Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟ ଭୋଟ, ୭ଟାରୁ ଆରମ୍ଭ ହୋଇଛି ମତଦାନ

ଆଜି ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟ ଭୋଟ, ୭ଟାରୁ ଆରମ୍ଭ ହୋଇଛି ମତଦାନ

2024-05-13 06:57:07
15166
Share:
Facebook
Twitter
E-Mail
WhatsApp
Telegram
ଆଜି ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟ ଭୋଟ, ୭ଟାରୁ ଆରମ୍ଭ ହୋଇଛି ମତଦାନ

ଭୁବନେଶ୍ୱର:ଆଜି ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି  ଚାଲିଛି ମତଦାନ। ଓଡ଼ିଶାରେ ଆଜି ପ୍ରଥମ ପର୍ୟ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ଏହି ପର୍ୟ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି । ଏହି ପର୍ୟ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି ।

ସେହିପରି ୪ଟି ପର୍ୟ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।

ପ୍ରଥମ ପର୍ୟ୍ୟାୟ ଭୋଟ୍ ଲାଗି ୮ଟି ଜିଲ୍ଲାରେ ମୋଟ୍ ୭ ହଜାର ୨୯୮ ପୋଲିଂ ବୁଥର ବ୍ୟବସ୍ଥା ହୋଇଛି। ତା ଭିତରୁ ୫୩୭ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସୀମାନ୍ତ ଜିଲ୍ଲାଗୁଡ଼ିକରେ ଭୋଟ୍ ପଡ଼ିବାକୁ ଥିବାରୁ ଏଥିଲାଗି ଗ୍ରହଣ କଡ଼ା ସୁରୁକ୍ଷା ବ୍ୟବସ୍ଥା କରାଯାଇଛି। ୧୭ ହଜାର ପୁଲିସ ଫୋର୍ସ, ୧୦୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି ।

Powered by Froala Editor

Tags Election

Related articles Odisha News Lens 4.1

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14279
    Jun 30, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14947
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15284
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15175
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14162
    Jun 30, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13961
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14498
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14853
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15629
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15284
    Jul 01, 2026
  • ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15629
    Jul 01, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14947
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16959
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17571
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17621
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18018
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14209
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14230
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15853
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15725
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15366
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15175
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15693
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13796
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14897
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14498
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15629
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13397
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In