Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

Home ›› ››ମାସକ ପାଇଁ ଯଦି ଆଳୁ ଖାଇବା ଛାଡି ଦିଅନ୍ତି ତେବେ......

ମାସକ ପାଇଁ ଯଦି ଆଳୁ ଖାଇବା ଛାଡି ଦିଅନ୍ତି ତେବେ......

2024-04-29 10:52:32
14327
Share:
Facebook
Twitter
E-Mail
WhatsApp
Telegram
ମାସକ ପାଇଁ ଯଦି ଆଳୁ ଖାଇବା ଛାଡି ଦିଅନ୍ତି ତେବେ......

ପରିବାର ରାଜା ଆଳୁ । ଅଧିକାଂଶ ପନିପରିବା ସହିତ ମିଶାଇ ଆଳୁକୁ ରୋଷେଇ କରାଯାଏ  । ସବୁ ଭାରତୀୟଙ୍କ ପ୍ରିୟ ଖାଦ୍ୟ ଆଳୁ । ପ୍ରତିଘରେ ଏହାକୁ ପ୍ରଚୁର ପରିମାଣରେ ଖିଆଯାଏ । କିନ୍ତୁ ଯଦି ଏକମାସ ପର୍ୟ୍ୟନ୍ତ ଆଳୁ ନ ଖାଆନ୍ତି, ତେବେ କ’ଣ ହେବ? ଆସନ୍ତୁ ଜାଣିବା

ମାସକ ପାଇଁ ଯଦି ଆଳୁ ଖାଇବା ଛାଡି ଦିଅନ୍ତି ତେବେ ଓଜନ ନିୟନ୍ତ୍ରଣ ହୋଇପାରିବ । କାରଣ ଅଧିକାଂଶ ଆଳୁ ତେଲରେ ରନ୍ଧା ଯାଇଥାଏ ଏବଂ ଏହି କାରଣରୁ କ୍ୟାଲୋରୀ ବଢିଯାଇଥାଏ । କିଛି ଲୋକ ଆଳୁ ଖାଇବା ପରେ ପେଟରେ ଗ୍ୟାସ୍ ଏବଂ ଏସିଡିଟି ପରି ସମସ୍ୟା ଦେଖାଯାଇଥାଏ ।

ଯଦି ଏସିଡିଟି ସମସ୍ୟା ରହିଛି ତେବେ ଆଳୁ ଖାଆନ୍ତୁନି । ଆଳୁ ଖାଇବା ବନ୍ଦ କରିବା ଫଳରେ ହାଇ ବ୍ଲଡ୍‌ ସୁଗର କଣ୍ଟୋଲ୍‌ କରିହେବ । ଏଥିପାଇଁ ମଧୁମେହ ରୋଗୀଙ୍କୁ ଆଳୁ ନ ଖାଇବାକୁ ପରାମର୍ଶ ଦିଆଯାଇଥାଏ । ଯଦି ସଂପୂର୍ଣ୍ଣ ଭାବେ ଆଳୁ ନଖାଆନ୍ତି, ତେବେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହୋଇପାରେ ।

ତେବେ ଆଳୁ ବଦଳରେ ଆପଣ ଅନ୍ୟ ଖାଦ୍ୟ ଖାଇପାରିବେ । ଆଳୁ ମଧ୍ୟ ପୁଷ୍ଟିକର ଖାଦ୍ୟରେ ଭରପୂର । କିନ୍ତୁ ଏହାକୁ ସୀମିତ ପରିମାଣରେ ଏବଂ ଅଳ୍ପ ତେଲରେ ଖାଇବା ଉଚିତ୍ ।

Powered by Froala Editor

Tags Patato

Related articles Odisha News Lens 4.1

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14026
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14044
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15394
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15433
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14077
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15080
    Mar 30, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14532
    Mar 31, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14746
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13907
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13907
    Mar 31, 2026
  • ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14532
    Mar 31, 2026
  • ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14044
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15394
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15080
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16110
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15377
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15488
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15394
    Mar 31, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14746
    Mar 30, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14532
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In