Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୱେଷ୍ଟ ନାଇଲ୍ ଜ୍ୱରରେ ୧୦ ଆକ୍ରାନ୍ତ, ୨ ମୃତ୍ୟୁ ଆଶଙ୍କା

ୱେଷ୍ଟ ନାଇଲ୍ ଜ୍ୱରରେ ୧୦ ଆକ୍ରାନ୍ତ, ୨ ମୃତ୍ୟୁ ଆଶଙ୍କା

2024-05-08 19:45:04
16023
Share:
Facebook
Twitter
E-Mail
WhatsApp
Telegram
ୱେଷ୍ଟ ନାଇଲ୍ ଜ୍ୱରରେ ୧୦ ଆକ୍ରାନ୍ତ, ୨ ମୃତ୍ୟୁ ଆଶଙ୍କା

କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। କେରଳର କୋଝିକୋଡ ଓ ମଲପ୍ପୁରମ ଜିଲ୍ଲାରେ ୱେଷ୍ଟ ନାଇଲ ଭାଇରସ (ଡବ୍ଲ୍ୟୁଏନଭି) ସଂକ୍ରମଣର ଅତିକମରେ ୧୦ଟି ମାମଲା ସାମ୍ନାକୁ ଆସିଛି । ଉତ୍ତର କେରଳର ଦୁଇଟି ଜିଲ୍ଲାରେ ୫-୫ଟି ଲେଖାଏଁ ମାମଲା ସାମ୍ନାକୁ ଆସିଛି । ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ ଠିକ୍ ହୋଇଯାଇଥିବା ଅଫିସିଆଲ ଭାବେ କୁହାଯାଇଛି । କୋଝିକୋଡରେ ଜଣେ ରୋଗୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି ଜ୍ୱରରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଥିଲେ ହେଁ ସେନେଇ ଅଫିସିଆଲ ଭାବେ କିଛି ବୟାନ ଜାରି କରାଯାଇନାହିଁ ।

ଖବର ଜଣାପଡ଼ିବା ପରେ କେରଳ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ହାଇଆଲର୍ଟ ଜାରି କରିଛନ୍ତି। ସଂକ୍ରମଣକୁ କାବୁ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ମଶା ନିୟନ୍ତ୍ରଣ ଏବଂ ସେମାନଙ୍କ ବଂଶବୃଦ୍ଧି ରୋକିବା ଉପରେ ଗୁରୁତ୍ୱ ଦେଇଛନ୍ତି। ମୌସୁମୀ ପୂର୍ବରୁ ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟରେ କେତେକ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହିତ ଲୋକଙ୍କ ମଧ୍ୟରେ ଉକ୍ତ ରୋଗକୁ ନେଇ ସଚେତନତା ସୃଷ୍ଟି କରାଯାଉଛି।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ଅନୁସାରେ, ଡବ୍ଲ୍ୟୁଏନଭି ସଂକ୍ରମିତ ମଶା କାମୁଡ଼ିଲେ ମଣିଷଙ୍କ ଠାରେ ତାହା ବ୍ୟାପିଥାଏ । ଯେତେବେଳେ ମଶା ସଂକ୍ରମିତ ପକ୍ଷୀଙ୍କୁ ଖାଇଥାଏ, ସେତେବେଳେ ସେମାନେ ମଧ୍ୟ ସଂକମ୍ରିତ ହୋଇଯାଇଥାନ୍ତି । ଫଳରେ ଏହି ଭାଇରସ ମଣିଷ ଓ ଅନ୍ୟ ପଶୁଙ୍କୁ ମଧ୍ୟ ବ୍ୟାପିଥାଏ । ମଣିଷ ଠାରୁ ମଣିଷକୁ ବ୍ୟାପିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ସ୍ପଷ୍ଟ ହୋଇନାହିଁ ।

Powered by Froala Editor

Tags west nile

Related articles Odisha News Lens 4.1

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15372
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14129
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15384
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14090
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15514
    Jul 31, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15038
    Jul 30, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13879
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14122
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15341
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ସମାଲୋଚନା।

    15341
    Jul 31, 2026
  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15038
    Jul 30, 2026
  • ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15372
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17009
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18065
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14115
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14331
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15954
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15839
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15493
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13954
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15028
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ସମାଲୋଚନା।

    15341
    Jul 31, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15384
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15372
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In