Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ...

  • ହର୍ମୁଜ ଖୋଲିବା ପାଇଁ ଏହି ସର୍ତ୍ତ ରଖିଲା ...

  • ଆସାମରେ ଲଗାତାର ବନ୍ୟା: ୧୦୦ ରେ ପହଞ୍ଚିଲା ...

  • ଶସ୍ତା ହେବ ହେବ ଏହି କାର

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

ବିଶେଷ
Home ›› ବିଶେଷ ››ଭାତ ଖାଇବା ପରେ ଓ ପୂର୍ବରୁ ଖାଆନ୍ତୁ ନାହିଁ ଏହି ଖାଦ୍ୟ

ଭାତ ଖାଇବା ପରେ ଓ ପୂର୍ବରୁ ଖାଆନ୍ତୁ ନାହିଁ ଏହି ଖାଦ୍ୟ

2024-05-01 05:49:10
14826
Share:
Facebook
Twitter
E-Mail
WhatsApp
Telegram
ଭାତ ଖାଇବା ପରେ ଓ ପୂର୍ବରୁ ଖାଆନ୍ତୁ ନାହିଁ ଏହି ଖାଦ୍ୟ

ଭାରତୀୟ ଖାଦ୍ୟରେ ଭାତ ଏକ ମୁଖ୍ୟ ଖାଦ୍ୟ। ତେଣିକି ତାହା ଘରୋଇ ରନ୍ଧା ଭାତ ହେଉ କିମ୍ବା ବିରିୟାନୀ। ଅନେକ ସମୟରେ ଭାତ ଖାଇବା ପରେ ଏଭଳି କିଛି ଖାଦ୍ୟ ଖାଇ ଥାଆନ୍ତି, ଯାହା ପେଟ ପାଇଁ କ୍ଷତିକାରକ ହେବା ସହ ପାଚନ ଜନିତ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ। ପାଚନକୁ ସୁସ୍ଥ ରଖିବା ପାଇଁ ଭାତ ଖାଇବା ପରେ ଓ ପୂର୍ବରୁ କେଉଁ ଖାଦ୍ୟ ଖାଇବା ଉଚିତ୍‌‌ ଓ ଅନୁଚିତ୍‌‌ ଜାଣନ୍ତୁ..
ଭାତକୁ ଭଲ ଭାବେ ହଜମ ହେବା ପାଇଁ କିଛି ଖାଦ୍ୟକୁ ଭାତ ଖାଇବା ପୂର୍ବରୁ ଓ ପରେ ଖାଆନ୍ତୁ ନାହିଁ।
ଭାତକୁ ଖାଇବା ସମୟରେ ଭଲ ଭାବେ ଚୋବାଇ ଖାଆନ୍ତୁ। ଏହାଦ୍ୱାରା ଭଲ ଭାବେ ହଜମ ହୋଇଥାଏ।
ଭାତ ଖାଇବା ପୂର୍ବରୁ ଅଧିକ ଫ୍ୟାଟ୍‌‌ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ଏହା ହଜମ ହେବାକୁ ଅଧିକ ସମୟ ଲାଗିଥାଏ ଓ ଭାତରେ କାର୍ବୋହାଇଡ୍ରେଟ ଥିବାରୁ ଏହା ମଧ୍ୟ ହଜମ ହେବାରେ ସମୟ ନେଇଥାଏ। ତେଣୁ ଭାତ ଖାଇବା ପୂର୍ବରୁ ଫ୍ୟାଟ୍‌‌ଯୁକ୍ତ ଖାଦ୍ୟ ଖାଇବା ଅନୁଚିତ। ଅନ୍ୟ ହାଲକା ଯୁକ୍ତ ଖାଦ୍ୟ ଖାଇପାରିବେ।
ଅଧିକ ମସଲାଯୁକ୍ତ ଖାଦ୍ୟ ପାଚନ ପାଇଁ କ୍ଷତିକାରକ। ଏହାଦ୍ୱାରା ଛାତିରେ ଜଳାପୋଡା, ଏସିଡିଟି ଆଦି ହୋଇଥାଏ। ଭାତ ଖାଇବା ପୂର୍ବରୁ ମସଲା ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ।
ପନିପରିବା ପାଚନ ପାଇଁ ଉପକାରୀ। ଭାତ ଖାଇବା ପୂର୍ବରୁ କଞ୍ଚା ପରିବା ଖାଆନ୍ତୁ ନାହିଁ। କଞ୍ଚା ପରିବାରେ ଫାଇବର ଅଧିକ ମାତ୍ରାରେ ରହିଥାଏ। ଗ୍ୟାଷ୍ଟ୍ରିକ୍‌‌ ସମସ୍ୟା ମଧ୍ୟ ହୋଇଥାଏ। ତେଣୁ ଏହାକୁ ସିଝାଇ କିମ୍ବା ବାମ୍ଫ ଦେବା ପରେ ଖାଆନ୍ତୁ।
ବିଶେଷ କରି ଯେଉଁମାନଙ୍କର ହଜମ ଜନିତ ସମସ୍ୟା ରହିଛି,ସେମାନେ ଭାତ ଖାଇବା ପରେ କୌଣସି କ୍ଷୀର କିମ୍ବା ଛେନା ଜାତୀୟ ଖାଦ୍ୟ ଖାଆନ୍ତୁ ନାହିଁ। ଭାତ ଖାଇବା ପରେ ଏସବୁ ଖାଦ୍ୟ ଖାଇବା ଦ୍ୱାରା ପାଚନ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ।
ଭାତ ଖାଇବା ପରେ ତୁରନ୍ତ ଅଧିକ ପ୍ରୋଟିନ୍‌‌ ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ଏହା ପାଚନ ତନ୍ତ୍ରକୁ ଧିମା କରିଥାଏ। ଖାଦ୍ୟ ହଜମ ହେବାକୁ ଅଧିକ ସମୟ ମଧ୍ୟ ଲାଗି ଥାଏ।
ଭାତ ଖାଇବା ପରେ ସଙ୍ଗେ ସଙ୍ଗେ ମିଠା ଜାତୀୟ ଜିନିଷ କିମ୍ବା ମିଠା ଖାଆନ୍ତୁ ନାହିଁ। ଏହା ରକ୍ତରେ ଶର୍କରାର ସ୍ତରକୁ ବୃଦ୍ଧି କରିଥାଏ। ଶରୀରକୁ ଶକ୍ତି ଯୋଗାଇବାରେ ମଧ୍ୟ ପ୍ରଭାବ ପକାଇଥାଏ।

Powered by Froala Editor

Tags Food

Related articles Odisha News Lens 4.1

  • ହର୍ମୁଜ ଖୋଲିବା ପାଇଁ ଏହି ସର୍ତ୍ତ ରଖିଲା ଇରାନ
    ଦେଶ-ଦେଶାନ୍ତର

    ହର୍ମୁଜ ଖୋଲିବା ପାଇଁ ଏହି ସର୍ତ୍ତ ରଖିଲା ଇରାନ

    14292
    Aug 10, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13937
    Aug 09, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....
    ବିଶେଷ

    ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    13848
    Aug 10, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14684
    Aug 09, 2026
  • ଆସାମରେ ଲଗାତାର ବନ୍ୟା: ୧୦୦ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
    ଦେଶ-ଦେଶାନ୍ତର

    ଆସାମରେ ଲଗାତାର ବନ୍ୟା: ୧୦୦ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

    14623
    Aug 10, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...
    ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...

    13998
    Aug 09, 2026
  • ଶସ୍ତା ହେବ ହେବ ଏହି କାର
    ଦେଶ-ଦେଶାନ୍ତର

    ଶସ୍ତା ହେବ ହେବ ଏହି କାର

    15186
    Aug 10, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15340
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...

    14932
    Aug 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଟିବ Google Assistant

    14795
    Aug 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ...

    14932
    Aug 09, 2026
  • ଦେଶ-ଦେଶାନ୍ତର

    ଆସାମରେ ଲଗାତାର ବନ୍ୟା: ୧୦୦ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

    14623
    Aug 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17022
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17633
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17683
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18083
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    13848
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14205
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15823
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16239
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15092
    Jul 31, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14932
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14588
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14154
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14446
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    13998
    Aug 09, 2026
  • ହଟିବ Google Assistant

    14795
    Aug 09, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    13848
    Aug 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In