Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

ବିଶେଷ
Home ›› ବିଶେଷ ››ମହିଳାଙ୍କ ପସନ୍ଦ ବାଇଗଣ

ମହିଳାଙ୍କ ପସନ୍ଦ ବାଇଗଣ

2024-05-15 05:39:39
16279
Share:
Facebook
Twitter
E-Mail
WhatsApp
Telegram
ମହିଳାଙ୍କ ପସନ୍ଦ ବାଇଗଣ

କଥାରେ ଅଛି ସ୍ୱାସ୍ଥ୍ୟ ହିଁ ସଂପଦ। ଆଉ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଦରକାର ସୁଷମ ଖାଦ୍ୟ। ସ୍ୱାସ୍ଥ୍ୟ ପ୍ରତି ସଚେତନ ଥିବା ଲୋକେ ଖାଇବା ପିଇବା ଉପରେ ବିଶେଷ ଧ୍ୟାନ ଦଅନ୍ତି। କେବଳ ପୁରୁଷମାନେ ସ୍ୱାସ୍ଥ୍ୟ ପ୍ରତି ସଚେତନ ରହନ୍ତି ନାହିଁ, ମହିଳାମାନେ ବି ସମାନ ଗୁରୁତ୍ୱ ଦିଅନ୍ତି। ସେଥିପାଇଁ କେଉଁଟା ଖାଇବେ ଓ କେଉଁଟା ନଖାଇବେ ସେଥିପ୍ରତି ସେମାନେ ଖୁବ୍ ଯତ୍ନବାନ। ସେମାନେ ବିଶେଷ କରି ପନିପରିବା ଓ ଫଳମୂଳ ଉପରେ ଅଧିକ ଗୁରୁତ୍ୱ ଦିଅନ୍ତି। ସବୁ ପନିପରିବା ମଧ୍ୟରେ ମହିଳାମାନେ ବାଇଗଣ ଖାଇବାକୁ ବେଶି ପସନ୍ଦ କରନ୍ତି ବୋଲି କୁହାଯାଏ। ତେବେ କାହିଁକି ମହିଳାମାନେ ବାଇଗଣ ଖାଇବାକୁ ଅଧିକ ପସନ୍ଦ କରନ୍ତି? କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍ ସି ରହିଛି। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଏ। ଏହା ରକ୍ତ ବି ବଢ଼ାଏ।

ପୁରୁଷମାନଙ୍କ ପାଇଁ ବି ବାଇଗଣ ଲାଭକାରୀ

ବାଇଗଣ କେବଳ ମହିଳାଙ୍କ ପାଇଁ ଲାଭକାରୀ ନୁହେଁ, ଏହା ପୁରୁଷଙ୍କ ପାଇଁ ବି ଉପକାରୀ। ଯଦି ତରକାରୀରେ ବାଇଗଣ ପଡ଼ିଲେ ଆପଣଙ୍କୁ ଭଲ ଲାଗୁନି ତା’ହେଲେ ଭର୍ତ୍ତା କରି ଖାଇପାରିବେ।

Powered by Froala Editor

Tags Brinjal

Related articles Odisha News Lens 4.1

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15508
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14982
    Aug 30, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13834
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15191
    Aug 31, 2026
  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ

    13698
    Aug 30, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14074
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15140
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14200
    Aug 31, 2026
  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13632
    Aug 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15191
    Aug 31, 2026
  • ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14074
    Aug 31, 2026
  • ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13823
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17700
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17733
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13823
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14490
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14632
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13972
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15361
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15986
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14982
    Aug 30, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14074
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13823
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In