Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ରାଜନୀତି
Home ›› ରାଜନୀତି ››୪୦୦ଆସନ ଜିତି ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱଗୁରୁ ହେବ : ଡଃ. ହେମନ୍ତ ବିଶ୍ୱଶର୍ମା

୪୦୦ଆସନ ଜିତି ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱଗୁରୁ ହେବ : ଡଃ. ହେମନ୍ତ ବିଶ୍ୱଶର୍ମା

2024-05-14 16:40:40
14652
Share:
Facebook
Twitter
E-Mail
WhatsApp
Telegram
୪୦୦ଆସନ ଜିତି ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱଗୁରୁ ହେବ : ଡଃ. ହେମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର, ତା.୧୪/୦୫: ପ୍ରଧାନମନ୍ତ୍ରୀ କାହିଁକି ୪୦୦ ସିଟ୍ ଚାହୁଁଛନ୍ତି, ଏହାକୁ ନେଇ ବିରୋଧୀ ମାନେ ଗୋଟିଏ ମିଛ ନ୍ୟାରେଟିଭ ତିଆରି କରିଛନ୍ତି । ମୋଦି ସମ୍ବିଧାନ ବଦଳାଇବା ଚାହୁଁଛନ୍ତି, ତେଣୁ ୪୦୦ ସିଟ୍ ଦରକାର କରୁଛନ୍ତି ବୋଲି ବିରୋଧୀମାନେ ନ୍ୟାରେଟିଭ୍ କରିଛନ୍ତି । ବିଜେପି ପାଖରେ ପୂର୍ବରୁ ୪୦୦ ସିଟ୍ ଥିଲା । ୩୭୦ ଧାରା ଉଚ୍ଛେଦ, ନାରୀ ଶକ୍ତି ବନ୍ଦନ ଅଧିନିୟମ ଭଳି ବିଲ୍ ପାସ୍ ବେଳେ ସଂସଦରେ ଆମ ସରକାରକୁ ୪୦୦ ରୁ ଅଧିକ ବହୁମତ ମିଳିଆସିଛି । ଆମ ସହ ଯେତେବେଳେ ୪୦୦ ବହୁମତ ଥିଲା, ସେତେବେଳେ ଆମେ ମହିଳାମାନଙ୍କୁ ସଂସଦରେ ସଂରକ୍ଷଣ ଦେଲୁ । ଆମ ସହ ଯେତେବେଳେ ୪୦୦ ବହୁମତ ଥିଲା, ସେତେବେଳେ ଆମେ ସିଏଏ ଲାଗୁ କରି ପଡୋଶୀ ଦେଶରୁ ଆସିଥିବା ସଂଖ୍ୟାଲଘୁ ମାନଙ୍କୁ ନାଗରିକତା ଦେଲୁ । ଆମ ଦେଶର ସଭ୍ୟତା ୫ ହଜାର ବର୍ଷରୁ ବି ଅଧିକ ପୁରୁଣା । ଆମ ଦେଶ ୧୯୪୭ ପରେ ତିଆରି ହୋଇନାହିଁ । ଯେଉଁମାନେ ଭାବୁଛନ୍ତି ଯେ, ଦେଶରେ ସିକ୍ୟୁଲାରିଜିମ୍ ସରିଯିବ ବୋଲି ସେମାନେ ଜାଣିବା ଦରକାର ଆମ ସଭ୍ୟତା ଆରମ୍ଭରୁ ହିଁ ଦେଶ ସିକ୍ୟୁଲାର ଥିଲା । ଭାରତ ସବୁବେଳେ ପୁରା ବିଶ୍ୱର କଲ୍ୟାଣ ଚାହେଁ । ଭାରତର ଲୋକ ମାନେ ହିଁ ୫ହଜାର ବର୍ଷ ହେଲା ସିକ୍ୟୁଲାରିଜିମ୍‌କୁ ସୁରକ୍ଷା ଦେଇ ଆସୁଛନ୍ତି । ଦେଶ ବିଭକ୍ତ ହେଲା ପରେ ଯଦି ପାକିସ୍ତାନ ମୁସଲିମ୍ ରାଷ୍ଟ୍ର ହୋଇପାରିଲା, ତେବେ ଭାରତକୁ ହିନ୍ଦୁରାଷ୍ଟ୍ର କହିଲେ କାହିଁକି କିଛି ଲୋକଙ୍କୁ ଏହା ବାଧୁଛି ବୋଲି ଆସାମ ମୁଖ୍ୟମନ୍ତ୍ରୀ ଡଃ. ହେମନ୍ତ ବିଶ୍ୱଶର୍ମା କହିଛନ୍ତି ।

ଭୁବନେଶ୍ୱରରେ ଆୟୋଜିତ ଏକ ପ୍ରବୁଦ୍ଧ ନାଗରିକ ସମ୍ମିଳନୀରେ ଶ୍ରୀ ବିଶ୍ୱଶର୍ମା କହିଛନ୍ତି ଯେ, କଂଗ୍ରେସ ସମୟରେ ହିଁ ସମ୍ବିଧାନ ସହ ଖେଳ ହୋଇଛି । ବିଜେପି ସରକାର ସେ ସମୟରେ ଥିଲେ ଜରୁରୀ କାଳୀନ ସ୍ଥିତି କେବେ ହୋଇନଥାନ୍ତା । ବିଜେପି ୟୁନିଫର୍ମ ସିଭିଲ କୋର୍ଡକୁ ସମର୍ଥନ କରୁଛି । ରାହୁଲ ଗାନ୍ଧୀ ଧରି ବୁଲୁଥିବା ସମ୍ବିଧାନରେ ଏହି ଧାରା ଅଛି କି ନାହିଁ? ହିନ୍ଦୁ ଧର୍ମରେ ଯଦି ଜଣେ ସ୍ୱାମୀର ଗୋଟିଏ ସ୍ତ୍ରୀ ହେବ, ତେବେ ଅନ୍ୟ ଧର୍ମରେ ମଧ୍ୟ ଗୋଟିଏ ସ୍ୱାମୀର ଜଣେ ସ୍ତ୍ରୀ ରହିବା କଥା । ଏହାକୁ ନେଇ ୟୁନିଫର୍ମ ସିଭିଲ କୋର୍ଡ ତିଆରି ହୋଇଛି । ଆମେ ସମ୍ବିଧାନ ବଦଳାଇବାକୁ ଚାହୁଁ ନାହୁଁ । ସମ୍ବିଧାନକୁ ଆହୁରି ମଜବୁତ କରିବା ବିଜେପିର ଲକ୍ଷ୍ୟ । କଂଗ୍ରେସ ସମ୍ବିଧାନକୁ ଅପଭ୍ରଂଶ କରି ଯାଇଛି । କଂଗ୍ରେସ ସରକାର ସମୟରେ ପିଓକେକୁ ନେଇ ଆଲୋଚନା ହେଉନଥିଲା । ବିଜେପି ସରକାର ଆସିଲା ପରେ ପିଓକେ ଆମ ଦେଶର ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ୋକ୍ତି କଲେ । କଂଗ୍ରେସ ଦେଶକୁ ବିକ୍ରି କରିବାକୁ ଚାହୁଁଥିଲା । କଂଗ୍ରେସ ସମୟରେ ପାକିସ୍ତାନ ପତାକା ଧରି ଲୋକମାନେ କାଶ୍ମୀରରେ ଆନ୍ଦୋଳନ କରୁଥିଲେ । କିନ୍ତୁ ବିଜେପି ସରକାର ଆସିଲା ପରେ କାଶ୍ମୀର ଏବଂ ପିଓକେ ଲୋକ ଭାରତର ପତାକା ଧରି ପାକିସ୍ତାନ ବିରୋଧରେ ଆନ୍ଦୋଳନ କରୁଛନ୍ତି । ପୁରା କାଶ୍ମୀର ଭାରତର ଅଂଶ । ପିଓକେକୁ ଭାରତରେ ମିଶାଇବା ପାଇଁ ଆମକୁ ୪୦୦ ସିଟ୍ ଦରକାର । ସଂପୂର୍ଣ୍ଣ କାଶ୍ମୀରକୁ ଭାରତରେ ମିଶାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସିକ୍ୟୁଲାରିଜିମ୍ ନାଁରେ ତୁଷ୍ଟିକରଣ ଭୁଲ । 

କଂଗ୍ରେସ ଧର୍ମ ଆଧାରରେ ସଂରକ୍ଷଣ ଦେଉଥିଲା । ଦେଶକୁ ବିଶ୍ୱଗୁରୁ କରିବା ପାଇଁ ବିଜେପି ୪୦୦ ପାର୍ ଚାହୁଁଛି । ସମ୍ବିଧାନକୁ ସୁଦୃଢ଼ କରିବା ପାଇଁ ବିଜେପି ୪୦୦ ପାର୍ ଦରକାର କରୁଛି । କଂଗ୍ରେସ ଚାହୁଁନାହିଁ ଭାରତର ଅର୍ଥନୀତି ବିଶ୍ୱରେ ତୃତୀୟ ସ୍ଥାନରେ ପହଁଚୁ । କଂଗ୍ରେସ ଭାରତ କାହିଁକି ବିଶ୍ୱ ଗୁରୁ ହେବ ବୋଲି ପ୍ରଶ୍ନ ଉଠାଇଛି । ବର୍ତମାନ ଦେଶକୁ ବିକଶିତୁ କରିବା ପାଇଁ ସୁବର୍ଣ୍ଣ ସମୟ ଆସିଛି ବୋଲି ଶ୍ରୀ ବିଶ୍ୱଶର୍ମା କହିଛନ୍ତି । 

Powered by Froala Editor

Tags Hemant Biswa Sharma

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13722
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15051
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13689
    Aug 13, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13926
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14156
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14523
    Aug 13, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14187
    Aug 12, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13243
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13778
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14350
    Aug 12, 2026
  • ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14523
    Aug 13, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14187
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17689
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14156
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14487
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14319
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15904
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16316
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13722
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14350
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14523
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13778
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In