Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋ ଭାଇ ଶେହେଜାଦା ନୁହେଁ, ମୋଦୀ ଶେହେନଶାହ୍ : ପ୍ରିୟଙ୍କା

ମୋ ଭାଇ ଶେହେଜାଦା ନୁହେଁ, ମୋଦୀ ଶେହେନଶାହ୍ : ପ୍ରିୟଙ୍କା

2024-05-04 17:12:32
14598
Share:
Facebook
Twitter
E-Mail
WhatsApp
Telegram
ମୋ ଭାଇ ଶେହେଜାଦା ନୁହେଁ, ମୋଦୀ ଶେହେନଶାହ୍ : ପ୍ରିୟଙ୍କା

କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ଭାଇ ରାହୁଲ ଗାନ୍ଧୀଙ୍କୁ ‘ରାଜକୁମାର’ ବୋଲି କହି ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏ ସମ୍ପର୍କରେ ରାହୁଲ ଗାନ୍ଧି କିଛି କହୁ ନଥିବା ବେଳେ ଭଉଣୀ ପ୍ରିୟଙ୍କା ଗାନ୍ଧି ଭଦ୍ରା ଏହାର ଜବାବ ଦେଇଛନ୍ତି। ସେ ମୋଦିଙ୍କୁ ଶେହନଶାହ ବା ସମ୍ରାଟ କହିବା ସହ ରାଜମହଲରେ ରହୁଥିବା ଲୋକ କେବେ ହେଲେ ସାଧାରଣ ଲୋକଙ୍କ ପୀଡ଼ାକୁ ବୁଝି ପାରିବେ ନାହିଁ ବୋଲି କହିଛନ୍ତି।

ଗୁଜୁରାଟର ବନାସକାଣ୍ଠାରେ ଏକ ରାଲିରେ ଯୋଗ ଦେଇ ପ୍ରିୟଙ୍କା ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ ରାହୁଲ ଗାନ୍ଧୀ ୪ ହଜାର କିଲୋମିଟର ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମହଲରେ ବସି ଚାଷୀଙ୍କ ଅସୁବିଧା ବୁଝି ପାରିବେ ନାହିଁ। ପ୍ରିୟଙ୍କା କହିଛନ୍ତି, “ସେ(ପ୍ରଧାନମନ୍ତ୍ରୀ ମୋଦି) ମୋ ଭାଇଙ୍କୁ ଜଣେ ଶେହଜାଦା ବୋଲି କହୁଛନ୍ତି। କିନ୍ତୁ ମୁଁ ତାଙ୍କୁ କହିବାକୁ ଚାହେଁ ଯେ ସେହି ଶେହଜାଦା କନ୍ୟାକୁମାରୀ ଠାରୁ କଶ୍ମୀର ଦୀର୍ଘ ୪ ହଜାର କିମି ରାସ୍ତା ଚାଲିଛନ୍ତି।

ସେ ଲୋକଙ୍କ ସମସ୍ୟା ଶୁଣିବା ପାଇଁ ଚାଲିଥିଲେ। ସେ ଚାଷୀଙ୍କ ଠାରୁ ଆରମ୍ଭ କରି ଶ୍ରମିକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏହାର ସମାଧାନ ପାଇଁ କ’ଣ କରାଯାଇ ପାରିବ, ସେକଥା ପଚାରିଛନ୍ତି।

ହେଲେ ଅନ୍ୟପଟେ ରହିଛନ୍ତି ଶେହନଶାହ ନରେନ୍ଦ୍ର ମୋଦି। ସେ ରାଜ ମହଲରେ ରହୁଛନ୍ତି। ଆପଣମାନେ ତାଙ୍କୁ କେବେ ଟିଭିରେ ଦେଖିଛନ୍ତି? ତାଙ୍କ ମୁହଁ ସବୁବେଳେ ଚିକ୍କଣ। ତାଙ୍କର ଦଳା କୁର୍ତ୍ତାରେ ଗୋଟିଏ ହେଲେ ଦାଗ ପାଇବେ ନାହିଁ। ସେଭଳି ଲୋକ କେମିତି ଆପଣଙ୍କ କଷ୍ଟ ଓ କାମକୁ ବୁଝିବେ? ପେଟ୍ରୋଲ ଓ ଡିଜେଲ କେତେ ମହଙ୍ଗା ହେଲାଣି କିମ୍ବା ଚାଷ କାମ କରିବା କେତେ କଷ୍ଟ ହେଲାଣି, ସେ କେମିତି ବୁଝିବେ? ପ୍ରତିଟି ଜିନିଷରେ ଜିଏସ୍‌ଟି ଲାଗୁ କରାଯାଇଛି। ଏବେ ସବୁ କିଛି ମହଙ୍ଗା ହୋଇଗଲାଣି। ଏସବୁ କିଛି ବି ମୋଦିଜୀ ବୁଝିପାରିବେ ନାହିଁ। ସେ ତାଙ୍କ ରାଜ ମହଲରେ ରହୁଛନ୍ତି।

Powered by Froala Editor

Tags priyanka

Related articles Odisha News Lens 4.1

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14877
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14094
    Feb 13, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14765
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13753
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14941
    Feb 13, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15328
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15291
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15229
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15117
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15328
    Feb 14, 2026
  • ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15117
    Feb 14, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14094
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15224
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15678
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16162
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14049
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14694
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16067
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15349
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14941
    Feb 13, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15328
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14765
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In