Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

ବିଶେଷ
Home ›› ବିଶେଷ ››ଉଚ୍ଚ ରକ୍ତଚାପର ଲକ୍ଷଣ ଓ ନିରାକରଣ ଜାଣନ୍ତୁ

ଉଚ୍ଚ ରକ୍ତଚାପର ଲକ୍ଷଣ ଓ ନିରାକରଣ ଜାଣନ୍ତୁ

2024-05-07 02:17:52
16025
Share:
Facebook
Twitter
E-Mail
WhatsApp
Telegram
ଉଚ୍ଚ ରକ୍ତଚାପର ଲକ୍ଷଣ ଓ ନିରାକରଣ ଜାଣନ୍ତୁ

ହାଇପ୍ରଟେନସନ୍ ବା ଉଚ୍ଚରକ୍ତ ଚାପକୁ ସାଧାରଣରେ ଆମେ ହାଇ ବି.ପି କହିଥାଉ। ଏହା ଏକ ମାରାତ୍ମକ ରୋଗ। ଉଚ୍ଚ ରକ୍ତଚାପ ଏକ ଶାନ୍ତ ଜ୍ୱଳାମୁଖୀ ପରି ହୋଇଥାଏ। ସାଧାରଣତଃ ଏହି ରୋଗର ଲକ୍ଷଣ ଦେଖାଯାଇନଥାଏ, କିନ୍ତୁ ଜ୍ୱଳାମୁଖୀ ଫାଟିବା ପରେ ହୃଦଘାତ ପରି ନାନା ରୋଗ ହେବାର ଆଶଙ୍କା ରହିଥାଏ। ପ୍ରତ୍ୟେକ ବ୍ୟକ୍ତିର ରକ୍ତଚାପ ପ୍ରତିଦିନ  ଓ ପ୍ରତି ଘଣ୍ଟାରେ ପରିବର୍ତ୍ତନ ହୋଇଥାଏ। ଅତ୍ୟଧିକ ପରିଶ୍ରମ, ଭୟ, ଚିନ୍ତା,ଦୁଃଖ, କ୍ରୋଧ ଇତ୍ୟାଦି ଅବସ୍ଥାରେ ରକ୍ତ ଚାପ କିଛି ସମୟ ବୃଦ୍ଧି ପାଇଥାଏ।

ଲକ୍ଷଣ- ଉଚ୍ଚ ରକ୍ତଚାପର କୌଣସି ଖାସ୍ ଲକ୍ଷଣ ବାହାରକୁ ଦେଖା ଯାଇନଥାଏ। କିଛି ଲୋକଙ୍କୁ ରକ୍ତଚାପ ଅଧିକ ବଢିଗଲେ ମୁଣ୍ଡ ବ୍ୟଥା ହୋଇଥାଏ। ୩୦ ବର୍ଷ ପରେ ବା ଓଜନ ଅଧିକ କିମ୍ବା ପରିବାରର କୌଣସି ସଦସ୍ୟ ରକ୍ତଚାପରେ ପୀଡିତ ଥିଲେ ୨୦ ବର୍ଷ ପରେ ବର୍ଷକୁ ଥରେ ପରୀକ୍ଷା କରାଇନେବା ଉଚିତ।

-ଡାକ୍ତରଙ୍କ ପରାମର୍ଶ ଅନୁସାରେ ରକ୍ତଚାପ ଔଷଧ ନିୟମିତ ଅନୁସାରେ ସେବନ କରନ୍ତୁ।

-ଡାକ୍ତରୀ ପରୀକ୍ଷା ସମୟାନୁସାରେ କରନ୍ତୁ।

-ଶରୀର ଓଜନ ନିୟନ୍ତ୍ରିତ ରଖନ୍ତୁ।

-ଡାକ୍ତରଙ୍କ ପରାମର୍ଶ ଅନୁସାରେ ପ୍ରତିଦିନ ବ୍ୟାୟାମ କରନ୍ତୁ।

-ଖାଦ୍ୟପେୟରେ ପରିବର୍ତ୍ତନ ଆଣନ୍ତୁ।

-ରୁଟି, ଭାତ,ଡାଲି,ଶାଗ, ମାଛ,ସବୁଜ ପନିପରିବା ଏବଂ ତଟକ ଫଳ ଖାଆନ୍ତୁ।

-ସୂର୍ୟ୍ୟମୁଖୀ ତେଲ କିମ୍ବା ସୋୟାବିନ୍ ତେଲ ଖାଆନ୍ତୁ।

-ତେଲ ଜାତୀୟ ଖାଦ୍ୟ, ଘିଅ, ଚିପ୍ସ, ଆଚାର,ପାମ୍ପଡ ସସ୍ ଠାରୁ ଦୂରେଇ ରହିବା ସହ ଚକଲେଟ୍, ଆଇସକ୍ରୀମ୍,କେକ୍ ଓ ଥଣ୍ଡା ଜାତୀୟ ପାନୀୟ ନ ପିଇବା ଉଚିତ।

-ଅଧିକ ଲୁଣ ଜାତୀୟ ଖାଦ୍ୟ ଖାଆନ୍ତୁ ନାହିଁ।

-ପୋଟାସିୟମ ଥିବା ଖାଦ୍ୟ ଅଧିକ ପରିମାଣର ଖାଇବା ଆବଶ୍ୟକ। କଦଳୀ,କମଳା, ଆଳୁ,କୋମଳ ନଡିଆ ପାଣି ପିଇବା ଦରକାର। ଏହି ଖାଦ୍ୟ ପଦାର୍ଥ ରକ୍ତଚାପ କମିବାରେ ସାହାଯ୍ୟ କରେ।

ଜୀବନ ଶୈଳୀକୁ ପରିବର୍ତ୍ତନ କରନ୍ତୁ

-ଚିନ୍ତାରୁ ମୁକ୍ତ ହୁଅନ୍ତୁ।

-ଧୂମପାନ ଓ ମାଦକ ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

-ଯୋଗ, ପ୍ରଣାୟମ ଏବଂ ଧ୍ୟାନ କରନ୍ତୁ।

-ପ୍ରତିଦିନ ବ୍ୟାୟାମ କରନ୍ତୁ।

କେଉଁ ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ନିକଟକୁ ଯିବେ?

-ଭୀଷଣ ମୁଣ୍ଡବ୍ୟଥା

-ଛାତିରେ ଯନ୍ତ୍ରଣା ଅନୁଭବ କରିବା

-ମୁଣ୍ଡ ବୁଲାଇବା

-ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା

Powered by Froala Editor

Tags high blood pressure

Related articles Odisha News Lens 4.1

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13525
    Mar 30, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14000
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15419
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14063
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14071
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14731
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15066
    Mar 30, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14511
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15380
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15380
    Mar 31, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15066
    Mar 30, 2026
  • ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13893
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15380
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15066
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16108
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15375
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15486
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15380
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14071
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13893
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In