ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହ ପାଲଟିଛି । ସେହିପରି ବାଲେଶ୍ୱର ଓ ଚାନ୍ଦବାଲିରେ ତାପମାତ୍ରା  ୪୧ ଡିଗ୍ରୀ ରହିଛି । ଏହାଛଡ଼ା ଝାରସୁଗୁଡ଼ାରେ ୪୦.୪, ହୀରାକୁଦରେ ୪୦.୨, କେନ୍ଦୁଝରରେ ୩୯.୬ ଡିଗ୍ରୀ ତାପମାତ୍ରା ରହିଛି ।

ଅନ୍ୟପକ୍ଷରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ରାଜ୍ୟରେ ଅଗ୍ନିବର୍ଷା ହେବ। ଅସହ୍ୟ ତାତି ସହିତ ଝାଞ୍ଜି ବହିବ ବୋଲି ଭୁବନେଶ୍ବରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ ଦିନ ପାଇଁ ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୭ ଏବଂ ୨୮ ତାରିଖରେ ଅସହ୍ୟ ତାତି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ କହିଛି।

ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ତାତି ଅଧିକ ଅସହ୍ୟ ହେବ। ୨୭-୨୮ ତାରିଖ ସୁଦ୍ଧା ସୁନ୍ଦରଗଡ଼, କଳାହାଣ୍ଡି, ବାଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ଖୋର୍ଦ୍ଧା, ଜଗତସିଂହପୁର, ସୁବର୍ଣ୍ଣପୁର, ନୂଆପଡ଼ା, କେନ୍ଦୁଝର ଆଦି ୧୦ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ଅନୁଭୁତ ହେବାର ପୂର୍ବାନୁମାନ କରାଯାଇଛି।

ସେହିଭଳି ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଳଗଜପତି, ଅନୁଗୁଳ, ମୟୂରଭଞ୍ଜ ଆଦି ୭ ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Powered by Froala Editor

Tags Heat wave

Related articles Odisha News Lens 4.1

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15773
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13643
    May 01, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14170
    May 02, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15319
    May 01, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15426
    May 02, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14917
    May 02, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14472
    May 01, 2026
  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13385
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14917
    May 02, 2026
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15773
    Apr 30, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15319
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13385
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13984
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16034
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15980
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15773
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13785
    May 01, 2026
  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15319
    May 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In