Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ...

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ...

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ ...

  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ...

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଦୁହେଁ ଦୁହିଁଙ୍କୁ ଧୋକ୍କା ଦେଉଥଲେ ଧନୁଷ-ଐଶ୍ଵର୍ଯ୍ୟା

ଦୁହେଁ ଦୁହିଁଙ୍କୁ ଧୋକ୍କା ଦେଉଥଲେ ଧନୁଷ-ଐଶ୍ଵର୍ଯ୍ୟା

2024-05-14 11:03:37
14773
Share:
Facebook
Twitter
E-Mail
WhatsApp
Telegram
ଦୁହେଁ ଦୁହିଁଙ୍କୁ ଧୋକ୍କା ଦେଉଥଲେ ଧନୁଷ-ଐଶ୍ଵର୍ଯ୍ୟା

ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ଝିଅ ଐଶ୍ଵର୍ଯ୍ୟା ଏବଂ ଜ୍ୱାଇଁ ଧନୁଷ ଦୁଇ ବର୍ଷ ପୂର୍ବେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ଐଶ୍ବର୍ଯ୍ୟା ଏବଂ ଧନୁଷ ଚେନ୍ନାଇ ପରିବାର କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଥିଲେ। ୨୦୨୨ରେ ଦୁହେଁ ପରସ୍ପରଠାରୁ ଅଲଗା ହେଉଥିବା ନେଇ ଘୋଷଣା କରିବା ପରେ ୨୦୨୪ରେ ‌ଦୁହେଁ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। ପରସ୍ପରଠାରୁ ଅଲଗା ହେଉଥିବା ନେଇ ଘୋଷଣା କରିଥିଲେ ବି ଏହା ପଛର କାରଣ କ’ଣ ତାହା ଜଣାଇ ନଥିଲେ। ଏବେ ଲୋକପ୍ରିୟ କଣ୍ଠଶିଳ୍ପୀ ସୁଚିତ୍ରା ଦୁହିଁଙ୍କ ଛାଡ଼ପତ୍ରକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। 

ଛାଡ଼ପତ୍ର ପୂର୍ବରୁ ଧନୁଷ-ଐଶ୍ବର୍ଯ୍ୟ ଅନ୍ୟ ପୁରୁଷ-ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖୁଥିଲେ ବୋଲି ଦାବି କରିଛନ୍ତି ସୁଚିତ୍ରା। ୟୁଟ୍ୟୁବ ଚ୍ୟାନେଲକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ସୁଚିତ୍ରା ଏହି ସୂଚନା ଦେଇଛନ୍ତି। ଯାହାକୁ ଶୁଣିବା ପରେ ସଭିଏଁ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସୁଚିତ୍ରା କହିଛନ୍ତି, ଉଭୟ ପରସ୍ପରକୁ ଧୋକ୍କା ଦେଇଛନ୍ତି। କାରଣ ଯେତେବେଳେ ଦୁହେଁ ଏକାଠି ଥିଲେ। ସେମାନେ କାହା ସହିତ ଡେଟ କରୁଥିଲେ। ସାକ୍ଷାତକାରରେ ଯେତେବେଳେ ସୁଚିତ୍ରାଙ୍କୁ ଏହି ଅଭିଯୋଗର ଆଧାର ପଚରାଯାଇଥିଲା, ସେତେବେଳେ ଗାୟିକା କହିଥିଲେ ଯେ ଦୁହେଁ ବାରରେ ବସିଥିଲେ ଏବଂ ପରସ୍ପର ସହ ଉପଭୋଗ କରିବା ପରିବର୍ତ୍ତେ ସେମାନେ ଡେଟିଂ କରୁଥିବା ବ୍ୟକ୍ତିଙ୍କ ସହ ମଦ୍ୟପାନ କରୁଥିଲେ।

କହିବାକୁ ଗଲେ ଐଶ୍ୱର୍ଯ୍ୟାଙ୍କ ଅପେକ୍ଷା ଧନୁଷ ଭଲ ଭାବେ ପିଲାଙ୍କର ଲାଲନପାଳନ କରନ୍ତି । କାହିଁକି ନା ଐଶ୍ୱର୍ଯ୍ୟା ଜଣେ ଖରାପ ମାଆ, କିନ୍ତୁ ଧନୁଷ ପିତା ହେବାର ସମସ୍ତ ଦାୟିତ୍ଵ ଗ୍ରହଣ କରିଛନ୍ତି ଏବଂ ବର୍ତ୍ତମାନ ମଧ୍ୟ କରୁଛନ୍ତି। ସୂଚନାଯୋଗ୍ୟ ଯେ ଧନୁଷ ଏବଂ ଐଶ୍ୱର୍ଯ୍ୟା ସାଧାରଣ ସହମତିରେ ଛାଡପତ୍ର ନେଇଛନ୍ତି।


Powered by Froala Editor

Tags suchitra

Related articles Odisha News Lens 4.1

  • ମୋଦୀଙ୍କ ୟୁରୋପ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15156
    Jun 14, 2026
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ
    ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14868
    Jun 14, 2026
  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13871
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼
    ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14441
    Jun 14, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14017
    Jun 13, 2026
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13404
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13895
    Jun 14, 2026
  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...
    ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...

    13852
    Jun 14, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15450
    Jun 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13871
    Jun 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15156
    Jun 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13895
    Jun 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16926
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17544
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17592
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17984
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14982
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13588
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15462
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14255
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14146
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15467
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15214
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15697
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14040
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14256
    Jun 13, 2026
  • ମୋଦୀଙ୍କ ୟୁରୋପ ଗସ୍ତ

    15156
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13895
    Jun 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In