Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

ରାଜନୀତି
Home ›› ରାଜନୀତି ››ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

2024-05-16 04:44:45
14110
Share:
Facebook
Twitter
E-Mail
WhatsApp
Telegram
ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର - ବଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଗତ କାଲି ସଂଧ୍ୟାରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ  ମାରାଥନ ପ୍ରଚାର କରି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଲିଙ୍ଗରାଜ ମନ୍ଦିର, କାରଗିଲ୍‌ ରୋଡ ଓ ଜାଗମରାରେ ଆୟୋଜିତ ନିର୍ବାଚନୀ ସଭାରେ ଏକାମ୍ର ପ୍ରକଳ୍ପ ତଥା ଭୁବନେଶ୍ବର ରୂପାନ୍ତର ଉପରେ ଗୁରୁତ୍ବ ଦେଇ ସେ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଥିଲେ।  

ଶ୍ରୀ ପାଣ୍ଡିଆନ ଆଜି ସଭାରେ ପ୍ରଥମେ ହର ହର ମହାଦେବ କହି ଭାଷଣ ଆରମ୍ଭ କଲେ ଓ ଜୟ ଜଗନ୍ନାଥ କହି ଭାଷଣ ଶେଷ କଲେ।


ଏକାମ୍ର ପ୍ରକଳ୍ପ ଉପରେ ଆଲୋକପାତ କରି ସେ ବହୁତ ଭାବବିହ୍ବଳ ହୋଇପଡିଥିଲେ। ସେ କହିଲେ ଯେ ଲିଙ୍ଗରାଜ ମନ୍ଦିରକୁ ମୁଁ ସବୁ ସୋମବାର ଆସେ। ଶିବରାତ୍ରୀରେ ମଧ୍ୟ ଆସେ। ଥରେ ଶିବରାତ୍ରୀରେ ମୁଁ ଦେଖିଲି ଯେ ଲିଙ୍ଗରାଜ ମନ୍ଦିରରେ ମା ମାନଙ୍କ ପାଇଁ ଛିଡା ହେବାକୁ ମଧ୍ୟ ଜାଗା ନାହିଁ, ଶାନ୍ତିରେ ଦୀପ ବସାଇ ପାରୁନାହାନ୍ତି।



ଏ ବିଷୟ ମୁଖ୍ୟମନ୍ତ୍ରୀଙ୍କୁ କହିବା ପରେ, ଏକାମ୍ର ପ୍ରକଳ୍ପ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆଜି ମା ମାନେ ବହୁତ ଶାନ୍ତିରେ ପିଲାଛୁଆଙ୍କୁ ଧରି ଦୀପ ବସାଇ ପାରୁଛନ୍ତି। ସବୁ ମହାପ୍ରଭୁ ଲିଙ୍ଗରାଜଙ୍କ ଇଛା। 


ଏକାମ୍ରବାସୀଙ୍କୁ ସମ୍ବୋଧନ କରି ସେ କହିଲେ ଯେ ଏହି ପ୍ରକଳ୍ପ ପାଇଁ ଆପଣମାନେ ଅନେକ ତ୍ୟାଗ କରିଛନ୍ତି। ଘର, ଦୋକାନ ଆହୁରି ଅନେକ କିଛି ତ୍ୟାଗ କରିଛନ୍ତି। ଆପଣମାନଙ୍କ ଏ ତ୍ୟାଗ ଇତିହାସ ମନେ ରଖିବ। ମହାପ୍ରଭୁ ଲିଙ୍ଗରାଜ ଆପଣଙ୍କୁ ଆଶୀର୍ବାଦ କରିବେ ବୋଲି ସେ କହିଥିଲେ ।

ସେ ପୁଣି କହିଲେ ଯେ ଆଗକୁ ଏକାମ୍ର ପ୍ରକଳ୍ପ ଆହୁରି ଆଗେଇବ। ଆହୁରି ଭବ୍ୟ ଓ ଦିବ୍ୟ ହେବ। ଆପଣମାନେ ଆଧ୍ୟାତ୍ମିକ ଅନୁଭବ ପାଇବେ। ହଜାର ହଜାର ପର୍ଯ୍ୟଟକ ଆସିବେ। ଆପଣମାନଙ୍କର ରୋଜଗାର ବଢିବ ଓ ଆପଣମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ।


ସାଂସଦଙ୍କ ଉପରେ ମନ୍ତବ୍ୟ ରଖି ସେ କହିଲେ ଯେ ଆପଣଙ୍କ ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଲିଙ୍ଗରାଜଙ୍କ କାମକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କଲେ, ଏହା ଠିକ୍‌ କଥା କି ? ସାଂସଦ ଭାବେ ତାଙ୍କ କାମ ହେଉଛି କେନ୍ଦ୍ର ସରକାରଙ୍କଠାରୁ ବଡ ବଡ ଯୋଜନା ଆଣିବେ, ଫ୍ଲାଇ ଓଭର, IT Park, MSME, ଦକ୍ଷତା ବିକାଶ ଆଦି ଯୋଜନାରେ ହଜାର ହଜାର କୋଟି ଟଙ୍କା ସେ ଆଣିପାରିଥାନ୍ତେ। ବେଙ୍ଗାଲୁରୁ ଓ ଜୟପୁର ଆଦି ସହରରେ ସାଂସଦ ମାନେ ସେମାନଙ୍କ ସହର ପାଇଁ ୪୦ ହଜାର, ୫୦ ହଜାର କୋଟି ଟଙ୍କା ଆଣୁଛନ୍ତି। 


କିନ୍ତୁ ଦୁଃଖର କଥା, ଆପଣଙ୍କ ସାଂସଦ ଛୋଟ କଥାରେ ମାତୁଛନ୍ତି, କର୍ପୋରେଟର ମାନଙ୍କ କଥାରେ ମୁଣ୍ଡ ଖେଳାଉଛନ୍ତି। ତାଙ୍କର କିଛି ଉଚ୍ଚ ଚିନ୍ତାଧାରା ନାହିଁ।


ସେ ପୁଣି କହିଲେ ଯେ ଜୁନ୍‌ ୯ ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପ୍ରଥମ ଦସ୍ତଖତରେ ଆପଣମାନଙ୍କ ବିଜୁଳି ବିଲ୍‌ ଛାଡ କରିବେ, ୯୦ ପ୍ରତିଶତ ପରିବାର ଛାଡ ପାଇବେ। ଦ୍ବିତୀୟ ଦସ୍ତଖତରେ ବାକି ରହିଥିବା ଲୋକଙ୍କୁ BSKYରେ ସାମିଲ କରିବେ- ସହରାଞ୍ଚଳରେ ସମସ୍ତେ ପାଇବେ।  ସରକାରୀ କର୍ମଚାରୀ, ମିଶନ ଶକ୍ତିର କର୍ମୀ ଅଙ୍ଗନବାଡୀ, ଆଶାକର୍ମୀ ମାନେ ମଧ୍ୟ ସାମିଲ ହେବେ। ତୃତୀୟ ଦସ୍ତଖତରେ  ମିଶନ ଶକ୍ତି ମା ମାନଙ୍କୁ ପେନ୍‌ସନ ମିଳିବ। ସେମାନଙ୍କର ବହୁ ଦିନର ଦାବୀ ପୂରଣ ହେବ। 


ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି। ସେ ଆମ ସମସ୍ତଙ୍କ ପାଇଁ ପ୍ରେରଣା ।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆପଣମାନେ ବହୁତ ଭଲ ପାଆନ୍ତି ବୋଲି ମତ ଦେଇ ସେ ଲୋକଙ୍କୁ ଅନୁରୋଧ କରି କହିଥିଲେ ଯେ ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ। ମନ୍ମଥ ବାବୁ, ଅଶୋକ ବାବୁ ଏ ମାଟିର ପୁଅ। ସେମାନଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ।  ୬୦ ପ୍ରତିଶତ ଭୋଟିଂ କରି ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ଜିତାଇ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ରକ୍ଷା କରିବାକୁ ସେ ଅନୁରୋଧ କରିଥିଲେ ।


ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ପ୍ରଶଂସା କରି ସେ କହିଲେ ଯେ ମନ୍ମଥ ବାବୁ ଲଢୁଆ ପୁଅ।  ତାଙ୍କୁ ସାଂସଦ କଲେ ସେ ଆପଣଙ୍କ ପାଇଁ ଦିଲ୍ଲୀରେ ଲଢିବେ। ଆଉ ଯାହାକୁ ଦେଲେ ନିଜ ପଦବୀ ପାଇଁ ଲବି କରିବେ, ଆଉ ଆପଣଙ୍କୁ ଅବହେଳା କରିବେ।


ସାଂସଦ ପ୍ରାର୍ଥୀ ଶ୍ରୀ ମନ୍ମଥ ରାଉତରାୟ କହିଲେ ଯେ ଆଜି ବିରୋଧୀ ଦଳ ଅସ୍ମିତା କଥା କହୁଛି। ଯେଉଁମାନେ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ଦେବାକୁ ଚିନ୍ତା କରିନାହାନ୍ତି, ଓଡିଆ ଭାଷା ପାଇଁ ଟଙ୍କା ଟିଏ ବି ଦେଇନାହାନ୍ତି, ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେଇନାହାନ୍ତି, ସେମାନଙ୍କର ଅସ୍ମିତା କଥା କହିବାର କିଛି ଅଧିକାର ନାହିଁ ବୋଲି ମତ ଦେଇ  ସେମାନଙ୍କୁ କଡା ଜବାବ ଦିଅନ୍ତୁ  ବୋଲି ଆହ୍ବାନ ଦେଇଥିଲେ ।


ବିଧାୟକ ପ୍ରାର୍ଥୀ ଶ୍ରୀ ଅଶୋକ ପଣ୍ଡା କହିଲେ ଯେ ମହାପ୍ରଭୁ ଲିଙ୍ଗରାଜ ଆମର କ୍ଷେତ୍ରାଧିପତି। କିନ୍ତୁ ଲିଙ୍ଗରାଜ ଆଇନକୁ ଚକ୍ରାନ୍ତ କରି ବିରୋଧୀ ଏହାକୁ ଦିଲ୍ଲୀରେ ଅଟକାଇଛନ୍ତି। ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କରିଛନ୍ତି।  ସେମାନଙ୍କୁ ଇତିହାସ କ୍ଷମା ଦେବ ନାହିଁ, ମହାପ୍ରଭୁ କ୍ଷମା ଦେବେ ନାହିଁ ।

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15235
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14813
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15737
    Jun 23, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15405
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13833
    Jun 24, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14060
    Jun 23, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15374
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14637
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14637
    Jun 23, 2025
  • ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13770
    Jun 24, 2025
  • ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13833
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15737
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15934
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14526
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14790
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15737
    Jun 23, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14637
    Jun 23, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In