Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨ ପ୍ରେମିକ ସହ ଅସଞ୍ଜତ ଅବସ୍ଥାରେ ଧରାପଡ଼ିଲେ ମହିଳା ଡାକ୍ତର

୨ ପ୍ରେମିକ ସହ ଅସଞ୍ଜତ ଅବସ୍ଥାରେ ଧରାପଡ଼ିଲେ ମହିଳା ଡାକ୍ତର

2024-05-11 10:25:56
16055
Share:
Facebook
Twitter
E-Mail
WhatsApp
Telegram
୨ ପ୍ରେମିକ ସହ ଅସଞ୍ଜତ ଅବସ୍ଥାରେ ଧରାପଡ଼ିଲେ ମହିଳା ଡାକ୍ତର

ବଡ଼ ଘରର ବଡ଼ ଗୁମର କଥା। ଉତ୍ତରପ୍ରଦେଶର କସଗଞ୍ଜର ଏକ ହୋଟେଲରେ ଜଣେ ଡାକ୍ତର ତାଙ୍କ ପତ୍ନୀଙ୍କୁ ଅନ୍ୟ ଦୁଇଜଣ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରିଛନ୍ତି। ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। କ୍ୟାମେରାରେ କଏଦ ହେବା ପରେ ଭିଡିଓଟି ଏବେ ସୋସିଆଲ୍‌ ମିଡିଆରେ ଘୂରି ବୁଲୁଛି। ଏହି ଘଟଣାକୁ ନେଇ ପତି-ପତ୍ନୀଙ୍କ ମଧ୍ୟରେ ହାଇଭୋଲ୍‌ଟେଜ୍‌ ଡ୍ରାମା ହୋଇଛି।

ପୁଲିସ୍ ପହଞ୍ଚି ଡାକ୍ତରଙ୍କ ପତ୍ନୀ ଓ ତାଙ୍କ ଦୁଇ ପ୍ରେମିକଙ୍କୁ ଗିରଫ କରିଛି। ଏହାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉଭୟ ପତିପତ୍ନୀ ଡାକ୍ତର ହୋଇଥିବା ବେଳେ ଗତ ୨ ବର୍ଷ ହେବ ସେମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ଫଳରେ ଉଭୟ ପୃଥକ ଭାବେ ରହୁଥିଲେ। ମାତ୍ର ଡାକ୍ତର ନିଜ ପତ୍ନୀଙ୍କ ଉପରେ ନଜର ରଖିଥିଲେ।

କିଛି ଦିନ ତଳେ ମହିଳା ଜଣକ ଦୁଇ ଯୁବକଙ୍କ ସହ ଏକ ହୋଟେଲରେ ପ୍ରବେଶ କରିଥିଲେ । ଖବର ପାଇ ଡାକ୍ତର ଜଣକ ପରିବାର ସଦସ୍ୟଙ୍କ ସହ ସେଠାରେ ପହଞ୍ଚିଥିଲେ। ଏହାପରେ ରୁମ୍ ରେ ଅସଂଯତ ଅବସ୍ଥାରେ ୩ ଜଣଙ୍କୁ ଦେଖି ସେମାନେ ଉତ୍ତ୍ୟକ୍ତ ହୋ ଯାଇଥିଲେ। ଏହାପରେ ନିଜ ଉପରୁ ନିୟନ୍ତ୍ରଣ ହରାଇ ଉକ୍ତ ୩ ଜଣଙ୍କୁ ପ୍ରବଳ ପିଟିଥିଲେ।

ତେବେ ମହିଳା ଜଣକ ମଧ୍ୟ ଏକ ସରକାରୀ ହସ୍ପିଟ‌ାଲ୍‌ର ଡାକ୍ତର। ଯେଉଁ ଦୁଇ ପୁରୁଷଙ୍କ ସହ ସେ ଶାରୀରିକ ସଂପର୍କ ରଖୁଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଗାଜିଆବାଦ୍‌ର ହୋଇଥିବା ବେଳେ ଅନ୍ୟ ଜଣେ ବୁଲନ୍ଦସହରର। ସ୍ବାମୀ ଜଣକ ତାଙ୍କ ପତ୍ନୀ ଓ ଦୁଇ ପୁରୁଷଙ୍କ ନାମରେ ଅଭିଯୋଗ ଆଣି ମାମଲା ରୁଜୁ କରିଛନ୍ତି। ମହିଳା ଜଣକ ଏପର୍ଯ୍ୟନ୍ତ ତାଙ୍କ ସ୍ୱାମୀଙ୍କ ବିରୋଧରେ କୌଣସି ଅଭିଯୋଗ କରିନାହାଁନ୍ତି ବୋଲି ପୁଲିସ କହିଛି।

Powered by Froala Editor

Tags doctor

Related articles Odisha News Lens 4.1

  • ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14300
    Jun 15, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14240
    Jun 15, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14710
    Jun 13, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14302
    Jun 15, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15301
    Jun 15, 2025
  • ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ
    ଦେଶ-ଦେଶାନ୍ତର

    ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ

    14908
    Jun 15, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15869
    Jun 13, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15097
    Jun 14, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    13824
    Jun 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15301
    Jun 15, 2025
  • ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14300
    Jun 15, 2025
  • ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    13824
    Jun 15, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15491
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14455
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14503
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15632
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15162
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14228
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14481
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ

    15184
    Jun 15, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    13824
    Jun 15, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15869
    Jun 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In