Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ...

  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ...

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ...

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ...

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା ...

  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

Home ›› ››ଥାଇରଏଡ୍ ରୋଗୀଙ୍କ ପାଇଁ ଆଦୌ ଭଲ ନୁହେଁ ଏହିସବୁ ଖାଦ୍ୟ

ଥାଇରଏଡ୍ ରୋଗୀଙ୍କ ପାଇଁ ଆଦୌ ଭଲ ନୁହେଁ ଏହିସବୁ ଖାଦ୍ୟ

2024-05-02 01:34:39
16253
Share:
Facebook
Twitter
E-Mail
WhatsApp
Telegram
ଥାଇରଏଡ୍ ରୋଗୀଙ୍କ ପାଇଁ ଆଦୌ ଭଲ ନୁହେଁ ଏହିସବୁ ଖାଦ୍ୟ

ଥାଇରଏଡ୍ ଏକ ଗ୍ରନ୍ଥି ଜନିତ ସମସ୍ୟା। ଏହି ରୋଗ ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଅଧିକ ଦେଖାଯାଏ। ଏକ ସର୍ବେକ୍ଷଣରୁ ଜଣାପଡିଛି ଯେ, ଭାରତରେ ପ୍ରତି ୮ ଜଣ ମହିଳାଙ୍କ ମଧ୍ୟରୁ ଜଣଙ୍କର ଥାଇରଏଡ୍ ସମସ୍ୟା ରହିଛି। ମୋଟ ଉପରେ, ଦେଶରେ ୪.୨ କୋଟିରୁ ଅଧିକ ଲୋକ ଏହି ରୋଗରେ ପୀଡିତ ଅଛନ୍ତି। ତେଣୁ, ଏହି ରୋଗକୁ ମାତ୍ ଦେବାକୁ ହେଲେ କେତେକ ଖାଦ୍ୟଠାରୁ ଦୂରେଇ ରହିବାକୁ ପଡିବ।

ବିଭିନ୍ନ ଖାଦ୍ୟ ଅଛି, ଯାହାକୁ ଖାଇବା ଫଳରେ ଥାଇରଏଡ୍ ରୋଗୀଙ୍କ ସ୍ୱାସ୍ଥ୍ୟ ବିଗିଡି ଯିବାର ସମ୍ଭାବନା ଥାଏ। ସେହି ସବୁ ଖାଦ୍ୟ କଣ, ଜାଣନ୍ତୁ...

ସୋୟା
ସୋୟା ଏପରି ଏକ ଖାଦ୍ୟ, ଯାହାକୁ ଥାଇରଏଡ୍ ରୋଗୀମାନେ ଆଦୌ ଖାଇବା ଉଚିତ୍ ନୁହେଁ। କାରଣ ସୋୟାରେ ଗାଇଟ୍ରୋଜେନ ନାମକ ଏକ ଉପାଦାନ ଥାଏ, ଯାହା ଥାଇରଏଡ ଗ୍ରନ୍ଥିକୁ କ୍ଷତି ପହଞ୍ଚାଏ। ଯଦି ଥାଇରଏଡ୍ ସମସ୍ୟା ଅଛି, ତେବେରେ ପ୍ରସ୍ତୁତ ସମସ୍ତ ଖାଦ୍ୟଠୁ ଦୂରେଇ ରୁହନ୍ତୁ।

କୋବି ଏବଂ ଅନ୍ୟାନ୍ୟ କାବେଜ୍ ପନିପରିବା
କୋବି, ଫୁଲକୋବି, ବ୍ରୋକୋଲି ପରି ପନିପରିବା, ଯାହାକୁ ବ୍ରେସିକା ଭେଜିଜ କୁହାଯାଏ, ସେସବୁକୁ ଥାଇରଏଡ୍ ରୋଗୀ ଆଦୌ ଖାଇବା ଉଚିତ୍ ନୁହେଁ। ଏହି ପନିପରିବାରେ ଆଣ୍ଟି-ଥାଇରଏଡ୍ ଯୌଗିକ ଭରପୂର ପରିମାଣରେ ଥାଏ, ଯାହା ଥାଇରଏଡର ସାଧାରଣ କାର୍ୟ୍ୟରେ ବାଧା ସୃଷ୍ଟି କରିପାରେ। ଏହି ପନିପରିବାଗୁଡିକର ଅତ୍ୟଧିକ ବ୍ୟବହାର ଫଳରେ ଥାଇରଏଡ୍ ଗ୍ରନ୍ଥି ଉପରେ ଚାପ ପଡିବାର ସମ୍ଭାବନା ଥାଏ। ଫଳରେ ହରମନ କ୍ଷରଣରେ ବ୍ୟାଘାତ ସୃଷ୍ଟି ହୋଇପାରେ। ତେଣୁ, ଥାଇରଏଡ୍, ହାଇପୋଥାଇରଏଡିଜିମ୍ ସମସ୍ୟାରେ ପୀଡିତ ଲୋକମାନେ ଏହି ପନିପରିବା ଆଦୌ ଖାଇବା ଉଚିତ୍ ନୁହେଁ।
କଫିନ୍
କଫିନ୍, ଥାଇରଏଡ୍ ଗ୍ରନ୍ଥିରେ ଥାଇରଏଡ୍ ହରମନ୍ ଉତ୍ପାଦନକୁ ପ୍ରଭାବିତ କରେ। ଯେଉଁ କାରଣରୁ ହରମନ ସ୍ତର ବିଗିଡି ଯାଇପାରେ। ତେଣୁ, ଥାଇରଏଡ୍ ରୋଗୀମାନେ ସର୍ବନିମ୍ନ କଫିନ୍ ଗ୍ରହଣ କରିବା ଉଚିତ୍ କିମ୍ବା ସମ୍ପୂର୍ଣ୍ଣରୂପେ ଦୂରେଇ ରହିବା ଉଚିତ୍।

ଅସ୍ୱାସ୍ଥ୍ୟକର ଖାଦ୍ୟ
ଥାଇରଏଡ୍ ସମସ୍ୟାରେ ପୀଡିତ ବ୍ୟକ୍ତିମାନେ ଜଙ୍କ ଫୁଡ୍ ବା ଫାଷ୍ଟଫୁଡଠାରୁ ସମ୍ପୂର୍ଣ୍ଣ ଦୂରେଇ ରହିବା ଉଚିତ୍। ଏହି ପ୍ରକାର ଖାଦ୍ୟ ସାଧାରଣତଃ ପ୍ରଚୁର ଚର୍ବି, ଲୁଣ ଏବଂ କ୍ୟାଲୋରୀରେ ଭରପୂର ଥାଏ, ଯାହା ଥାଇରଏଡ୍ ପାଇଁ ଆଦୌ ଭଲ ନୁହେଁ।

ପ୍ରକ୍ରିୟାକୃତ ଖାଦ୍ୟ
ପ୍ରକ୍ରିୟାକୃତ ଖାଦ୍ୟ ବା ପ୍ୟାକେଟ୍ ଖାଦ୍ୟ ଯେପରିକି ନୁଡୁଲ୍ସ, ସସ୍, କେଚପ୍, ଜାମ, ମ୍ୟାଜିକ୍ ମସାଲା ଇତ୍ୟାଦି ଥାଇରଏଡ୍ ରୋଗୀଙ୍କ ପାଇଁ ଆଦୌ ଲାଭଦାୟକ ନୁହେଁ।

Powered by Froala Editor

Tags Thyroid

Related articles Odisha News Lens 4.1

  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13681
    Jun 08, 2026
  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA
    ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15524
    Jun 08, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14836
    Jun 07, 2026
  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ
    ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13974
    Jun 08, 2026
  •   ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ
    ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13865
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15338
    Jun 08, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ
    ଦେଶ-ଦେଶାନ୍ତର

    ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13831
    Jun 08, 2026
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14858
    Jun 08, 2026
  •  ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...

    14935
    Jun 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15338
    Jun 08, 2026
  • ଦେଶ-ଦେଶାନ୍ତର

    କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14732
    Jun 08, 2026
  • ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13865
    Jun 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16912
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13939
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13979
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14905
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14770
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15310
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15455
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14732
    Jun 08, 2026
  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13865
    Jun 08, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13831
    Jun 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In