Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

Home ›› ››ଆମେ ନବୀନ ପଟ୍ଟନାୟକଙ୍କ ପରିବର୍ତ୍ତନରେ ଖୁସି ଅଛୁ : ଦୀପାଳି

ଆମେ ନବୀନ ପଟ୍ଟନାୟକଙ୍କ ପରିବର୍ତ୍ତନରେ ଖୁସି ଅଛୁ : ଦୀପାଳି

2024-05-10 10:11:09
15082
Share:
Facebook
Twitter
E-Mail
WhatsApp
Telegram
ଆମେ ନବୀନ ପଟ୍ଟନାୟକଙ୍କ ପରିବର୍ତ୍ତନରେ ଖୁସି ଅଛୁ : ଦୀପାଳି

ଝାରସୁଗୁଡା: ବିରୋଧୀମାନେ ଦିଲ୍ଲୀରୁ ସାଇବେରିଆ ପକ୍ଷୀ ଭଳି ଆସି ଝାରସୁଗୁଡାରେ ବଡ ବଡ କଥା କହୁଛନ୍ତି । କହୁଛନ୍ତି ପରିବର୍ତ୍ତନ ପରିବର୍ତ୍ତ । ୨୦୦୯ରେ ବି ସେହି କଥା, ୨୦୧୪ରେ ବି ସେହିକଥା , ୨୦୧୯ରେ ବି ସେହି କଥା କହିଥିଲେ । ଏବେ ୨୦୨୪ରେ ବି ଆସି ସେହି କଥା କହୁଛନ୍ତି । ସେମାନଙ୍କୁ ଗୋଟେ ପ୍ରଶ୍ନ କୁଆଡେ ଗଲା ଆଚ୍ଛା ଦିନ? କୁଆଡେ ଗଲା କଳାଟଙ୍କା? ଯଦି ଏଇଟା ତୁମ ପରିବର୍ତ୍ତନ ତେବେ ଆମକୁ ତୁମ ପରିବର୍ତ୍ତନ ଦରକାର ନାହିଁ, ଆମେ ନବୀନ ପଟ୍ଟନାୟକଙ୍କ ପରିବର୍ତ୍ତନରେ ଖୁସି ଅଛୁ । ଆସନ୍ତା ୨୦ ତାରିଖ ଦିନ ଆପଣଙ୍କୁ ଜବାବ ଦେବାକୁ ହେବ ବିକାଶ ମାନେ ନବୀନ ପଟ୍ଟନାୟକ ।  ଝାରସୁଗୁଡା ବିଧାନସଭା ପ୍ରାର୍ଥୀ ଦିପାଳୀ ଦାସ ଏଭଳି କହିଛନ୍ତି ।

 ଝାରସୁଗୁଡାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର । ବିଧାନସଭା ପ୍ରାର୍ଥୀ ଦିପାଳୀ ଦାସ ଓ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ରଙ୍କ ପାଇଁ ମାଗିଲେ ଭୋଟ । ଝାରସୁଗୁଡା ମାଟିରେ ସ୍ୱର୍ଗତ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । କହିଲେ ଦିପାଳୀଙ୍କ ବାପା ଏଠି ନାହାନ୍ତି ଆପଣମାନେ ତାଙ୍କୁ ଆଶୀର୍ବାଦ କରିବେ । ନବ ଦାସ ଝାରସୁଗୁଡା ପାଇଁ ବହୁତ କିଛି କରିଛନ୍ତି । ମୁଖ୍ୟମନ୍ତ୍ରୀ ମିଶନଶକ୍ତି ମହିଳାଙ୍କ ପାଇଁ ପେନସନ ସୁବିଧା କରିଛନ୍ତି । ଆପଣମାନେ କହିଥିଲେ ବୟସ ହୋଇଗଲେ ଆପଣମାନେ ଆଉ ଦୌଡାଦୌଡି କରି କାମ କରିପାରିବେନି । ଆପଣଙ୍କ କଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଲେ । ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି ।
ବିଜେପିକୁ ଟାର୍ଗେଟ କରି ଭିକେ ପାଣ୍ଡିଆନ କହିଥିଲେ, ବିଜେପି ଦରଦାମ କମ କରିବ ବୋଲି କହିଥିଲା । ହେଲେ କାହାର ବି ଦର ଦାମ କମିଲାନି । ଆପଣଙ୍କ ପାଖକୁ ଆସି ମିଛ କଥା କହି ଭୋଟ ନେଇଯିବେ, ଭୋଟ ସରିଲା ପରେ ପଳେଇବେ ଆପଣ ଖୋଜିଲେ ବି ପାଇବେନି । ଏମାନଙ୍କୁ ଆପଣ ଚିହ୍ନନ୍ତୁ, ଉଚିତ ଜବାବ ଦିଅନ୍ତୁ । ଝାରସୁଗୁଡାକୁ ଆଗେଇ ନେବା । ନବ ବାବୁଙ୍କ ଯାହା ସ୍ୱପ୍ନ ଥିଲା ତାକୁ ପୂରଣ କରିବା ।

Powered by Froala Editor

Tags Dipali das

Related articles Odisha News Lens 4.1

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13634
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14575
    Apr 30, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15310
    May 01, 2026
  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13373
    May 02, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14462
    May 01, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15596
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15693
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13771
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15764
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13771
    Apr 30, 2026
  • ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14462
    May 01, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15693
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13373
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13776
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13975
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16033
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15979
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14575
    Apr 30, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13373
    May 02, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15764
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In