Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

Home ›› ››ଭବାନୀପାଟଣାରେ ୨୦୦ ବେଡ୍ ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଉଦ୍‌ଘାଟିତ : ରହିଛି ୧୬ ଆଇସିୟୁ ଓ ୧୬ ଏଚ୍‌ଡିୟୁ ବେଡ୍

ଭବାନୀପାଟଣାରେ ୨୦୦ ବେଡ୍ ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଉଦ୍‌ଘାଟିତ : ରହିଛି ୧୬ ଆଇସିୟୁ ଓ ୧୬ ଏଚ୍‌ଡିୟୁ ବେଡ୍

2021-06-19 17:34:46
13551
Share:
Facebook
Twitter
E-Mail
WhatsApp
Telegram
ଭବାନୀପାଟଣାରେ ୨୦୦ ବେଡ୍ ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଉଦ୍‌ଘାଟିତ : ରହିଛି ୧୬ ଆଇସିୟୁ ଓ ୧୬ ଏଚ୍‌ଡିୟୁ ବେଡ୍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଭବାନୀପାଟଣାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ଦୁଇ ଦଶନ୍ଧି ମଧ୍ୟରେ କଳାହାଣ୍ଡି ବିଭିନ୍ନ କ୍ଷେତ୍ରରେ ବିକାଶର ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏ ରୂପାନ୍ତର ବାସ୍ତିବକ ଉଲ୍ଲେଖନୀୟ। କଳାହାଣ୍ଡି ଏବେ ସମଗ୍ର ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତୃତୀୟ ଲହର ପାଇଁ ଏବେଠୁ ପ୍ରସ୍ତୁତ ରହିବାକୁ ପୁଣିଥରେ ପରାମର୍ଶ ଦେଇଛନ୍ତି। ମହାମାରୀ ହେଉ ବା ପ୍ରାକୃତିକ ବିପର୍ଯ୍ୟୟ, ଯଦି ଠିକ୍ ଭାବେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ନିଶ୍ଚିତ ବିଜୟ ଲାଭ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ । କୋଭିଡର ଦ୍ବିତୀୟ ଲହରରେ ରୋଗୀମାନଙ୍କ ପାଇଁ ଅକ୍ସିଜେନ୍ ସଙ୍କଟ ଦେଖା ଦେଇଥିଲା । ଏଭଳି ସମୟରେ ଓଡ଼ିଶା ୧୮ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏଭଳି ସଂକଟ ସମୟରେ ମାନବତାର ସେବା ପାଇଁ ସୁଯୋଗ ପାଇବା ଓଡ଼ିଶାବାସୀଙ୍କ ପାଇଁ ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କାର୍ଯ୍ୟକ୍ରମରେ ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ ଯୋଗ ଦେଇ କଳାହାଣ୍ଡି ଓ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍ କୁମାରଙ୍କ ସମେତ ଲାଞ୍ଜିଗଡ଼ ଓ ଧର୍ମଗଡ଼ର ବିଧାୟକ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ, ଫାଇଭ-ଟି ସଚିବଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Powered by Froala Editor

Tags covid hospital

Related articles Odisha News Lens 4.1

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15197
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15661
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13513
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15793
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14381
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15072
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14295
    Apr 19, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15709
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15720
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14381
    Apr 18, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14753
    Apr 18, 2026
  • ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15197
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17424
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17835
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15983
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15796
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16153
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14772
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15746
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15709
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15072
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14295
    Apr 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In