Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ...

Home ›› ››ଆମାଜନ ପ୍ରାଇମରେ 'ଯୋଦ୍ଧା'

ଆମାଜନ ପ୍ରାଇମରେ 'ଯୋଦ୍ଧା'

2024-05-12 19:55:33
14902
Share:
Facebook
Twitter
E-Mail
WhatsApp
Telegram
ଆମାଜନ ପ୍ରାଇମରେ 'ଯୋଦ୍ଧା'

ସିଦ୍ଧାର୍ଥ ମଲହୋତ୍ରାଙ୍କ ଫିଲ୍ମ 'ଯୋଦ୍ଧା' ଓଟିଟିରେ ରିଲିଜ ହୋଇଛି। ଫ୍ୟାନ ଅନେକ ଦିନ ଧରି ଫିଲ୍ମକୁ ଓଟିଟିରେ ରିଲିଜ ହେବା ନେଇ ଅପେକ୍ଷା କରିଥିବା ବେଳେ ବର୍ତ୍ତମାନ ଫିଲ୍ମଟି ରିଲିଜ ହୋଇଛି। ଫିଲ୍ମକୁ ସାଗର ଅମ୍ବ୍ରେ ଓ ପୁଷ୍କର ଓଝା ନିର୍ଦ୍ଦେଶନା ଦେଇଥିବା ବେଳେ ପିଲ୍ମଟି ଚଳିତ ବର୍ଷ ମାର୍ଟ୍ଟ ୧୫ ତାରିଖରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ବର୍ତ୍ତମାନ ଫିଲ୍ମଟି ଓଟିଟିରେ ରିଲିଜ ହୋଇଛି। ଅନେକ ଦିନର ଅପେକ୍ଷା ପରେ ଫିଲ୍ମଟି ଆମାଜନ ପ୍ରାଇମରେ ରିଲିଜ ହୋଇଛି ।

ଏନେଇ ପ୍ଲାଟଫର୍ମ ନିଜ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଘୋଷଣା କରିଛି। ପୋଷ୍ଟ ସେୟାର କରି କ୍ୟାପସନରେ ଲେଖା ହୋଇଛି ଯେ, 'ଯେବେ ଖରାପ ସମୟ ଆସେ , ସେତେବେଳେ ସହାସ ଅଧିକ ଆସିଥାଏ, ଯୋଦ୍ଧା ଏବେ ପ୍ରାଇମରେ ,ଏବେ ଦେଖନ୍ତୁ।'

ଯୋଦ୍ଧାରେ ସିଦ୍ଧାର୍ଥ ମଲହୋତ୍ରାଙ୍କ ବ୍ୟତୀତ ଦିଶା ପଟାନୀ ଓ ରାଶି ଖନ୍ନାଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଏହି ଚଳଚ୍ଚିତ୍ରରେ ଜଣେ ଏପରି ଯୋଦ୍ଧାଙ୍କର କାହାଣୀକୁ ଦର୍ଶାଯାଇଛି, ଯିଏ ବିମାନକୁ ହାଇଜାକ କରିଥିବା ଆତଙ୍କବାଦୀଙ୍କ ବିରୁଦ୍ଧରେ ଲଢି ବିମାନରେ ଉପସ୍ଥିତ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି । ସିଦ୍ଧାର୍ଥ ମଲହୋତ୍ରା ଏହି ଯୋଦ୍ଧା ସେନା ଭୂମିକାରେ ନଜର ଆସିଛନ୍ତି ।

Powered by Froala Editor

Tags yodha

Related articles Odisha News Lens 4.1

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14289
    Dec 26, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15182
    Dec 25, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13625
    Dec 26, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13353
    Dec 26, 2025
  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ
    ରାଜନୀତି

    ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

    14077
    Dec 24, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15402
    Dec 24, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14312
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14843
    Dec 25, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14776
    Dec 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14312
    Dec 26, 2025
  • ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13353
    Dec 26, 2025
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14776
    Dec 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17269
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17350
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17697
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16168
    Apr 03, 2021

ବିଶେଷ

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14312
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14746
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14361
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14777
    Dec 22, 2025
  • ଶରୀରକୁ ଅନେକ ରୋଗରୁ ଦୂରେଇ ରଖିଥାଏ ହଳଦୀ

    15126
    Dec 21, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14196
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15231
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16005
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15169
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14312
    Dec 26, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13353
    Dec 26, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15059
    Dec 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In