Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୮୮ ଆସନରେ ୬୧% ମତଦାନ ରେକର୍ଡ

୮୮ ଆସନରେ ୬୧% ମତଦାନ ରେକର୍ଡ

2024-04-27 06:21:02
14903
Share:
Facebook
Twitter
E-Mail
WhatsApp
Telegram
୮୮ ଆସନରେ ୬୧% ମତଦାନ ରେକର୍ଡ

ନୂଆଦିଲ୍ଲୀ: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ୟ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ହାରାହାରି ମତଦାନ ହାର ୬୦.୭ ପ୍ରତିଶତ ରହିଥିବା ରେକର୍ଡ କରାଯାଇଛି। ବାର୍‌ମେର-ଜୟସାଲମେରରେ କାଁଭାଁ ଗଣ୍ଡଗୋଳ, ଜାଲ୍‌ ଭୋଟିଂ ଅଭିଯୋଗକୁ ବାଦ୍‌ଦେଲେ ମତଦାନ ମୋଟାମୋଟି ଶାନ୍ତିପୂର୍ଣ୍ଣ ହୋଇଛି। ଉତ୍ତରପ୍ରଦେଶର ମଥୁରା, ରାଜସ୍ଥାନର ବନସ୍ବରା ଏବଂ ମହାରାଷ୍ଟ୍ରର ପରଭାନି ଆସନର କେତେକ ଗାଁରେ ଲୋକେ ବିଭିନ୍ନ କାରଣକୁ ନେଇ ଭୋଟ ବର୍ଜନ କରିଥିଲେ। ସେମାନଙ୍କୁ ମତାଧିକାର ସାବ୍ୟସ୍ତ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ବୁଝାଶୁଝା କରାଯାଇଥିଲା।

ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିଥିଲା। କେତେକ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ମଧ୍ୟରେ ମତଦାନ କେନ୍ଦ୍ରଗୁଡ଼ିକରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ୫ଟା ସୁଦ୍ଧା ତ୍ରିପୁରାରେ ସର୍ବାଧିକ ୭୭.୫୩ ପ୍ରତିଶତ ମତଦାନ ହୋଇଥିବାବେଳେ ଉତ୍ତରପ୍ରଦେଶରେ ସର୍ବନିମ୍ନ ୫୨.୭୪ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ରାଜସ୍ଥାନର ୧୩ ନିର୍ବାଚନ ମଣ୍ଡଳୀରେ ୫ଟା ସୁଦ୍ଧା ୫୯.୧୯ ପ୍ରତିଶତ ମତଦାନ ହୋଇଥିତ୍ବାବେଳେ ବାଗିଡୋରା ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ୭୩.୨୫% ଭୋଟିଂ ହୋଇଛି। କେରଳରେ ୬୩.୯୭ ପ୍ରତିଶତ ମତଦାନ ହୋଇଥିବାବେଳେ କେତେକ ବୁଥ୍‌ରେ ଇଭିଏମ୍‌ ଖରାପ ହୋଇଥିବା ଅଭିଯୋଗ ହୋଇଥିଲା। ସେହିପରି ଛତିଶଗଡ଼ରେ ୭୨.୧୩ ପ୍ରତିଶତ ଭୋଟିଂ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୫୪.୮୩ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। କର୍ନାଟକରେ ୬୩.୯୦% ଏବଂ ମଣିପୁରରେ ୭୬.୦୬% ମତଦାନ ହୋଇଛି।
କେରଳର ୨୦ ଆସନ ସମେତ କର୍ନାଟକର ୧୪, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ରର ୮ଟି ଲେଖାଏ ଆସନ, ମଧ୍ୟପ୍ରଦେଶର ୭, ଆସାମ ଓ ବିହାରର ୫ଟି ଲେଖାଏ ଆସନ , ପଶ୍ଚିମବଙ୍ଗ ଓ ଛତିଶଗଡ଼ର ୩ଟି ଲେଖାଏ ଏବଂ ଜମ୍ମୁ-କଶ୍ମୀର, ମଣିପୁର ଓ ତ୍ରିପୁରାର ଗୋଟିଏ ଲେଖାଏ ଆସନରେ ମତଦାନ ହୋଇଥିଲା। ଦ୍ୱିତୀୟ ପର୍ୟ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ କଂଗ୍ରେସର ରାହୁଲ ଗାନ୍ଧୀ, କେ.ସି. ବେଣୁଗୋପାଳ, ଭୂପେଶ ବଘେଲ, ଶଶୀ ଥରୁର ଏବଂ ଅଶୋକ ଗେହଲଟ୍‌ଙ୍କ ପୁଅ ବୈଭବ ଗେହଲଟ୍‌ ଥିବାବେଳେ ଭାଜପାରୁ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର, ହେମା ମାଳିନୀ, ଅରୁଣ ଗୋଭିଲ, ତେଜସ୍ବୀ ସୂର୍ୟ୍ୟ ଏବଂ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ପ୍ରମୁଖଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି।
ପାଲାକ୍କାଡ, ଆଲାପୁଝା ଏବଂ ମାଲାପୁରମ୍‌ରେ ଭୋଟ ଦେଲାବେଳେ ଜଣେ ଲେଖାଏ ମତଦାତାଙ୍କ ମୃତ୍ୟୁ ଘଟିଛି। କୋଝିକୋଡ୍‌ର ଏକ ବୁଥ୍‌ରେ ଜଣେ ପୋଲିଂ ଏେଣ୍ଟେଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନିର୍ବାଚନ ଡ୍ୟୁଟିରେ ଥିବା ମଧ୍ୟପ୍ରଦେଶ ସ୍ବତନ୍ତ୍ର ସଶସ୍ତ୍ର ବଳର ଜଣେ ଯବାନ ନିଜ ସର୍ଭିସ୍‌ ରାଇଫଲରୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି।

Powered by Froala Editor

Tags Election

Related articles Odisha News Lens 4.1

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14078
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13540
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14904
    Jul 26, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13605
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15596
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15178
    Jul 25, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13624
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13452
    Jul 26, 2026
  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14673
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13540
    Jul 26, 2026
  • ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14732
    Jul 26, 2026
  • ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14673
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16997
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17604
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17657
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18057
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15670
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15361
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16019
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14269
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14545
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15923
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15296
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13897
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14113
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13540
    Jul 26, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14732
    Jul 26, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14078
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In