Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜନୀତି
Home ›› ରାଜନୀତି ››“ସଂକଳ୍ପପତ୍ର”ର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବ ବିଜେପି : ଅପରାଜିତା ଷଡଙ୍ଗୀ

“ସଂକଳ୍ପପତ୍ର”ର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବ ବିଜେପି : ଅପରାଜିତା ଷଡଙ୍ଗୀ

2024-05-10 07:26:45
15894
Share:
Facebook
Twitter
E-Mail
WhatsApp
Telegram
“ସଂକଳ୍ପପତ୍ର”ର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବ ବିଜେପି : ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର : ଓଡିଶା ହେଉଛି ଅନନ୍ତ ସମ୍ଭାବନାର ପ୍ରଦେଶ । ପ୍ରାକୃତିକ ଓ ମାନବ ସମ୍ପଦରେ ଭରପୁର ଓଡ଼ିଶା । ଓଡ଼ିଶାରେ ଦୀର୍ଘ ୨୫ବର୍ଷ ବିଜେଡି ସରକାରରେ ରହିଛି । ମୁଣ୍ଡ ପିଛା ଆୟରେ ଓଡ଼ିଶା ୨୫ନମ୍ବରରେ ଅଛି । ଅନ୍ତର୍ଜାତୀୟ ଶ୍ରମ ସଂସ୍ଥା ୨୦୨୪ ରିପୋର୍ଟ ଅନୁସାରେ-ଦେଶର ୨୨ଟି ରାଜ୍ୟର ଦରିଦ୍ର ହାରକୁ ନିଖୁଣ ଭାବେ ବର୍ଣ୍ଣନା କରିଛି ଏବଂ ଓଡ଼ିଶାର ସ୍ଥାନ ହେଉଛି ୨୨ । ୪୩ ପ୍ରତିଶତ ଶିକ୍ଷିତ ଯୁବକ ଓ ଯୁବତୀ ବେରୋଜଗାର ଅଛନ୍ତି ଓ ଏମାନେ ଅନ୍ୟ ରାଜ୍ୟ (ସୁରତ, ହାଇଦ୍ରାବାଦ, ବାଙ୍ଗାଲୋର, କେରଳର ଇଟାଭାଟି)କୁ ଦାଦନ ଖଟିବାକୁ ଯାଉଛନ୍ତି । ବିଜେପି ସରକାର ଓଡ଼ିଶାରେ ଆସିଲା ପରେ “ସବୁ ହାତକୁ କାମ, ସବୁ କ୍ଷେତକୁ ପାଣି ଓ ସବୁ ମଣ୍ଡ ଉପରେ ଛାତ”ର ସଂକଳ୍ପର ପ୍ରତିଶୃତିକୁ ପୂରଣ କରିବ । ୨୦୨୯ସୁଦ୍ଧା ୧ କୋଟି ଟ୍ରିଲିୟନ ଡଲାରର ଅର୍ଥବ୍ୟବସ୍ଥା ହେବ । ବିଜେପି ସଂକଳ୍ପ ପତ୍ରର ଲକ୍ଷ୍ୟ ହେଉଛି ସମସ୍ତଙ୍କ କଲ୍ୟାଣ ଏବଂ ସାମଗ୍ରିକ ବିକାଶ ସହିତ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବା, ଦୁର୍ନୀତିର ମୂଳତ୍ପୋଟାନ, ଆଗାମୀ ଭବିଷ୍ୟତ ନିର୍ମାଣ, ମହିଳା ଓ ଯୁବବର୍ଗର ବିକାଶ, କୃଷକର ଆର୍ଥୀକ ଅଭିବୃଦ୍ଧି ବୋଲି ରାଷ୍ଟ୍ରୀୟ ମୁଖପାତ୍ର ତଥା ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଷଡଙ୍ଗୀ କହିଛନ୍ତି ଯେ, ବିଜେପିର ସଂକଳ୍ପ ହେଉଛି, ବିକଶିତ ଓଡ଼ିଶା ଗଠନ । ଜଳ ଜୀବନ ମିଶନ ଅନ୍ତର୍ଗତ ଆଗାମୀ ଦିନରେ ଓଡ଼ିଶାରେ ୨୬ଲକ୍ଷ ଘର ପର୍ଯ୍ୟନ୍ତ ପାଇପ ଯୋଗେ ପାଣି ଯୋଗାଇ ଦିଆଯିବ । କେନ୍ଦ୍ର ସରକାର ଏହି ଯୋଜନା ଦ୍ୱାରା ଓଡିଶାକୁ ୧୦ହଜାର କୋଟି ଦେଲେ କିନ୍ତୁ ଆଜି ବି ବିଶୁଦ୍ଧ ପାନୀୟ ଜଳ ମିଳୁନାହିଁ । ଓଡ଼ିଶା ସରକାର ସକ୍ରିୟ ନୁହନ୍ତି । ମୋଦି ସରକାର ଓଡ଼ିଶାର ବିକାଶ ପାଇଁ ଟଙ୍କା ଦେବାକୁ ବସିଛନ୍ତି କିନ୍ତୁ ରାଜ୍ୟ ସରକାର ତାହା ଖର୍ଚ୍ଚ କରିବାରେ ବିଫଳ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦ଲକ୍ଷ ଗ୍ରାମାଂଚଳ ଓ ୫ଲକ୍ଷ ସହରାଂଚଳରେ ଘର ତିଆରି କରାଯିବ । କିନ୍ତୁ ପୋଟାର୍ଲରେ ନାମ ଚଢ଼ାଇବା ପାଇଁ ନବୀନ ବାବୁ ଯୋଗ୍ୟ ହିତାଧିକାରୀଙ୍କ ଲିଷ୍ଟ ଦେଲେ ନାହିଁ । ଏଥିପାଇଁ ଅର୍ଥ ବରାଦ କରିବାରେ ବିଳମ୍ବ ହେଲା । ଲୋକେ ଆବାସ ନପାଇ ଚାଳଘରରେ ରହୁଛନ୍ତି । ବିଜେପି ସରକାରକୁ ଆସିଲେ ସଂକଳ୍ପ ପତ୍ରରେ ଥିବା ସମସ୍ତ ପ୍ରତିଶୃତିକୁ ଅକ୍ଷର ଅକ୍ଷର ପାଳନ କରିବ ବୋଲି ଶ୍ରୀମତୀ ଷଡଙ୍ଗୀ କହିଛନ୍ତି । 

ନବୀନ ବାବୁ ଭୋଟ ନେବା ପାଇଁ ରାଜଧାନୀର ବସ୍ତିମାନଙ୍କରେ ଜାଗାମିଶନର ହୋର୍ଡିଂ ଲଗାଇଛନ୍ତି କିନ୍ତୁ ଏଯାଏଁ ପଟ୍ଟା ଦେଇନାହାନ୍ତି । ବିଜେପି ସରକାରକୁ ଆସିଲେ ପ୍ରତି ପରିବାରକୁ ୬ଶହ ସ୍କୋୟାରଫୁଟର ଜମି ଯୋଗାଇଦେବ । ୪୦ ରୁ ୬୦ବର୍ଷର ବୁଣାକାର ପରିବାରକୁ ୩ହଜାର ଟଙ୍କା ଦିଆଯିବ ଓ ୬୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କୁ ୩,୫୦୦ ଦିଆଯିବ । ଆଦିବାସୀ ଭାଇଭଉଣୀଙ୍କ ପାଇଁ ୫୦୦କୋଟି ଟଙ୍କା ବିନିମୟରେ “ମୁଖ୍ୟମନ୍ତ୍ରୀ ଆରୋଗ୍ୟ ନିଧି” ଯୋଜନା କାର୍ଯ୍ୟକାରୀ କରାଯିବ । କୃଷି କଲ୍ୟାଣ ବିଜେପିର ପ୍ରଥମ ପ୍ରାଥମିକତା ରହିବ ବୋଲି ଶ୍ରୀମତୀ ଷଡଙ୍ଗୀ କହିଛନ୍ତି । 

ବିଜେପି ସରକାରକୁ ଆସିଲେ ସ୍କୁଲରେ ମଧ୍ୟାହ୍ନ ଭୋଜନ ସହ ଜଳଖିଆ ପାଇଁ ଆପୁର୍ତି ଯୋଜନା ଆରମ୍ଭ ହେବ । ମଧ୍ୟ, ଉତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ଟି କ୍ୟାନସର ହସ୍ପିଟାଲ ହେବ । ସବୁ ଚିନିକଳ କାର୍ଯ୍ୟକ୍ଷମ କରାଯିବ ।ଅଢ଼େଇ ଲକ୍ଷ କୋଟି ଟଙ୍କାର ଘରୋଇ ନିବେଶ ଓଡ଼ିଶାକୁ ଆଣିବ । ବିଜେଡି ସରକାର ବନ୍ଦ କରିଥିବା ୩ଟି ଟେକ୍ସଟାଇଲ ମିଲ ଆଇ ୭ଟା ସ୍ପିନିଂ କାରଖାନାକୁ କାର୍ଯ୍ୟକ୍ଷମ କରାଯିବ । ଶିକ୍ଷକଙ୍କ ପାଇଁ ସମାନ କାମକୁ ସମାନ ଦରମା ଦେବ । ବିଜେପି ସରକାରକୁ ଆସିଲେ ମାତୃଶକ୍ତି ଯୋଜନା ଆରମ୍ଭ କରିବ । ଗର୍ଭବତୀ ମହିଳାଙ୍କ ନେବା ଆଣିବା ପାଇଁ ଆମ୍ବୁଲାନ୍ସ ପାଇଁ “ସୁଗମ ଯୋଜନା” ଆରମ୍ଭ କରିବ । ଗର୍ଭବର୍ତୀ ମହିଳାଙ୍କ ପାଇଁ ହେଲ୍ପ ଲାଇନ ନମ୍ବର ଜାରୀ କରିବୁ । ୧୮ମାସରେ ଚିଟଫଣ୍ଡ କ୍ଷତିଗ୍ରସ୍ତ ନିଜ ଟଙ୍କା ଫେରି ପାଇବେ । କାର୍ଯ୍ୟରତ ଅଙ୍ଗନବାଡି ଦିଦିଙ୍କର ମାସିକ ଦରମା ୧୨ହଜାର ଓ ହେଲପରଙ୍କ ଦରମା ୮୦୦୦କୁ ବଢ଼ାଇବ । ସୁଭଦ୍ରା ଯୋଜନାରେ ୫୦ହଜାରର କ୍ୟାସ ଭାଉଚର ମହିଳାଙ୍କୁ ଦିଆଯିବ ବୋଲି ଶ୍ରୀମତୀ ଷଡଙ୍ଗୀ କହିଛନ୍ତି ।

୨୦୧୬, ୨୦୧୮, ୨୦୨୨ରେ ମେକ୍ ଇନ୍ ଓଡ଼ିଶା ରାଜ୍ୟ ସରକାର କରିଥିଲେ, ଯାହା ପ୍ରହସନରେ ପରିଣତ ହୋଇଛି । ୨୦୧୬ ରେ ୨ଲକ୍ଷ ୩ହଜାର କୋଟି ଟଙ୍କାର କମ୍ପାନୀ ସହ ଡିଲ୍ କଲେ ଓ କହିଥିଲେ ୧ଲକ୍ଷ ୪୦ହଜାର ଲୋକ ଚାକିରି ପାଇବେ । ୨୦୧୮ରେ ୪ଲକ୍ଷ୨୩ହଜାର କୋଟି ଟଙ୍କାର କମ୍ପାନୀ ସହ ଡିଲ୍ କଲେ ଏବଂ ୫ଲକ୍ଷ ୫୧ହଜାର ଚାକିରୀ ମିଳିବ । ମେକ୍ ଇନ ନାଁରେ ନବୀନ ବାବୁ ଓଡ଼ିଶାର ସରଳ ଲୋକଙ୍କୁ ଧକ୍କା ଦେଇଛନ୍ତି । ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରାଗଲେ, ରାଜ୍ୟରେ ବିଜେଡି ସରକାର ଏହାର ଜବାବ୍ ରଖୁନାହାନ୍ତି ।

 ଆଗାମୀ ପିଢ଼ିର ନିର୍ମାଣ ବିଜେପିର ଲକ୍ଷ୍ୟ । ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ବଡ ଭୂମିକା ରହିଛି । କିନ୍ତୁ ତାହାକୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି । ଏସ୍‌ଏଚଜି ମାଧ୍ୟମରେ ରାଜ୍ୟ ସରକାର ଭୂଆଁ ବୁଲାଉଛନ୍ତି । ରାଜ୍ୟ ସରକାରଙ୍କର ମହିଳାଙ୍କ ପ୍ରତି ଯଦି ଦରଦ ଅଛି ତାହାଲେ ମହିଳାମାନଙ୍କୁ ଭୋଟ ବ୍ୟାଙ୍କ କରିବାରୁ ଦୂରେଇ ରୁହନ୍ତୁ । ମହିଳାଙ୍କ ଆତ୍ମସମ୍ମାନ ରଖନ୍ତୁ ରାଜ୍ୟ ସରକାର । ମୋଦି ସରକାର ଯାହା କୁହେ ତାହା କରେ, ଯାହା କରିପାରିବ ନାହିଁ ତାହା କୁହେଁ ନାହିଁ । ସଂକଳ୍ପରୁ ସିଦ୍ଧି ମିଳିବା ପର୍ଯ୍ୟନ୍ତ ବିଜେପି କାର୍ଯ୍ୟ କରେ ବୋଲି ଶ୍ରୀମତୀ ଷଡଙ୍ଗୀ କହିଛନ୍ତି । 

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ । 

Powered by Froala Editor

Tags BJP, BJPOdisha, Aparajita Sarangi

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15569
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14122
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13589
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14456
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15393
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14631
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14605
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14759
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13279
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13279
    Sep 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13589
    Sep 09, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14631
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18158
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15569
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14542
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13852
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14658
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14962
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13631
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14526
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15029
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14759
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15569
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13279
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In