Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 21, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ବିବାହ ପୂର୍ବରୁ ଅଭିନେତ୍ରୀଙ୍କ ପର୍ସନାଲ ଫଟୋ ସୋସିଆଲ ମିଡିଆରେ ହେଲା ଭାଇରାଲ

ବିବାହ ପୂର୍ବରୁ ଅଭିନେତ୍ରୀଙ୍କ ପର୍ସନାଲ ଫଟୋ ସୋସିଆଲ ମିଡିଆରେ ହେଲା ଭାଇରାଲ

2024-05-10 06:38:27
14940
Share:
Facebook
Twitter
E-Mail
WhatsApp
Telegram
ବିବାହ ପୂର୍ବରୁ ଅଭିନେତ୍ରୀଙ୍କ ପର୍ସନାଲ ଫଟୋ ସୋସିଆଲ ମିଡିଆରେ ହେଲା ଭାଇରାଲ

କନ୍ନଡ ଅଭିନେତ୍ରୀ ଜ୍ୟୋତି ରାଏଙ୍କ ବ୍ୟକ୍ତିଗତ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି । ଜଣେ ସୋସିଆଲ ମିଡିଆ ୟୁଜର୍ସଙ୍କ ଦ୍ବାରା ଅଭିନେତ୍ରୀଙ୍କ ବ୍ୟକ୍ତଗତ ଭିଡିଓ ଓ ଫଟୋ ଭାଇରାଲ କରାଯାଇଛି। ଏଥିସହିତ ଉକ୍ତ ବ୍ୟବହାରକାରୀ ୟୁଟ୍ୟୁବରେ ବି ଅଭିନେତ୍ରୀଙ୍କ ଭିଡିଓ ପୋଷ୍ଟ କରି ଦେବେ ବୋଲି ଜ୍ୟୋତି ରାଏଙ୍କୁ ଧମକ ଦେଇ କହିଛନ୍ତି। ଏନେଇ ଅଭିନେତ୍ରୀଙ୍କ ପ୍ରଶଂସକମାନେ ମୁମ୍ବାଇ ପୁଲିସକୁ ଟ୍ୟାଗ କରି ଏହି ଘଟଣାର ଯାଞ୍ଚ ପାଇଁ ଦାବି କରିଛନ୍ତି।

ଜ୍ୟୋତି ରାଏଙ୍କ ଯୁବ ନିର୍ଦ୍ଦେଶକ ମୃକୃ ପୂର୍ବଜଙ୍କ ସହିତ ପ୍ରେମ ସର୍ମ୍ପକ ଅଛି।  ଚଳିତବର୍ଷ ଆରମ୍ଭରେ ଦୁହେଁ ନିଜର ସମ୍ପର୍କ ବିଷୟରେ ସମସ୍ତଙ୍କ ସହିତ ସେୟାର କରି ନିର୍ବନ୍ଧ  କରି ଥିଲେ । ହେଲେ ବିବାହ ପୂର୍ବରୁ ତାଙ୍କ ବ୍ୟକ୍ତିଗତ ଫଟୋ ଭାଇରାଲ ହେବା ଘଟଣା ସମସ୍ୟା ବଢାଇଛି । କାରଣ ଏହା ତାଙ୍କର ଦ୍ୱିତୀୟ ବିବାହ । ସେ ୨୦ବର୍ଷ ବୟସରେ ‌ସେ ପଦ୍ମନାଭଙ୍କୁ ବିବାହ କରିଥିଲେ। ଦୁହିଁଙ୍କର ଏକ ପୁତ୍ର ସନ୍ତାନ ହୋଇଥିଲା । ପଦ୍ମନାଭଙ୍କ ସହିତ ଜ୍ୟୋତିଙ୍କ ସମ୍ପର୍କ ଭଲ ନରହିବାରୁ ଦୁହିଁଙ୍କ ବିବାହ ବିଚ୍ଛେଦ ହୋଇଯାଇଥିଲା। ଜ୍ୟୋତିଙ୍କ ପୁଅକୁ ଏବେ ୧୧ ବର୍ଷ । ସେ ଦ୍ୱିତୀୟ ବିବାହ କରିବେ ବୋଲି ପ୍ରସ୍ତୁତି ହୋଇଥିବାବେଳେ ଏହି ଫଟୋ ଭାଇରାଲ ଘଟଣା ତାଙ୍କୁ ଚିନ୍ତାରେ ପକାଇଛି । 

ତେବେ ଫଟୋ ୟୁଜର୍ସଙ୍କୁ କେମିତି ମିଳିଲା ସେ ଜାଣିନାହାନ୍ତି ବୋଲି କହିଛନ୍ତି । ସାଇବର ପୁଲିସ ଘଟଣାର ଖୋଳତାଡ କରୁଛନ୍ତି । 

Powered by Froala Editor

Tags jyoti rai

Related articles Odisha News Lens 4.1

  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13804
    May 21, 2025
  • ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ନାହାନ୍ତି, କସମୋଲୋଜିରେ ରହିଛି ବଡ଼ ଅବଦାନ
    ଦେଶ-ଦେଶାନ୍ତର

    ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ନାହାନ୍ତି, କସମୋଲୋଜିରେ ରହିଛି ବଡ଼ ଅବଦାନ

    14645
    May 20, 2025
  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର
    ଦେଶ-ଦେଶାନ୍ତର

    ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

    14105
    May 21, 2025
  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍
    ଦେଶ-ଦେଶାନ୍ତର

    ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

    15411
    May 20, 2025
  • ସ୍ନାନ ଜଳରେ ମିଶାନ୍ତୁ  ଏହି ସ୍ୱତନ୍ତ୍ର ଜିନିଷ,  ହୋଇଥାଏ ଶୁଭ
    ବିଶେଷ

    ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14216
    May 21, 2025
  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...
    ଦେଶ-ଦେଶାନ୍ତର

    କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...

    13601
    May 21, 2025
  • ପାକିସ୍ତାନୀ ସେନା ଅଧିକାରୀଙ୍କ ବିଷୟରେ ଏଭଳି ରୋଚକ କଥା କହିଲେ ମନୋଜ ମୁକୁନ୍ଦ ନରଭଣେ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସେନା ଅଧିକାରୀଙ୍କ ବିଷୟରେ ଏଭଳି ରୋଚକ କଥା କହିଲେ ମନୋଜ ମୁକୁନ୍ଦ ନରଭଣେ

    14546
    May 20, 2025
  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ
    ବିଶେଷ

    ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14629
    May 21, 2025
  • କଳି ଯୁଗର ନାରୀ : ୭ ମାସରେ ୨୫ ପୁରୁଷଙ୍କୁ ବିବାହ
    ଦେଶ-ଦେଶାନ୍ତର

    କଳି ଯୁଗର ନାରୀ : ୭ ମାସରେ ୨୫ ପୁରୁଷଙ୍କୁ ବିବାହ

    14620
    May 20, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂରର ଭିଡ଼ିଓ ଜାରି କଲା ଭାରତୀୟ ବାୟୁସେନା

    13547
    May 20, 2025
  • ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13804
    May 21, 2025
  • ବିଶେଷ

    ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14216
    May 21, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16901
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15446
    Apr 03, 2021

ବିଶେଷ

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14629
    May 21, 2025
  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14216
    May 21, 2025
  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    13992
    May 20, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15674
    May 20, 2025
  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15665
    May 19, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16273
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13987
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14780
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15307
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ଆମେରିକା, ତିଆରି କରିବ ଗୋଲଡେନ ଡୋମ

    13601
    May 21, 2025
  • ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ନାହାନ୍ତି, କସମୋଲୋଜିରେ ରହିଛି ବଡ଼ ଅବଦାନ

    14645
    May 20, 2025
  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

    15411
    May 20, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In