Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ...

  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ...

  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ...

  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ...

  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ...

  • ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ...

  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ...

  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

ରାଜନୀତି
Home ›› ରାଜନୀତି ››ମିଶ୍ରଣ ପର୍ବ - ସରପଂଚ ତଥା ଯୁବ ଇଞ୍ଜିନିୟର ପ୍ରମୋଦ କୁମାର ବେହେରା ବିଜେପିରେ ସାମିଲ ହେଲେ

ମିଶ୍ରଣ ପର୍ବ - ସରପଂଚ ତଥା ଯୁବ ଇଞ୍ଜିନିୟର ପ୍ରମୋଦ କୁମାର ବେହେରା ବିଜେପିରେ ସାମିଲ ହେଲେ

2024-05-11 10:04:31
14201
Share:
Facebook
Twitter
E-Mail
WhatsApp
Telegram
ମିଶ୍ରଣ ପର୍ବ - ସରପଂଚ ତଥା ଯୁବ ଇଞ୍ଜିନିୟର ପ୍ରମୋଦ କୁମାର ବେହେରା ବିଜେପିରେ ସାମିଲ ହେଲେ

ଭୁବନେଶ୍ୱର, ତା.୧୧/୦୫: ବିଜୁ ଜନତା ଦଳ ସରକାର ଦୀର୍ଘ ୨୫ବର୍ଷ ଶାସନରେ ରହିବି ଓଡ଼ିଶାକୁ ଗରିବୀରୁ ବାହାରକୁ ଆଣିପାରିଲାନି । ସାରା ଓଡିଶାରେ ବିଜେଡି ସରକାର ଉପରେ ଲାକଙ୍କ ପ୍ରବଳ ଆକ୍ରୋଶ ରହିଛି । ଲୋକ କହୁଛନ୍ତି “ଆଉ କେତେ ଦିନ ସହିବ ଓଡ଼ିଶା” । ନବୀନ ଓଡ଼ିଶା ସରକାର ଅଣଓଡ଼ିଆ ଦ୍ୱାରା ପରିଚାଳିତ ହେଉଛି । ବିଜେଡି ସରକାର ପୂରା ଆଉଟସୋର୍ସିଂରେ ଚାଲିଛି । ନବୀନଙ୍କ ଅତ୍ୟାଚାରୀ ଶାସନରୁ ସମୂଳେ ଧ୍ୱଂସ ପାଇଁ ପ୍ରତ୍ୟେକ ବିଭିନ୍ନ ଦଳରୁ ହଜାର ହଜାର ନେତା ଓ କର୍ମୀ ବିଜେପିରେ ଯୋଗ ଦାନ କରୁଛନ୍ତି । ଓଡ଼ିଶାରେ “ଡବଲ ଇଞ୍ଜିନ ସରକାର” ଗଢ଼ିବା ପାଇଁ ଓଡ଼ିଶା ଲୋକ ସଂକଳ୍ପ ନେଇଛନ୍ତି ବୋଲି ମିଶ୍ରଣ ପର୍ବ ଅବସରରେ ପୂୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ମଙ୍ଗରାଜପୁର ସରପଂଚ ତଥା ଯୁବ ଇଞ୍ଜିନିୟର ପ୍ରମୋଦ କୁମାର ବେହେରା ନିଜର ସମର୍ଥକଙ୍କ ସହ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀ ବେହେରାଙ୍କ ସମେତ ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ତଥା ପାରାଦୀପ ନିର୍ବାଚନ ମଣ୍ଡଳୀର ପୂର୍ବତନ ସଭାପତି ତ୍ରିଲୋଚନ ତରାଇ ବିଜେପିରେ ସାମିଲ ହେଲେ ।

ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଏସି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ଜଗତସିଂହପୁର ସାଂସଦ ପ୍ରାର୍ଥୀ ଶ୍ରୀ ବିଭୂପ୍ରସାଦ ତରାଇ ପ୍ରମୁଖ ନୂତନ ସଦସ୍ୟଙ୍କୁ ଉତୀରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । ପାର୍ଟୀରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶ୍ରୀ ମହାନ୍ତି ସଦସ୍ୟତା କରାଇଥିଲେ । 

Powered by Froala Editor

Tags BJP, BJPOdisha

Related articles Odisha News Lens 4.1

  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’
    ଦେଶ-ଦେଶାନ୍ତର

    ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’

    14419
    Jul 14, 2026
  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...

    13626
    Jul 13, 2026
  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ
    ଦେଶ-ଦେଶାନ୍ତର

    ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13708
    Jul 14, 2026
  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...
    ଦେଶ-ଦେଶାନ୍ତର

    ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...

    15653
    Jul 13, 2026
  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି
    ଦେଶ-ଦେଶାନ୍ତର

    ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି

    14750
    Jul 14, 2026
  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ
    ଦେଶ-ଦେଶାନ୍ତର

    କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ

    14418
    Jul 14, 2026
  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ
    ଦେଶ-ଦେଶାନ୍ତର

    ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

    15015
    Jul 14, 2026
  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍
    ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13753
    Jul 13, 2026
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍
    ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14578
    Jul 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13708
    Jul 14, 2026
  • ଦେଶ-ଦେଶାନ୍ତର

    ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି

    14750
    Jul 14, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

    13626
    Jul 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16974
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17586
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18040
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14545
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14837
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15587
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15696
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15508
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15845
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15712
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13819
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14943
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13708
    Jul 14, 2026
  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’

    14419
    Jul 14, 2026
  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

    13626
    Jul 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In