Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

ରାଜନୀତି
Home ›› ରାଜନୀତି ››୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

2024-05-13 15:32:07
14836
Share:
Facebook
Twitter
E-Mail
WhatsApp
Telegram
୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

ଭୁବନେଶ୍ୱର, ୧୩/୦୫/୨୦୨୪ : ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ୪ରୁ ୪ ଲୋକସଭା ଆସନ ଏବଂ ୨୮ଟି ବିଧାନସଭା ଆସନରୁ ୯୦ ପ୍ରତିଶତ ଆସନରେ ବାଜିମାତ୍ କରିବାକୁ ଯାଉଛି। ଏକଥା ଜାଣିଲା ପରେ ଓଡିଶା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ପଡିଛନ୍ତି । ବ୍ୟତିବ୍ୟସ୍ତ ହୋଇ, ହତୋତ୍ସାହିତ କର୍ମୀଙ୍କ ମନୋବଳ ବଢାଇବାକୁ ୫ ନେତା ଏକାଠି ହୋଇ ସାମ୍ବାଦିକ ସମ୍ମିଳନୀ କରିଥିଲେ। ହେଲେ ସେମାନଙ୍କର ମୁହଁ ଶୁଖିଯାଇଥିଲା, ଏଥିରୁ ଜଣାପଡ଼ୁଥିଲା, ତାଙ୍କର ମନୋବଳ କେତେ ତଳେ ରହିଛି ବୋଲି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ଡକ୍ଟର ଅମର ପଟ୍ଟନାୟକ, ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ମୁଖପାତ୍ର ସ୍ଵୟଂପ୍ରକାଶ ମହାପାତ୍ର ।


ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ପଟ୍ଟନାୟକ କହିଥିଲେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବା ପାଇଁ ସାଢେ ୪ କୋଟି ଓଡିଶାବାସୀଙ୍କ ସାମ୍ନାରେ ଯେଉଁ ଡ୍ରାମା ଉଭୟ ଅପରାଜିତା ଷଡଙ୍ଗୀ ଏବଂ ଧର୍ମେନ୍ଦ୍ର ପ୍ରଧାନ କରିଥିଲେ, ସେକଥା କେହି ଭୁଲିନାହାନ୍ତି । ଉଭୟେ ପ୍ରକଳ୍ପକୁ ସବୁ ସ୍ତରରେ ବିରୋଧ କରିଥିଲେ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେକ୍ଷଣ ସଂସ୍ଥା ବା ଏଏସଆଇ, ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ ବା ଏନଏମଏ ପାଖରେ କାମକୁ ଅଟକାଇବା ପାଇଁ ସମସ୍ତ ପ୍ରକାରର ଚକ୍ରାନ୍ତ ଓ ଷଡଯନ୍ତ୍ର କରିଥିଲେ। ପରବର୍ତ୍ତୀ ସମୟରେ ନିଜର କିଛି ଅନୁଗତଙ୍କ ଜରିଆରେ ମାମଲାକୁ ସୁପ୍ରିମକୋର୍ଟ ନେଇଥିଲେ । ନାମୀଦାମୀ ଓକିଲ ଲଗାଇଥିଲେ । ହେଲେ ସବୁ ବାଧାବିଘ୍ନ ପରେ ବି ପ୍ରକଳ୍ପ କାର୍ଯ୍ୟ ଆଗ ଆଗକୁ ବଢିଥିଲା। ସେ ଆହୁରି ମଧ୍ୟ କହିଥିଲେ, ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏକ ସାମ୍ବାଦିକ କ ସମ୍ମିଳନୀରେ କହିଥିଲେ, ସେ ଏହି ପ୍ରକଳ୍ପକୁ ବିରୋଧ କରୁଥିଲେ। ପ୍ରକଳ୍ପ କାର୍ଯ୍ୟ କରିବାର ନଥିଲା ବୋଲି ସେ ସ୍ପଷ୍ଟ ସେ ସ୍ପଷ୍ଟ ମତ ରଖିଥିଲେ। ବିଜେଡି ଯେତେବେଳେ ଆହ୍ୱାନ ଦେଲା, ନିର୍ବାଚନ ଇସ୍ତାହାରରେ ରଖନ୍ତୁ ଯେ ସେମାନେ ନେ ପରିକ୍ରମା ପ୍ରକଳ୍ପ ବନ୍ଦ କରିଦେବେ, ତାପରେ ଓଡିଶା ବିଜେପିର ନେତା କଥା ବଦଳାଇବା ଆରମ୍ଭ କରିଛନ୍ତି । ଆଉ ସେକଥା ଉଠାଉନା ଉଠାଉନାହାନ୍ତି । ଏବେ ସାମ୍ବାଦିକ ସମ୍ମିଳନୀ କରି କହୁଛନ୍ତି, ସେମାନେ ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରୁଥିଲେ । ଏଭଳି ଦୋମୁହାଁ ଚରିତ୍ର ଦେଖି ଓଡିଶାବାସୀ ହସିବା ଆରମ୍ଭ କଲେଣି। ପ୍ରତି ୧୫ ଦିନରେ ମତ ବଦଳାଇ ସେମାନେ ନିଜର ସୁବିଧା ଅନୁସାରେ ବୟାନ ଗଣମାଧ୍ୟମ ମରେ ପ୍ରଦର୍ଶିତ ହୋଇଛି। ଦୟାକରି ମିଛ କହି କଥା କହୁଛନ୍ତି। ଭୁଲି ଯାଉଛନ୍ତି, ତାଙ୍କର ପ୍ରତିଟି ବୟ ଲୋକଙ୍କୁ ବିଭ୍ରାନ୍ତି କରିବାରୁ ଦୂରେଇ ରୁହନ୍ତୁ ।


ପରିକ୍ରମା ପ୍ରକଳ୍ପ ପାଇଁ ଯେଉଁଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରି ଫେରୁଥିଲେ, ସେଦିନ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଉପରେ ଅଣ୍ଡାମାଡ କରାଇଥିଲେ। ଲେ । ଯାହା ସାଢେ ୪ କୋଟି ଓଡିଆଙ୍କୁ ଉତକ୍ଷୀପ୍ତ କରିଥିଲା । ଏହାର ଜବାବ ଓଡିଶାବାସୀ ଭୋଟରେ ଦେଇଥିଲେ। ୩୦୧ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେଡିକୁ ଜଡିକୁ ଜିତାଇଥିଲେ । ସେହିଭଳି ୨୦୧୮ରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ମାଡ ଡ କରାଇଥିଲେ ଧର୍ମେନ୍ଦ୍ର ପ୍ରଧାନ। ଜନତା ମଧ୍ୟ ଏହାର ଉଚିତ ଜବାବ ନିର୍ବାଚନରେ ଦେଇଥିଲେ । ଚଳିତ ନିର୍ବାଚନରେ ମଧ୍ୟ ଅନେକ ଅଶାଳୀନ ଟିପ୍ପଣୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଓଡିଶା ବିଜେପି ନେତ ନେତାଏଁ ଖାସ କରି ଧମେନ୍ଦ୍ର ପ୍ରଧାନ କରୁଛନ୍ତି । ଯାହାକୁ ନେଇ ଓଡିଶାବାସୀ ପ୍ରତିକ୍ରିୟାଶୀଳ ହେଲେଣି। ଚଳିତ ନିର୍ବାଚନରେ ପୁଣି ବୁଦ୍ଧି ଶିଖାଇବାକୁ ନିଷ୍ପତ୍ତି ନେଇସାରିଲେଣି। ଯାହାର ଅୟମାରମ୍ଭ ଆଜିଠାରୁ ହୋଇସାରିଲାଣି ବୋଲି ଡକ୍ଟର ପଟ୍ଟନାୟକ କହିଥିଲେ।


ଡକ୍ଟର ପଟ୍ଟନାୟକ ଆହୁରି ମଧ୍ୟ କହିଥିଲେ, କେବଳ ଗୋଟିଏ ରାଜ୍ୟସଭା ସିଟ୍ ପାଇଁ ମହାନଦୀକୁ ମାରିବା ପାଇଁ ଛତିଶଗଡ ସହ ସହ ହାତ ମିଳାଇ ଷଡଯନ୍ତ୍ର କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏକଥା କାହାକୁ ଅଛପା ନାହିଁ । ଏବେ ଛତିଶଗଡର ୪୦ରୁ ୫୦ ନେତାଙ୍କୁ ଆଣି ପ୍ରଚାର କାର୍ଯ୍ୟରେ ଲଗାଉଛନ୍ତି ଶ୍ରୀଯୁକ୍ତ ପ୍ରଧାନ । ଏହା କ'ଣ ମିଛ କି ? ଛତିଶଗଡ ପାଇଁ  ଓକିଲାତି କରିଥିବେ ଶ୍ରୀଯୁକ୍ତ ପ୍ରଧାନ, ଏବେ କେବଳ ନିଜର ରାଜନୈତିକ ସ୍ୱାର୍ଥ ପାଇଁ ଓଡିଶା ପ୍ରୀତି ଦେଖାଉଛନ୍ତି ।


ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ସୁଲତା ଦେଓ କହିଥିଲେ, ଆମେ ଶୁଣିବାକୁ ପାଉଥିଲୁ, ଓଡିଶା ବିଜେପି ତାଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବେ, ହେଲେ ଏହାପରେ ସେମାନଙ୍କର ଆଶାୟୀଙ୍କ ମଧ୍ୟରେ ଏତେ ଯୁକ୍ତିତର୍କ ଏବଂ ଗଣ୍ଡଗୋଳ ଘଟିଲା ଯେ, ସେମାନେ ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିପାରିଲେ ନାହିଁ । ସେମାନେ ଭଲ ଭାବେ ଜାଣିଛନ୍ତି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ଦଳ ଚାରି ଭାଗ ହୋଇଯିବ। ମନମୋହନ ସାମଲଙ୍କ ଲଙ୍କ ଅବସ୍ଥା ଦେଖିଲେ ଆମକୁ ଦୟା ଲାଗୁଛି, ତାଙ୍କ କଥାକୁ କେହି ଗୁରୁତ୍ଵ ଦେଉନାହାନ୍ତି । ଓଡିଶା ନିବାସ ଘଟଣା ପରେ ସେ ନିଜର ଗୁରୁତ୍ବ ହରାଇ ବସିଛନ୍ତି ଛନ୍ତି । ଓଡିଶା ବିଜେପିର ସଭାପତି ଭାବେ ସେ ଦଳର ମହିଳା ଭୋଟ୍‌କୁ ପ୍ରଭାବିତ କରୁଛନ୍ତି ।


ଓଡିଶା ବିଜେପି ଏଭଳି ଏକ ଦୟନୀୟ ସ୍ଥିତି ଦେଇ ଯାଉଛି, ଏଠି କାହା କଥା କେହି ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି, ଯାହା ଫଳରେ ସେମାନେ


ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାଁ ଘୋଷଣା କରିପାରୁନାହାନ୍ତି ।


ସାମ୍ବାଦିକ ଦିକ ସମ୍ମିଳନୀରେ ଶ୍ରୀ ସ୍ଵୟଂପ୍ରକାଶ ମହାପାତ୍ର କହିଥିଲେ, ଓଡିଶା ବିଜେପିର ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବୈଜୟନ୍ତ ପଣ୍ଡାଙ୍କ ବକ୍ତବ୍ୟ ଶୁଣି । ଲାଗୁଥିଲା, ସେ ସଂପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି । ତାଙ୍କର ଆଖି ସିନା ଅପରେସନ୍ ହୋଇଛି, ହେଲେ ଲାଗୁଛି ତାଙ୍କର ମୁଣ୍ଡରେ କିଛି ଗୋଳମାଳ ହୋଇଯାଇଛି। ସେଥିପାଇଁ ଅବାସ୍ତବ ଏବଂ ଅବାନ୍ତର କଥା ଗପି ଚାଲୁଥିଲେ । ଆମେ ତାଙ୍କର ଉତ୍ତମ ସ୍ଵାସ୍ଥ୍ୟ କାମନା କରୁଛୁ।

Powered by Froala Editor

Tags BJD

Related articles Odisha News Lens 4.1

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14049
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13485
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13855
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14658
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14834
    Jun 24, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13791
    Jun 24, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15259
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13853
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14834
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13853
    Jun 24, 2025
  • ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14658
    Jun 23, 2025
  • ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13791
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14834
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13855
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15758
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15084
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15955
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13855
    Jun 24, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15259
    Jun 23, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14049
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In