Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 21, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୭୦ରୁ ଅଧିକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ବାତିଲ୍‌

୭୦ରୁ ଅଧିକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ବାତିଲ୍‌

2024-05-08 10:44:03
14356
Share:
Facebook
Twitter
E-Mail
WhatsApp
Telegram
୭୦ରୁ ଅଧିକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ବାତିଲ୍‌

ନୂଆଦିଲ୍ଲୀ: ବିମାନବନ୍ଦର ବରିଷ୍ଠ କ୍ରୁ ସଦସ୍ୟମାନେ “ଗଣ ଅସୁସ୍ଥତା ଛୁଟି”ରେ ଯିବା ପରେ ୭୦ରୁ ଅଧିକ ଆନ୍ତର୍ଜାତୀୟ ତଥା ଘରୋଇ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନକୁ ବାତିଲ କରିଦିଆଯାଇଛି। ଏନେଇ ବିମାନ ଚଳାଚଳ ସୂତ୍ରରୁ ପ୍ରକାଶ ପାଇଛି। ଏହି ବିମାନ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ୟ୍ୟନ୍ତ ବାତିଲ ହୋଇଥିବା ସୂଚନା ରହିଛି।
ସୂତ୍ରରୁ ପ୍ରକାଶ ଯେ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ଏ ସମ୍ପର୍କରେ ତାଙ୍କର ଦୃଷ୍ଟି ରଖିଛନ୍ତି। ଏକ ବିବୃତ୍ତିରେ ଏୟାର ଇଣ୍ଡିଆ ଏକ୍ସପ୍ରେସର ମୁଖପାତ୍ର କହିଛନ୍ତି, “ଆମର କ୍ୟାବିନ କ୍ରୁଙ୍କର ଏକ ବିଭାଗ ଗତ ରାତିର ଶେଷ ମୁହୂର୍ତ୍ତରେ ଅଚାନକ ଅସୁସ୍ଥ ଥିବା ରିପୋର୍ଟ ମିଳିଛି, ଯାହାଫଳରେ ବିମାନ ଚଳାଚଳକୁ ବିଳମ୍ବ ଏବଂ ବାତିଲ କରାଯାଇଛି।

ମୁଖପାତ୍ର ଆଜି ଏୟାର ଇଣ୍ଡିଆ ଏକ୍ସପ୍ରେସରେ ଉଡ଼ାଣ ଭରିବାକୁ ଥିବା ଯାତ୍ରୀମାନଙ୍କୁ ବିମାନ ବନ୍ଦରକୁ ଯିବା ପୂର୍ବରୁ ସେମାନେ ପ୍ରଭାବିତ ହୋଇଛନ୍ତି କି ନାହିଁ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Powered by Froala Editor

Tags Air India express flight

Related articles Odisha News Lens 4.1

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...
    ବାଣିଜ୍ୟ

    ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...

    14912
    Jun 20, 2025
  • ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା
    ଦେଶ-ଦେଶାନ୍ତର

    ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା

    13838
    Jun 20, 2025
  • ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ

    15401
    Jun 19, 2025
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ
    ଦେଶ-ଦେଶାନ୍ତର

    ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15257
    Jun 20, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13880
    Jun 19, 2025
  • ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ
    ଦେଶ-ଦେଶାନ୍ତର

    ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ

    15389
    Jun 20, 2025
  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    15129
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14591
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15292
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    15129
    Jun 19, 2025
  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13880
    Jun 19, 2025
  • ଦେଶ-ଦେଶାନ୍ତର

    ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15257
    Jun 20, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16697
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17002
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15500
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14574
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15459
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14571
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14288
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14709
    Jun 17, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14591
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14703
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14716
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13783
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15257
    Jun 20, 2025
  • ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା

    13838
    Jun 20, 2025
  • ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ

    15389
    Jun 20, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In