Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ...

  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ...

  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ...

  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

Home ›› ››ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି, ଏମିତି କାହିଁକି କହିଲେ ପାଣ୍ଡିଆନ୍ ଜାଣନ୍ତୁ

ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି, ଏମିତି କାହିଁକି କହିଲେ ପାଣ୍ଡିଆନ୍ ଜାଣନ୍ତୁ

2024-05-10 08:42:09
14101
Share:
Facebook
Twitter
E-Mail
WhatsApp
Telegram
ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି, ଏମିତି କାହିଁକି କହିଲେ ପାଣ୍ଡିଆନ୍ ଜାଣନ୍ତୁ

ଝାରସୁଗୁଡା: ଝାରସୁଗୁଡାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର । ବିଧାନସଭା ପ୍ରାର୍ଥୀ ଦିପାଳୀ ଦାସ ଓ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ରଙ୍କ ପାଇଁ ମାଗିଲେ ଭୋଟ । ଝାରସୁଗୁଡା ମାଟିରେ ସ୍ୱର୍ଗତ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । କହିଲେ ଦିପାଳୀଙ୍କ ବାପା ଏଠି ନାହାନ୍ତି ଆପଣମାନେ ତାଙ୍କୁ ଆଶୀର୍ବାଦ କରିବେ । ନବ ଦାସ ଝାରସୁଗୁଡା ପାଇଁ ବହୁତ କିଛି କରିଛନ୍ତି । ମୁଖ୍ୟମନ୍ତ୍ରୀ ମିଶନଶକ୍ତି ମହିଳାଙ୍କ ପାଇଁ ପେନସନ ସୁବିଧା କରିଛନ୍ତି । ଆପଣମାନେ କହିଥିଲେ ବୟସ ହୋଇଗଲେ ଆପଣମାନେ ଆଉ ଦୌଡାଦୌଡି କରି କାମ କରିପାରିବେନି । ଆପଣଙ୍କ କଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଲେ । ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି ।
ବିଜେପିକୁ ଟାର୍ଗେଟ କରି ଭିକେ ପାଣ୍ଡିଆନ କହିଥିଲେ, ବିଜେପି ଦରଦାମ କମ କରିବ ବୋଲି କହିଥିଲା । ହେଲେ କାହାର ବି ଦର ଦାମ କମିଲାନି । ଆପଣଙ୍କ ପାଖକୁ ଆସି ମିଛ କଥା କହି ଭୋଟ ନେଇଯିବେ, ଭୋଟ ସରିଲା ପରେ ପଳେଇବେ ଆପଣ ଖୋଜିଲେ ବି ପାଇବେନି । ଏମାନଙ୍କୁ ଆପଣ ଚିହ୍ନନ୍ତୁ, ଉଚିତ ଜବାବ ଦିଅନ୍ତୁ । ଝାରସୁଗୁଡାକୁ ଆଗେଇ ନେବା । ନବ ବାବୁଙ୍କ ଯାହା ସ୍ୱପ୍ନ ଥିଲା ତାକୁ ପୂରଣ କରିବା ।

Powered by Froala Editor

Tags Vk pandian

Related articles Odisha News Lens 4.1

  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13433
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14221
    May 02, 2026
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି
    ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15224
    May 02, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13920
    May 02, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15474
    May 02, 2026
  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା
    ଦେଶ-ଦେଶାନ୍ତର

    ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13487
    May 02, 2026
  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର
    ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14431
    May 02, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15366
    May 01, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14965
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13920
    May 02, 2026
  • ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14431
    May 02, 2026
  • ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14221
    May 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13433
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13832
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14030
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16039
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15985
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15366
    May 01, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !

    14221
    May 02, 2026
  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13487
    May 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In