Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅନଲାଇନ ପାର୍ସଲ ଖୋଲୁ ଖୋଲୁ ବ୍ଲାଷ୍ଟ : ବାପ, ଝିଅ ମୃତ

ଅନଲାଇନ ପାର୍ସଲ ଖୋଲୁ ଖୋଲୁ ବ୍ଲାଷ୍ଟ : ବାପ, ଝିଅ ମୃତ

2024-05-02 19:29:14
14944
Share:
Facebook
Twitter
E-Mail
WhatsApp
Telegram
ଅନଲାଇନ ପାର୍ସଲ ଖୋଲୁ ଖୋଲୁ ବ୍ଲାଷ୍ଟ : ବାପ, ଝିଅ ମୃତ

ଗୁଜରାଟର ସାବରକଣ୍ଠାରେ ପାଟଣାଗଡର ପାର୍ସଲ ବ୍ଲାଷ୍ଟ ଘଟଣା ଭଳି ପୁନରାବୃତ୍ତି ଘଟିଛି । ପାର୍ସଲ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାନେ ବାପ-ଝିଅ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ ଅନଲାଇନ୍ ମାଧ୍ୟମରେ ଆସିଥିବା ପାର୍ସଲ ଖୋଲିବା ସମୟରେ ବିସ୍ଫୋରଣ ହୋଇଥିଲା।

ଗୁଜରାଟର ସାବରକଣ୍ଠା ବଡାଲି ତାଲୁକାର ଛାଓ୍ୱନି ଗାଁ। ଏଠାକାର ଜୀତେନ୍ଦ୍ରଭାଇ ହୀରାଭାଇ ବଞ୍ଜାରାଙ୍କ ନାଁରେ ଅନ୍‌ଲାଇନ୍‌ରେ ଏକ ପାର୍ସଲ ଆସିଥିଲା। ସେ ଅନ୍‌ଲାଇନ୍‌ରୁ କିଛି ଦିନ ପୂର୍ବେ ଏକ ଥିଏଟର୍‌ ସାଉଣ୍ଡ ସିଷ୍ଟମ୍‌ ଅର୍ଡର କରିଥିଲେ। ତେବେ ଏହି ପାର୍ସଲକୁ ଖୋଲିବା ପରେ ହୋଇଥିଲା ଭୟଙ୍କର ବିସ୍ଫୋରଣ। ଏଥିରେ ଘଟଣାସ୍ଥଳରେ ଜୀତେନ୍ଦ୍ରଭାଇ ବଞ୍ଜାରାଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ତାଙ୍କ ୧୪ ବର୍ଷୀୟ ଝିଅର ହସ୍ପିଟାଲ ନେବା ବାଟରେ ମୃତ୍ୟୁ ହୋଇଛି।

ନିକଟରେ ଥିବା ତାଙ୍କର ଆଉ ଦୁଇଜଣ ଝିଅ ( ୯ ବର୍ଷ, ୧୦ ବର୍ଷ ) ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ଅବସ୍ଥା ସଂକଟାପନ୍ନ ଅଛି । ଘଟଣା ସମ୍ପର୍କରେ ଖବର ପାଇ ଡିୱାଇଏସପି ଓ ଜିଲ୍ଲା ଏଲସିବି ସମେତ ୱାଡାଲି ପୁଲିସର ଏକ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।


Powered by Froala Editor

Tags parcel

Related articles Odisha News Lens 4.1

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15206
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15014
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13704
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14336
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15138
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13488
    Jun 20, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15720
    Jun 19, 2026
  • ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14289
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    14893
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13704
    Jun 20, 2026
  • ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15206
    Jun 20, 2026
  • ଦେଶ-ଦେଶାନ୍ତର

    ସୁନା ଏବଂ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

    14289
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16934
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17553
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17601
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17995
    Sep 06, 2023

ବିଶେଷ

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15206
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14123
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15704
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14920
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14433
    Jun 15, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13765
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14864
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15477
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15226
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14336
    Jun 20, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15206
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15359
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In