Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜନୀତି
Home ›› ରାଜନୀତି ››ନିର୍ବାଚନ ପ୍ରଚାର ଓ ଖରା ର ଉଷ୍ଣତା ଭିତରେ ପଖାଳ ର ମଜ୍ଜା ନେଲେ ପାଣ୍ଡିଆନ.

ନିର୍ବାଚନ ପ୍ରଚାର ଓ ଖରା ର ଉଷ୍ଣତା ଭିତରେ ପଖାଳ ର ମଜ୍ଜା ନେଲେ ପାଣ୍ଡିଆନ.

2024-04-27 15:36:35
14823
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନ ପ୍ରଚାର  ଓ ଖରା ର ଉଷ୍ଣତା ଭିତରେ ପଖାଳ ର ମଜ୍ଜା ନେଲେ ପାଣ୍ଡିଆନ.

ଭୁବନେଶ୍ୱର - ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାର  ର ଉଷ୍ଣତା ମଧ୍ୟରେ ପଖାଳ ର ମଜ୍ଜା ନେଇଛନ୍ତି 5T ଅଧକ୍ଷ  ଶ୍ରୀ କାର୍ତ୍ତିକ ପାଣ୍ଡିଆନ.

ସାଥିରେ ଥିଲେ India Today TV ର ବରିଷ୍ଠ ସାମ୍ବାଦିକ ଶ୍ରୀ ରାହୁଲ କନୱାଲ.


କଲାହାଣ୍ଡି ର ଜୁନାଗଡ଼ରୁ ନିର୍ବାଚନ ପ୍ରଚାର ସାରି ଦାସପୁର ରାସ୍ତା କଡ଼ ଜଙ୍ଗଲ ରେ ଦିନ ପ୍ରାୟ ତିନିଟା ବେଳକୁ ମଧ୍ୟାହ୍ନ ଭୋଜନ କରିଥିଲେ କାର୍ତ୍ତିକ ପାଣ୍ଡିଆନ. 

ସାଥୀ ରେ ଥିଲେ ପ୍ରଚାର cover କରିବାକୁ ଆସିଥିବା India Today TV National channel ର ବରିଷ୍ଠ ସାମ୍ବାଦିକ ରାହୁଲ କନୱାଲ.

ମଧ୍ୟାହ୍ନ ଭୋଜନ 

ମେନୁ ଥିଲା ଖରା ଦିନର ଖାଣ୍ଟି ଓଡ଼ିଆ ଖାଦ୍ୟ ପଖାଳ. କଂସା ପାତ୍ରରେ ପଖାଳ ସାଙ୍ଗକୁ ଶାଗ ବଡି ଚୁରା ଭେଣ୍ଡି ଭଜା ଆଳୁ ଭରତା  ଆଉ ଦହି. ର ମଜ୍ଜା ନେଇ  ଥିଲେ ଦୁଇ ଜଣ.

ସମ୍ପୂର୍ଣ ନିରାମିଷ ଖାଦ୍ୟ. ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ପାଣ୍ଡିଆନ ବାବୁଙ୍କ ର ଖୁବ ପସନ୍ଦ.

ଆମ ମୁଖ୍ୟମନ୍ତ୍ରୀଙ୍କ ର ମଧ୍ୟ ବହୁତ ପ୍ରିୟ ପଖାଳ.

ପଖାଳ ର ଉପକାରିତା ଓ ପ୍ରସ୍ତୁତି ବିଷୟରେ ରାହୁଲ ଙ୍କୁ ବୁଝାଇବା ସହ ଓଡ଼ିଆ ଙ୍କ ର ଏହି ସାଧାରଣ ତଥା ହିତାକାରୀ ଖାଦ୍ୟ ମୁଖ୍ୟମନ୍ତ୍ରୀ କିପରି ତାଙ୍କ ଅତିଥି ମାନଙ୍କୁ ପରଷି ଥାନ୍ତି ସେ ବିଷୟରେ ଶ୍ରୀ ପାଣ୍ଡିଆନ  ଖାଇବାବେଳେ କହିଥିଲେ 

ପରେ ଉଭୟ ଲାଞ୍ଜିଗଡ଼ ସଭା ପାଇଁ ବାହାରିଯାଇଥିଲେ |

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13657
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14532
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15618
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15476
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13359
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14682
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14201
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14710
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15646
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13359
    Sep 10, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15618
    Sep 09, 2026
  • ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15646
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17087
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17753
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18159
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15646
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14550
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13861
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14666
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14971
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13703
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14595
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15030
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14989
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15476
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15646
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15618
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In