Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ...

  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ...

  • ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ...

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ...

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ...

  • ନୋରାଙ୍କୁ ପୁଣି ସମନ ଜାରି

  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ...

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ...

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ...

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

ରାଜନୀତି
Home ›› ରାଜନୀତି ››୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

2024-05-13 15:32:07
14992
Share:
Facebook
Twitter
E-Mail
WhatsApp
Telegram
୪ ବର୍ଷ ବିରୋଧ କଲା ପରେ ଶେଷରେ କଥା ବଦଳାଇ ଓଡିଶା ବିଜେପି ପରିକ୍ରମା ପ୍ରକଳ୍ପକୁ କଲା ସମର୍ଥନ, ଦୋମୁହାଁ ଚରିତ୍ର ଦେଖି ହସୁଛନ୍ତି ଓଡିଶାବାସୀ : ବିଜେଡି

ଭୁବନେଶ୍ୱର, ୧୩/୦୫/୨୦୨୪ : ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ୪ରୁ ୪ ଲୋକସଭା ଆସନ ଏବଂ ୨୮ଟି ବିଧାନସଭା ଆସନରୁ ୯୦ ପ୍ରତିଶତ ଆସନରେ ବାଜିମାତ୍ କରିବାକୁ ଯାଉଛି। ଏକଥା ଜାଣିଲା ପରେ ଓଡିଶା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ପଡିଛନ୍ତି । ବ୍ୟତିବ୍ୟସ୍ତ ହୋଇ, ହତୋତ୍ସାହିତ କର୍ମୀଙ୍କ ମନୋବଳ ବଢାଇବାକୁ ୫ ନେତା ଏକାଠି ହୋଇ ସାମ୍ବାଦିକ ସମ୍ମିଳନୀ କରିଥିଲେ। ହେଲେ ସେମାନଙ୍କର ମୁହଁ ଶୁଖିଯାଇଥିଲା, ଏଥିରୁ ଜଣାପଡ଼ୁଥିଲା, ତାଙ୍କର ମନୋବଳ କେତେ ତଳେ ରହିଛି ବୋଲି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ଡକ୍ଟର ଅମର ପଟ୍ଟନାୟକ, ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ମୁଖପାତ୍ର ସ୍ଵୟଂପ୍ରକାଶ ମହାପାତ୍ର ।


ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ପଟ୍ଟନାୟକ କହିଥିଲେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବା ପାଇଁ ସାଢେ ୪ କୋଟି ଓଡିଶାବାସୀଙ୍କ ସାମ୍ନାରେ ଯେଉଁ ଡ୍ରାମା ଉଭୟ ଅପରାଜିତା ଷଡଙ୍ଗୀ ଏବଂ ଧର୍ମେନ୍ଦ୍ର ପ୍ରଧାନ କରିଥିଲେ, ସେକଥା କେହି ଭୁଲିନାହାନ୍ତି । ଉଭୟେ ପ୍ରକଳ୍ପକୁ ସବୁ ସ୍ତରରେ ବିରୋଧ କରିଥିଲେ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେକ୍ଷଣ ସଂସ୍ଥା ବା ଏଏସଆଇ, ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ ବା ଏନଏମଏ ପାଖରେ କାମକୁ ଅଟକାଇବା ପାଇଁ ସମସ୍ତ ପ୍ରକାରର ଚକ୍ରାନ୍ତ ଓ ଷଡଯନ୍ତ୍ର କରିଥିଲେ। ପରବର୍ତ୍ତୀ ସମୟରେ ନିଜର କିଛି ଅନୁଗତଙ୍କ ଜରିଆରେ ମାମଲାକୁ ସୁପ୍ରିମକୋର୍ଟ ନେଇଥିଲେ । ନାମୀଦାମୀ ଓକିଲ ଲଗାଇଥିଲେ । ହେଲେ ସବୁ ବାଧାବିଘ୍ନ ପରେ ବି ପ୍ରକଳ୍ପ କାର୍ଯ୍ୟ ଆଗ ଆଗକୁ ବଢିଥିଲା। ସେ ଆହୁରି ମଧ୍ୟ କହିଥିଲେ, ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏକ ସାମ୍ବାଦିକ କ ସମ୍ମିଳନୀରେ କହିଥିଲେ, ସେ ଏହି ପ୍ରକଳ୍ପକୁ ବିରୋଧ କରୁଥିଲେ। ପ୍ରକଳ୍ପ କାର୍ଯ୍ୟ କରିବାର ନଥିଲା ବୋଲି ସେ ସ୍ପଷ୍ଟ ସେ ସ୍ପଷ୍ଟ ମତ ରଖିଥିଲେ। ବିଜେଡି ଯେତେବେଳେ ଆହ୍ୱାନ ଦେଲା, ନିର୍ବାଚନ ଇସ୍ତାହାରରେ ରଖନ୍ତୁ ଯେ ସେମାନେ ନେ ପରିକ୍ରମା ପ୍ରକଳ୍ପ ବନ୍ଦ କରିଦେବେ, ତାପରେ ଓଡିଶା ବିଜେପିର ନେତା କଥା ବଦଳାଇବା ଆରମ୍ଭ କରିଛନ୍ତି । ଆଉ ସେକଥା ଉଠାଉନା ଉଠାଉନାହାନ୍ତି । ଏବେ ସାମ୍ବାଦିକ ସମ୍ମିଳନୀ କରି କହୁଛନ୍ତି, ସେମାନେ ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରୁଥିଲେ । ଏଭଳି ଦୋମୁହାଁ ଚରିତ୍ର ଦେଖି ଓଡିଶାବାସୀ ହସିବା ଆରମ୍ଭ କଲେଣି। ପ୍ରତି ୧୫ ଦିନରେ ମତ ବଦଳାଇ ସେମାନେ ନିଜର ସୁବିଧା ଅନୁସାରେ ବୟାନ ଗଣମାଧ୍ୟମ ମରେ ପ୍ରଦର୍ଶିତ ହୋଇଛି। ଦୟାକରି ମିଛ କହି କଥା କହୁଛନ୍ତି। ଭୁଲି ଯାଉଛନ୍ତି, ତାଙ୍କର ପ୍ରତିଟି ବୟ ଲୋକଙ୍କୁ ବିଭ୍ରାନ୍ତି କରିବାରୁ ଦୂରେଇ ରୁହନ୍ତୁ ।


ପରିକ୍ରମା ପ୍ରକଳ୍ପ ପାଇଁ ଯେଉଁଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରି ଫେରୁଥିଲେ, ସେଦିନ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଉପରେ ଅଣ୍ଡାମାଡ କରାଇଥିଲେ। ଲେ । ଯାହା ସାଢେ ୪ କୋଟି ଓଡିଆଙ୍କୁ ଉତକ୍ଷୀପ୍ତ କରିଥିଲା । ଏହାର ଜବାବ ଓଡିଶାବାସୀ ଭୋଟରେ ଦେଇଥିଲେ। ୩୦୧ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେଡିକୁ ଜଡିକୁ ଜିତାଇଥିଲେ । ସେହିଭଳି ୨୦୧୮ରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ମାଡ ଡ କରାଇଥିଲେ ଧର୍ମେନ୍ଦ୍ର ପ୍ରଧାନ। ଜନତା ମଧ୍ୟ ଏହାର ଉଚିତ ଜବାବ ନିର୍ବାଚନରେ ଦେଇଥିଲେ । ଚଳିତ ନିର୍ବାଚନରେ ମଧ୍ୟ ଅନେକ ଅଶାଳୀନ ଟିପ୍ପଣୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଓଡିଶା ବିଜେପି ନେତ ନେତାଏଁ ଖାସ କରି ଧମେନ୍ଦ୍ର ପ୍ରଧାନ କରୁଛନ୍ତି । ଯାହାକୁ ନେଇ ଓଡିଶାବାସୀ ପ୍ରତିକ୍ରିୟାଶୀଳ ହେଲେଣି। ଚଳିତ ନିର୍ବାଚନରେ ପୁଣି ବୁଦ୍ଧି ଶିଖାଇବାକୁ ନିଷ୍ପତ୍ତି ନେଇସାରିଲେଣି। ଯାହାର ଅୟମାରମ୍ଭ ଆଜିଠାରୁ ହୋଇସାରିଲାଣି ବୋଲି ଡକ୍ଟର ପଟ୍ଟନାୟକ କହିଥିଲେ।


ଡକ୍ଟର ପଟ୍ଟନାୟକ ଆହୁରି ମଧ୍ୟ କହିଥିଲେ, କେବଳ ଗୋଟିଏ ରାଜ୍ୟସଭା ସିଟ୍ ପାଇଁ ମହାନଦୀକୁ ମାରିବା ପାଇଁ ଛତିଶଗଡ ସହ ସହ ହାତ ମିଳାଇ ଷଡଯନ୍ତ୍ର କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏକଥା କାହାକୁ ଅଛପା ନାହିଁ । ଏବେ ଛତିଶଗଡର ୪୦ରୁ ୫୦ ନେତାଙ୍କୁ ଆଣି ପ୍ରଚାର କାର୍ଯ୍ୟରେ ଲଗାଉଛନ୍ତି ଶ୍ରୀଯୁକ୍ତ ପ୍ରଧାନ । ଏହା କ'ଣ ମିଛ କି ? ଛତିଶଗଡ ପାଇଁ  ଓକିଲାତି କରିଥିବେ ଶ୍ରୀଯୁକ୍ତ ପ୍ରଧାନ, ଏବେ କେବଳ ନିଜର ରାଜନୈତିକ ସ୍ୱାର୍ଥ ପାଇଁ ଓଡିଶା ପ୍ରୀତି ଦେଖାଉଛନ୍ତି ।


ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ସୁଲତା ଦେଓ କହିଥିଲେ, ଆମେ ଶୁଣିବାକୁ ପାଉଥିଲୁ, ଓଡିଶା ବିଜେପି ତାଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବେ, ହେଲେ ଏହାପରେ ସେମାନଙ୍କର ଆଶାୟୀଙ୍କ ମଧ୍ୟରେ ଏତେ ଯୁକ୍ତିତର୍କ ଏବଂ ଗଣ୍ଡଗୋଳ ଘଟିଲା ଯେ, ସେମାନେ ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିପାରିଲେ ନାହିଁ । ସେମାନେ ଭଲ ଭାବେ ଜାଣିଛନ୍ତି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ଦଳ ଚାରି ଭାଗ ହୋଇଯିବ। ମନମୋହନ ସାମଲଙ୍କ ଲଙ୍କ ଅବସ୍ଥା ଦେଖିଲେ ଆମକୁ ଦୟା ଲାଗୁଛି, ତାଙ୍କ କଥାକୁ କେହି ଗୁରୁତ୍ଵ ଦେଉନାହାନ୍ତି । ଓଡିଶା ନିବାସ ଘଟଣା ପରେ ସେ ନିଜର ଗୁରୁତ୍ବ ହରାଇ ବସିଛନ୍ତି ଛନ୍ତି । ଓଡିଶା ବିଜେପିର ସଭାପତି ଭାବେ ସେ ଦଳର ମହିଳା ଭୋଟ୍‌କୁ ପ୍ରଭାବିତ କରୁଛନ୍ତି ।


ଓଡିଶା ବିଜେପି ଏଭଳି ଏକ ଦୟନୀୟ ସ୍ଥିତି ଦେଇ ଯାଉଛି, ଏଠି କାହା କଥା କେହି ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି, ଯାହା ଫଳରେ ସେମାନେ


ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାଁ ଘୋଷଣା କରିପାରୁନାହାନ୍ତି ।


ସାମ୍ବାଦିକ ଦିକ ସମ୍ମିଳନୀରେ ଶ୍ରୀ ସ୍ଵୟଂପ୍ରକାଶ ମହାପାତ୍ର କହିଥିଲେ, ଓଡିଶା ବିଜେପିର ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବୈଜୟନ୍ତ ପଣ୍ଡାଙ୍କ ବକ୍ତବ୍ୟ ଶୁଣି । ଲାଗୁଥିଲା, ସେ ସଂପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି । ତାଙ୍କର ଆଖି ସିନା ଅପରେସନ୍ ହୋଇଛି, ହେଲେ ଲାଗୁଛି ତାଙ୍କର ମୁଣ୍ଡରେ କିଛି ଗୋଳମାଳ ହୋଇଯାଇଛି। ସେଥିପାଇଁ ଅବାସ୍ତବ ଏବଂ ଅବାନ୍ତର କଥା ଗପି ଚାଲୁଥିଲେ । ଆମେ ତାଙ୍କର ଉତ୍ତମ ସ୍ଵାସ୍ଥ୍ୟ କାମନା କରୁଛୁ।

Powered by Froala Editor

Tags BJD

Related articles Odisha News Lens 4.1

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌
    ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15375
    Nov 03, 2026
  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13591
    Nov 03, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ...
    ବାଣିଜ୍ୟ

    ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ...

    13697
    Nov 03, 2026
  • ନୋରାଙ୍କୁ ପୁଣି ସମନ ଜାରି
    ମନୋରଞ୍ଜନ

    ନୋରାଙ୍କୁ ପୁଣି ସମନ ଜାରି

    14244
    Nov 03, 2026
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍
    ଦେଶ-ଦେଶାନ୍ତର

    ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15196
    Nov 03, 2026
  •  ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...
    ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...

    13698
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର
    ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14949
    Nov 03, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ
    ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15331
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13733
    Nov 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14949
    Nov 03, 2026
  • ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ କରାଯାଇପାରିବ ନାହିଁ

    15448
    Nov 03, 2026
  • ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15331
    Nov 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17246
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17945
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17888
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18310
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14795
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15778
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14949
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16149
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15074
    Oct 25, 2026

ବାଣିଜ୍ୟ

ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ଭି.ଏ.ଏମ୍.ଏଲ୍ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ କାର୍ଯ୍ୟକ୍ରମ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ଶିକ୍ଷା ଏବଂ ସାଂସ୍କୃତିକ ପ୍ରତିଭା ମହୋତ୍ସବ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14368
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15850
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14103
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13853
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13591
    Nov 03, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15331
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14949
    Nov 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In