ଦିନ ୧ଟା ସୁଦ୍ଧା କେତେ ମତଦାନ ହୋଇଛି ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରିପ୍ରେକ୍ଷୀରେ ଚାଲିଛି ଭୋଟଗ୍ରହଣ । ୪ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ତେବେ ଦିନ ୧ଟା ସୁଦ୍ଧା ୩୯.୩୦% ମତଦାନ ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି ।ସକାଳ ୯ଟା ସୁଦ୍ଧା ୧୦.୩୫% ମତଦାନ ହୋଇଥିବାବେଳେ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିଲା ।
ଓଡ଼ିଶାରେ ଆଜି ପ୍ରଥମ ପର୍ୟ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।
Powered by Froala Editor