Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

Home ›› ››ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

2024-05-16 04:44:45
14177
Share:
Facebook
Twitter
E-Mail
WhatsApp
Telegram
ଏକାମ୍ର ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର - ବଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଗତ କାଲି ସଂଧ୍ୟାରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ  ମାରାଥନ ପ୍ରଚାର କରି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଲିଙ୍ଗରାଜ ମନ୍ଦିର, କାରଗିଲ୍‌ ରୋଡ ଓ ଜାଗମରାରେ ଆୟୋଜିତ ନିର୍ବାଚନୀ ସଭାରେ ଏକାମ୍ର ପ୍ରକଳ୍ପ ତଥା ଭୁବନେଶ୍ବର ରୂପାନ୍ତର ଉପରେ ଗୁରୁତ୍ବ ଦେଇ ସେ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଥିଲେ।  

ଶ୍ରୀ ପାଣ୍ଡିଆନ ଆଜି ସଭାରେ ପ୍ରଥମେ ହର ହର ମହାଦେବ କହି ଭାଷଣ ଆରମ୍ଭ କଲେ ଓ ଜୟ ଜଗନ୍ନାଥ କହି ଭାଷଣ ଶେଷ କଲେ।


ଏକାମ୍ର ପ୍ରକଳ୍ପ ଉପରେ ଆଲୋକପାତ କରି ସେ ବହୁତ ଭାବବିହ୍ବଳ ହୋଇପଡିଥିଲେ। ସେ କହିଲେ ଯେ ଲିଙ୍ଗରାଜ ମନ୍ଦିରକୁ ମୁଁ ସବୁ ସୋମବାର ଆସେ। ଶିବରାତ୍ରୀରେ ମଧ୍ୟ ଆସେ। ଥରେ ଶିବରାତ୍ରୀରେ ମୁଁ ଦେଖିଲି ଯେ ଲିଙ୍ଗରାଜ ମନ୍ଦିରରେ ମା ମାନଙ୍କ ପାଇଁ ଛିଡା ହେବାକୁ ମଧ୍ୟ ଜାଗା ନାହିଁ, ଶାନ୍ତିରେ ଦୀପ ବସାଇ ପାରୁନାହାନ୍ତି।



ଏ ବିଷୟ ମୁଖ୍ୟମନ୍ତ୍ରୀଙ୍କୁ କହିବା ପରେ, ଏକାମ୍ର ପ୍ରକଳ୍ପ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆଜି ମା ମାନେ ବହୁତ ଶାନ୍ତିରେ ପିଲାଛୁଆଙ୍କୁ ଧରି ଦୀପ ବସାଇ ପାରୁଛନ୍ତି। ସବୁ ମହାପ୍ରଭୁ ଲିଙ୍ଗରାଜଙ୍କ ଇଛା। 


ଏକାମ୍ରବାସୀଙ୍କୁ ସମ୍ବୋଧନ କରି ସେ କହିଲେ ଯେ ଏହି ପ୍ରକଳ୍ପ ପାଇଁ ଆପଣମାନେ ଅନେକ ତ୍ୟାଗ କରିଛନ୍ତି। ଘର, ଦୋକାନ ଆହୁରି ଅନେକ କିଛି ତ୍ୟାଗ କରିଛନ୍ତି। ଆପଣମାନଙ୍କ ଏ ତ୍ୟାଗ ଇତିହାସ ମନେ ରଖିବ। ମହାପ୍ରଭୁ ଲିଙ୍ଗରାଜ ଆପଣଙ୍କୁ ଆଶୀର୍ବାଦ କରିବେ ବୋଲି ସେ କହିଥିଲେ ।

ସେ ପୁଣି କହିଲେ ଯେ ଆଗକୁ ଏକାମ୍ର ପ୍ରକଳ୍ପ ଆହୁରି ଆଗେଇବ। ଆହୁରି ଭବ୍ୟ ଓ ଦିବ୍ୟ ହେବ। ଆପଣମାନେ ଆଧ୍ୟାତ୍ମିକ ଅନୁଭବ ପାଇବେ। ହଜାର ହଜାର ପର୍ଯ୍ୟଟକ ଆସିବେ। ଆପଣମାନଙ୍କର ରୋଜଗାର ବଢିବ ଓ ଆପଣମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ।


ସାଂସଦଙ୍କ ଉପରେ ମନ୍ତବ୍ୟ ରଖି ସେ କହିଲେ ଯେ ଆପଣଙ୍କ ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଲିଙ୍ଗରାଜଙ୍କ କାମକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କଲେ, ଏହା ଠିକ୍‌ କଥା କି ? ସାଂସଦ ଭାବେ ତାଙ୍କ କାମ ହେଉଛି କେନ୍ଦ୍ର ସରକାରଙ୍କଠାରୁ ବଡ ବଡ ଯୋଜନା ଆଣିବେ, ଫ୍ଲାଇ ଓଭର, IT Park, MSME, ଦକ୍ଷତା ବିକାଶ ଆଦି ଯୋଜନାରେ ହଜାର ହଜାର କୋଟି ଟଙ୍କା ସେ ଆଣିପାରିଥାନ୍ତେ। ବେଙ୍ଗାଲୁରୁ ଓ ଜୟପୁର ଆଦି ସହରରେ ସାଂସଦ ମାନେ ସେମାନଙ୍କ ସହର ପାଇଁ ୪୦ ହଜାର, ୫୦ ହଜାର କୋଟି ଟଙ୍କା ଆଣୁଛନ୍ତି। 


କିନ୍ତୁ ଦୁଃଖର କଥା, ଆପଣଙ୍କ ସାଂସଦ ଛୋଟ କଥାରେ ମାତୁଛନ୍ତି, କର୍ପୋରେଟର ମାନଙ୍କ କଥାରେ ମୁଣ୍ଡ ଖେଳାଉଛନ୍ତି। ତାଙ୍କର କିଛି ଉଚ୍ଚ ଚିନ୍ତାଧାରା ନାହିଁ।


ସେ ପୁଣି କହିଲେ ଯେ ଜୁନ୍‌ ୯ ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପ୍ରଥମ ଦସ୍ତଖତରେ ଆପଣମାନଙ୍କ ବିଜୁଳି ବିଲ୍‌ ଛାଡ କରିବେ, ୯୦ ପ୍ରତିଶତ ପରିବାର ଛାଡ ପାଇବେ। ଦ୍ବିତୀୟ ଦସ୍ତଖତରେ ବାକି ରହିଥିବା ଲୋକଙ୍କୁ BSKYରେ ସାମିଲ କରିବେ- ସହରାଞ୍ଚଳରେ ସମସ୍ତେ ପାଇବେ।  ସରକାରୀ କର୍ମଚାରୀ, ମିଶନ ଶକ୍ତିର କର୍ମୀ ଅଙ୍ଗନବାଡୀ, ଆଶାକର୍ମୀ ମାନେ ମଧ୍ୟ ସାମିଲ ହେବେ। ତୃତୀୟ ଦସ୍ତଖତରେ  ମିଶନ ଶକ୍ତି ମା ମାନଙ୍କୁ ପେନ୍‌ସନ ମିଳିବ। ସେମାନଙ୍କର ବହୁ ଦିନର ଦାବୀ ପୂରଣ ହେବ। 


ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି। ସେ ଆମ ସମସ୍ତଙ୍କ ପାଇଁ ପ୍ରେରଣା ।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆପଣମାନେ ବହୁତ ଭଲ ପାଆନ୍ତି ବୋଲି ମତ ଦେଇ ସେ ଲୋକଙ୍କୁ ଅନୁରୋଧ କରି କହିଥିଲେ ଯେ ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ। ମନ୍ମଥ ବାବୁ, ଅଶୋକ ବାବୁ ଏ ମାଟିର ପୁଅ। ସେମାନଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ।  ୬୦ ପ୍ରତିଶତ ଭୋଟିଂ କରି ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ଜିତାଇ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ରକ୍ଷା କରିବାକୁ ସେ ଅନୁରୋଧ କରିଥିଲେ ।


ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ପ୍ରଶଂସା କରି ସେ କହିଲେ ଯେ ମନ୍ମଥ ବାବୁ ଲଢୁଆ ପୁଅ।  ତାଙ୍କୁ ସାଂସଦ କଲେ ସେ ଆପଣଙ୍କ ପାଇଁ ଦିଲ୍ଲୀରେ ଲଢିବେ। ଆଉ ଯାହାକୁ ଦେଲେ ନିଜ ପଦବୀ ପାଇଁ ଲବି କରିବେ, ଆଉ ଆପଣଙ୍କୁ ଅବହେଳା କରିବେ।


ସାଂସଦ ପ୍ରାର୍ଥୀ ଶ୍ରୀ ମନ୍ମଥ ରାଉତରାୟ କହିଲେ ଯେ ଆଜି ବିରୋଧୀ ଦଳ ଅସ୍ମିତା କଥା କହୁଛି। ଯେଉଁମାନେ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ଦେବାକୁ ଚିନ୍ତା କରିନାହାନ୍ତି, ଓଡିଆ ଭାଷା ପାଇଁ ଟଙ୍କା ଟିଏ ବି ଦେଇନାହାନ୍ତି, ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେଇନାହାନ୍ତି, ସେମାନଙ୍କର ଅସ୍ମିତା କଥା କହିବାର କିଛି ଅଧିକାର ନାହିଁ ବୋଲି ମତ ଦେଇ  ସେମାନଙ୍କୁ କଡା ଜବାବ ଦିଅନ୍ତୁ  ବୋଲି ଆହ୍ବାନ ଦେଇଥିଲେ ।


ବିଧାୟକ ପ୍ରାର୍ଥୀ ଶ୍ରୀ ଅଶୋକ ପଣ୍ଡା କହିଲେ ଯେ ମହାପ୍ରଭୁ ଲିଙ୍ଗରାଜ ଆମର କ୍ଷେତ୍ରାଧିପତି। କିନ୍ତୁ ଲିଙ୍ଗରାଜ ଆଇନକୁ ଚକ୍ରାନ୍ତ କରି ବିରୋଧୀ ଏହାକୁ ଦିଲ୍ଲୀରେ ଅଟକାଇଛନ୍ତି। ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କରିଛନ୍ତି।  ସେମାନଙ୍କୁ ଇତିହାସ କ୍ଷମା ଦେବ ନାହିଁ, ମହାପ୍ରଭୁ କ୍ଷମା ଦେବେ ନାହିଁ ।

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13493
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15345
    Mar 22, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14174
    Mar 22, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14165
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13784
    Mar 23, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14047
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15142
    Mar 22, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13505
    Mar 22, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14871
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13472
    Mar 22, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15142
    Mar 22, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14165
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13472
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15015
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15566
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15475
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14202
    Mar 17, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14797
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15313
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13493
    Mar 22, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13505
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15345
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In