Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ମନୋରଞ୍ଜନ
Home ›› ମନୋରଞ୍ଜନ ››ପ୍ରେଗ୍ନେସି ଜର୍ନି ପୁସ୍ତକରେ “ବାଇବେଲ” ଶବ୍ଦ ଲେଖି ଫସିଲେ କରୀନା, ଆସିଲା ନୋଟିସ୍

ପ୍ରେଗ୍ନେସି ଜର୍ନି ପୁସ୍ତକରେ “ବାଇବେଲ” ଶବ୍ଦ ଲେଖି ଫସିଲେ କରୀନା, ଆସିଲା ନୋଟିସ୍

2024-05-11 10:11:29
15510
Share:
Facebook
Twitter
E-Mail
WhatsApp
Telegram
ପ୍ରେଗ୍ନେସି ଜର୍ନି ପୁସ୍ତକରେ “ବାଇବେଲ” ଶବ୍ଦ ଲେଖି ଫସିଲେ କରୀନା, ଆସିଲା ନୋଟିସ୍

ବଲିଉଡ ଅଭିନେତ୍ରୀ କରିନା କପୁର ଖାଁଙ୍କ ସମସ୍ୟା ବଢିଛି। ଗର୍ଭଧାରଣ ଯାତ୍ରାକୁ ନେଇ ପ୍ରକାଶ କରିଥିବା ଏକ ପୁସ୍ତକର ଶୀର୍ଷକରେ ‘‘ବାଇବେଲ୍‌’’ ଶବ୍ଦ ଲେଖି ବିବାଦରେ ଫଶିଛନ୍ତି କରୀନା । ବେବୋ ତାଙ୍କର ପ୍ରେଗ୍ନେସି ଜର୍ନିକୁ ନେଇ ଏକ ପୁସ୍ତକ ଲେଖିଥିଲେ, ଯାହାର ନାମ ଦେଇଥିଲେ ‘କରିନା କପୁର ଖାନ୍ସ ପ୍ରେଗ୍ନେସି ବାଇବେଲ’। ପୁସ୍ତକର ନାମରେ ବାଇବେଲ ଶବ୍ଦଥିବାରୁ ଏହା ବିରୋଧରେ ଜବଲପୁରର ଜଣେ ଖ୍ରୀଷ୍ଟିଆନ ସମାଜସେବୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପରେ କୋର୍ଟ କରିନାଙ୍କୁ ନୋଟିସ ପଠାଇଛନ୍ତି।

ସାମାଜିକ କର୍ମୀ ଖ୍ରୀଷ୍ଟୋଫର ଆନ୍ଥୋନୀ ମଧ୍ୟପ୍ରଦେଶ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି ଯେଉଁଥିରେ କୋର୍ଟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କୋର୍ଟ କରିନା କପୁର ଏବଂ ପୁସ୍ତକ ବିକ୍ରେତାଙ୍କଠାରୁ ଉତ୍ତର ମାଗିଛନ୍ତି।

ସୂଚନାଯୋଗ୍ୟ, ଜବଲପୁରର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସାମାଜିକ କର୍ମୀ ଖ୍ରୀଷ୍ଟୋଫର୍‌ ଆନ୍ଥୋନୀ ବିଶ୍ୱାସ କରନ୍ତି ଯେ କରିନା କପୁର କେବଳ ପୁସ୍ତକକୁ ପ୍ରୋତ୍ସାହିତ କରିବା ପାଇଁ ଖ୍ରୀଷ୍ଟିଆନ ଧର୍ମର ପବିତ୍ର ପୁସ୍ତକ ନାମ ନେଇ ଶସ୍ତା ଲୋକପ୍ରିୟତା ହାସଲ କରିବାକୁ ଏମିତି କରିଛନ୍ତି। ସେ କହିଛନ୍ତି ଯେ ବାଇବଲ ସମଗ୍ର ବିଶ୍ୱରେ ଖ୍ରୀଷ୍ଟିଆନ ଧର୍ମର ପବିତ୍ର ପୁସ୍ତକ ଏବଂ କରିନା କପୁର ଖାନଙ୍କ ଗର୍ଭଧାରଣକୁ ବାଇବଲ ସହିତ ତୁଳନା କରିବା ଭୁଲ ଅଟେ। ଏହା ଦ୍ୱାରା ସେମାନଙ୍କର ଧାର୍ମିକ ଭାବନା ଆଘାତ ପାଇଛି।

ଖ୍ରୀଷ୍ଟୋଫରଙ୍କ ଅଭିଯୋଗ ଆଧାରରେ ଜଷ୍ଟିସ୍‌ ଗୁରୁପାଲ ସିଂହ ଆହାଲୁୱାଲିଆଙ୍କ ଦ୍ବାରା ଗଠିତ ଏକ ଖଣ୍ଡପୀଠ ପୁସ୍ତକ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇବା ସହ ବହି ବିକ୍ରେତାଙ୍କୁ ମଧ୍ୟ ନୋଟିସ ଜାରି କରିଛନ୍ତି।

୨୦୨୧ ମସିହାରେ ପ୍ରକାଶିତ ଏହି ପୁସ୍ତକରେ ୪୩ ବର୍ଷୀୟା ଅଭିନେତ୍ରୀ ତାଙ୍କର ଗର୍ଭଧାରଣ ଯାତ୍ରା ବିଷୟରେ ବର୍ଣ୍ଣନା କରିଛନ୍ତି। ପୁସ୍ତକରେ ସେ ଗର୍ଭବତୀ ମହିଳାଙ୍କ ପାଇଁ କିଛି ସୂଚନା ପ୍ରଦାନ କରିଛନ୍ତି।

Powered by Froala Editor

Tags kareena

Related articles Odisha News Lens 4.1

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15151
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13944
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14257
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14210
    Sep 11, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14916
    Sep 13, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15091
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14229
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14313
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13998
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15091
    Sep 12, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14257
    Sep 12, 2026
  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14916
    Sep 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17092
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18164
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14287
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16101
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14636
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13945
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14751
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14302
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14701
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15038
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13491
    Sep 13, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14257
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13944
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In