Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

ରାଜ୍ୟ
Home ›› ରାଜ୍ୟ ›› ଭାଗ୍ୟ ପରୀକ୍ଷା ଦେଉଛନ୍ତି ହେଭିୱେଟ ନେତା

ଭାଗ୍ୟ ପରୀକ୍ଷା ଦେଉଛନ୍ତି ହେଭିୱେଟ ନେତା

2024-05-13 07:04:28
13804
Share:
Facebook
Twitter
E-Mail
WhatsApp
Telegram
 ଭାଗ୍ୟ ପରୀକ୍ଷା ଦେଉଛନ୍ତି ହେଭିୱେଟ ନେତା

ଭୁବନେଶ୍ୱର:ନବରଙ୍ଗପୁର, କୋରାପୁଟ, କଲହାଣ୍ଡି ଓ ବ୍ରହ୍ମପୁର ଲୋକସଭା  ପାଇଁ ୩୭ ଜଣ ଓ ୨୮ ବିଧାନସଭା ପାଇଁ ୨୪୩ ଜଣ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି।
ତାଲିକାରେ ଥିବା ଅନେକ ବରିଷ୍ଠ ଓ ଚର୍ଚ୍ଚିତ ନେତାଙ୍କ ପାଇଁ ଇଏ କେବଳ ଭାଗ୍ୟ ପରୀକ୍ଷା ନୁହେଁ, ସମ୍ମାନ ଓ ରାଜନୀତିକ ଭବିଷ୍ୟତର ପ୍ରଶ୍ନ। ବିଜେଡି ଛାଡ଼ି ବିଜେପିରେ ପ୍ରାର୍ଥୀ ହୋଇଥିବା ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ ପାଣିଗ୍ରାହୀ ଓ ବିଜେପି ଛାଡ଼ି ବିଜେପି ଆସିଥିବା ଭୃଗୁ ବକ୍ସିପାତ୍ରଙ୍କ ଭାଗ୍ୟ ଆସନ୍ତାକାଲି ଇଭିଏମରେ ସିଲ ହେବାକୁ ଯାଉଛି। ସେହିପରି ତାରା ପ୍ରସାଦ ବାହିନୀ ପତି ଓ ଭକ୍ତ ଦାସ ମଧ୍ୟ ନିଜ ଭାଗ୍ୟ ପରୀକ୍ଷା କରିବେ।
 ୪ ଲୋକସଭା ଆସନ ମଧ୍ୟରୁ ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥୀ-ମହାରଥୀ ରହିଛନ୍ତି। ପ୍ରମୁଖ ସାଂସଦ ପ୍ରାର୍ଥୀ ଭାବେ ମୁହାଁମୁହିଁ ହେବେ ବିଜେପିର ପ୍ରଦୀପ ପାଣିଗ୍ରାହୀ ଓ ବିଜେପିରୁ ବିଜେଡିକୁ ଡେଇଁଥିବା ଭୃଗୁ ବକ୍ସିପାତ୍ର। ୨୦୧୯ରେ ଭୃଗୁ ବିଜେପି ଟିକେଟରେ ଲଢ଼ି ପରାଜିତ ହୋଇଥିଲେ।
ବିଧାନସଭା ଟକ୍କରକୁ ଦେଖିଲେ ବ୍ରହ୍ମପୁରର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପାଞ୍ଚ ପାଞ୍ଚ ଥରର ବିଧାୟକ ରମେଶଚନ୍ଦ୍ର ଚ୍ୟାଉ ପଟ୍ଟନାୟକ। ବ୍ରହ୍ମପୁରର ବର୍ତ୍ତମାନର ବିଧାୟକ ବିକ୍ରମ ପଣ୍ଡାଙ୍କୁ ଏଥର ଗୋପାଳପୁରରୁ ପ୍ରାର୍ଥୀ କରିଛି ବିଜେଡି। ଦିଗପହଣ୍ଡିରେ ବିଜେପିରୁ ଭାଗ୍ୟ ପରୀକ୍ଷା କରୁଛନ୍ତି ୨ ଥରର ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର। ତାଙ୍କ ବିପକ୍ଷରେ ଅଛନ୍ତି ପୂର୍ବତନ ମନ୍ତ୍ରୀ ସୂର୍ୟ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ର।ସେପଟେ ପାରଳାଖେମୁଣ୍ଡିରେ ବିଜେପିର କେ.ନାରାୟଣ ରାଓ, କଂଗ୍ରେସର ବିଜୟ ପଟ୍ଟନାୟକ ଓ ବିଜେଡିର ରୂପେଶ ପାଣିଗ୍ରାହୀଙ୍କ ଭିତରେ ଟକ୍କର ହେଉଛି।କୋରାପୁଟରେ ଗତ ନିର୍ବାଚନ ଭଳି ଏଥର ବି ସାଂସଦ ପ୍ରାର୍ଥୀ ଭାବେ ପୁଣି ମୁହାଁମୁହିଁ ହେଉଛନ୍ତି କଂଗ୍ରେସର ସପ୍ତଗିରି ଉଲ୍ଲାକା ଓ ବିଜେଡିର କୌଶଲ୍ୟା ହିକକା। ଗତଥର ଏମାନଙ୍କ ମଧ୍ୟରେ କ୍ଲୋଜ୍ ଫାଇଟ୍ ହୋଇଥିବା ବେଳେ ଏଥର କିନ୍ତୁ ଗେମ୍ ଚେଞ୍ଜର ବନିପାରନ୍ତି ବିଜେପି ପ୍ରାର୍ଥୀ କାଳୀରାମ ମାଝୀ। କୋରାପୁଟରେ ବିଜେପି ୨୦୧୯ରେ ଗୋଟିଏ ହେଲେ ବି ବିଧାନସଭା ଆସନ ଜିତି ପାରି ନଥିଲା। ଏଠାକାର ୭ ବିଧାନସଭା ଆସନ ମଧ୍ୟରୁ ସବୁଠୁ ଚର୍ଚ୍ଚିତ ଲଢ଼େଇ ଜୟପୁରରେ ହେଉଛି।ଏଠାରେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଟକ୍କର ଦେଉଛନ୍ତି ବିଜେଡିର ଇନ୍ଦିରା ନନ୍ଦ। ଯୁବ ଚେହେରା ଗୌତମ ସାମନ୍ତରାୟଙ୍କୁ ପୁଣି ଏଠି ପ୍ରାର୍ଥୀ କରିଛି ବିଜେପି। ସେହିପରି ଆଇନମନ୍ତ୍ରୀ ଜଗନ୍ନାଥ ସାରକା ବିଷମକଟକରୁ ଲଢ଼ୁଛନ୍ତି।ନୂଆପଡ଼ା ମୈଦାନରେ ପିସିସି ସଭାପତି ଶରତ ପଟ୍ଟନାୟକ ଭର୍ସେସ୍ ୩ ଥରର ବିଧାୟକ ରାଜେନ୍ଦ୍ର ଢୋଲକିଆ। ଭବାନୀପାଟଣାରେ ବିଜେପି ପ୍ରାର୍ଥୀ ହୋଇଛନ୍ତି ୪ ଥରର ବିଧାୟକ ପ୍ରଦୀପ୍ତ କୁମାର ନାୟକ। ଅନ୍ୟ ହେଭିୱେଟଙ୍କ ମଧ୍ୟରେ ଅଛନ୍ତି ନର୍ଲାରୁ ଭକ୍ତ ଚରଣ ଦାସ, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂଦେଓ, ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର ଏବଂ ଖଡ଼ିଆଳରୁ ଅଧିରାଜ ପାଣିଗ୍ରାହୀ।ନବରଙ୍ଗପୁର ଲୋକସଭା ସିଟ୍ ପାଇଁ ତିନି ମାଝୀ ଭାଗ୍ୟ ପରୀକ୍ଷା କରୁଛନ୍ତି। ବଳଭଦ୍ର-ପ୍ରଦୀପ ଓ ଭୂଜବଳଙ୍କ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି। ସେପଟେ ବିଜେଡି ସାଂସଦ ରମେଶ ମାଝୀ ଏଥର ଝରିଗାଁରୁ ଭାଗ୍ୟ ପରୀକ୍ଷା କରୁଥିବା ବେଳେ ଉମରକୋଟରୁ ଲଢୁଛନ୍ତି ନିତ୍ୟାନନ୍ଦ ଗଣ୍ଡ।

Powered by Froala Editor

Tags Election

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13495
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14957
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14076
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13579
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13890
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15624
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14017
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15479
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15185
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14076
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15624
    Oct 14, 2026
  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13890
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14583
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14688
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15692
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14366
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16102
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15563
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14910
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14957
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13890
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In