Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

Home ›› ››ବିବାଦ ପରେ ଇସ୍ତଫା : କଂଗ୍ରେସର ଇଣ୍ଡିଆନ ଓଭରସିଜ୍‌ ଚେୟାରମ୍ୟାନ ପଦ ଛାଡ଼ିଲେ ପିଟ୍ରୋଡା

ବିବାଦ ପରେ ଇସ୍ତଫା : କଂଗ୍ରେସର ଇଣ୍ଡିଆନ ଓଭରସିଜ୍‌ ଚେୟାରମ୍ୟାନ ପଦ ଛାଡ଼ିଲେ ପିଟ୍ରୋଡା

2024-05-08 19:43:16
14253
Share:
Facebook
Twitter
E-Mail
WhatsApp
Telegram
ବିବାଦ ପରେ ଇସ୍ତଫା : କଂଗ୍ରେସର ଇଣ୍ଡିଆନ ଓଭରସିଜ୍‌ ଚେୟାରମ୍ୟାନ ପଦ ଛାଡ଼ିଲେ ପିଟ୍ରୋଡା

ବର୍ଣ୍ଣ ବୈଷମ୍ୟ ଉପରେ ଦେଇଥିବା ବୟାନ ଯୋଗୁ ବିବାଦରେ ଥିବା ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା ଇସ୍ତଫା ଦେଇଛନ୍ତି। ସେ କଂଗ୍ରେସର ଇଣ୍ଡିଆନ ଓଭରସିଜ୍‌ ଚେୟାରମ୍ୟାନ ପଦ ଛାଡ଼ି ଦେଇଛନ୍ତି। ସେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ପାଖରୁ ଇସ୍ତଫାପତ୍ର ପଠାଇଥିଲେ। ଏହାକୁ କଂଗ୍ରେସ ସଭାପତି ଗ୍ରହଣ କରିଥିବା ଏକ୍ସରେ ସୂଚନା ଦେଇଛନ୍ତି ।

ପିଟ୍ରୋଡାଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ଅଡୁଆରେ ପଡ଼ିଥିଲା କଂଗ୍ରେସ। ପିଟ୍ରୋଡା କହିଥିଲେ ଯେ, ପୂର୍ବ ଭାରତର ଲୋକେ ଚୀନ ଏବଂ ଦକ୍ଷିଣ ଭାରତୀୟ ଆଫ୍ରିକାର ନାଗରିକ ଭଳି ଦେଖାଯାଆନ୍ତି । ତେବେ କଂଗ୍ରେସ ମଧ୍ୟ ଏହି ବୟାନରୁ ନିଜକୁ ଦୂରେଇ ରଖିବା ସହ ଏହାକୁ ଦୁର୍ଭାଗ୍ୟପୂର୍ଣ୍ଣ ଏବଂ ଅସ୍ୱୀକାର୍ଯ୍ୟ ବୋଲି କହିଛି । ଏଭଳି ଟିପ୍ପଣୀରୁ ନିଜକୁ ସମ୍ପୂର୍ଣ୍ଣ ଅଲଗା ବୋଲି କହିଛି କଂଗ୍ରେସ ।

ଅନ୍ୟ ପକ୍ଷରେ ଭାରତୀୟ ଜନତା ପାର୍ଟି ପିଟ୍ରୋଡାଙ୍କ ଏହି ଟିପ୍ପଣୀକୁ ନେଇ ତାଙ୍କୁ ଟାର୍ଗେଟ କରିଛି । ଏହାଦ୍ୱାରା ବିପକ୍ଷୀ ଦଳର ବିଭାଜଜନକାରୀ ରାଜନୀତିର ମୁଖା ଖୋଲି ଯାଉଥିବା ମଧ୍ୟ ଦାବି କରିଛି ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ପ୍ରସଙ୍ଗ କରି କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଘେରିଥିଲେ। ବିବାଦ ବଢ଼ୁଥିବାରୁ ସାମ ପିଟ୍ରୋଡା ଆଜି କଂଗ୍ରେସର ଇଣ୍ତିଆନ ଓଭରସିଜ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।

Powered by Froala Editor

Tags pitroda1

Related articles Odisha News Lens 4.1

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14279
    May 31, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14249
    Jun 01, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15525
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14569
    May 30, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14217
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14919
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15863
    May 31, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14137
    Jun 01, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14776
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    15034
    May 30, 2026
  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14919
    May 31, 2026
  • ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14249
    Jun 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14919
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15032
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14749
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15393
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14972
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15190
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14011
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14279
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14919
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15863
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In