Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ...

ବିଶେଷ
Home ›› ବିଶେଷ ››ଅଫିସ ଚାପରୁ ମୁକ୍ତି ପାଇବା ପାଇଁ କିଛି ଟିପ୍ସ ଜାଣି ରଖନ୍ତୁ....

ଅଫିସ ଚାପରୁ ମୁକ୍ତି ପାଇବା ପାଇଁ କିଛି ଟିପ୍ସ ଜାଣି ରଖନ୍ତୁ....

2024-05-18 04:14:15
16637
Share:
Facebook
Twitter
E-Mail
WhatsApp
Telegram
ଅଫିସ ଚାପରୁ ମୁକ୍ତି ପାଇବା ପାଇଁ କିଛି ଟିପ୍ସ ଜାଣି ରଖନ୍ତୁ....

ଆଜିର ବ୍ୟସ୍ତବହୁଳ ଜୀବନରେ ଅଫିସ କାମ କରୁଥିବା ବ୍ୟକ୍ତିବିଶେଷ ମାନେ ଚାପରେ ରହିବା ସାଧାରଣତଃ। ଅଫିସରେ କାର୍ୟ୍ୟଭାର ବୃଦ୍ଧି, ସମୟର ଅଭାବ, ଅଫିସ୍‌‌ ରାଜନୀତି, ଏହି ସବୁ ଜିନିଷ ଆମକୁ ମାନସିକ ସ୍ତରରେ କ୍ଲାନ୍ତ କରିଦେଉଛି। ହେଲେ ଏଥରୁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ସବୁ ଟିପ୍ସ ଆପଣାନ୍ତୁ ଅଫିସ ଚାପରୁ ମୁକ୍ତି ପାଇବେ।

୧- ସର୍ବ ପ୍ରଥମେ ଅଫିସରେ ନିଜର କାର୍ୟ୍ୟକୁ ପ୍ରାଥମିକତା ଦିଅନ୍ତୁ। ସବୁ କାମ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମ କେଉଁଟା ତାହାକୁ ପ୍ରଥମେ କରିବାକୁ ପ୍ରୟାସ କରନ୍ତୁ। ଏକ ତାଲିକା ପ୍ରସ୍ତୁତ କରି କାର୍ୟ୍ୟ କରନ୍ତୁ। ଏହା ଆପଣଙ୍କ କାର୍ୟ୍ୟକୁ ସହଜ କରିବ ଏବଂ ଚାପରୁ ମୁକ୍ତି ଦେବ।
୨ -ମାନସକି ଚାପ ଫଳରେ ଆମକୁ ଲାଗେ ସମୟ ପର୍ୟ୍ୟାପ୍ତ ଆମ ପାଖରେ ନାହିଁ। ତେଣୁ ସମୟ ପରିଚାଳନା କରିବା ଶିଖନ୍ତୁ। ପ୍ରତ୍ୟେକ କାର୍ୟ୍ୟ ପାଇଁ ଏକ ସମୟ ସୀମା ସ୍ଥିର କରନ୍ତୁ ଏବଂ ସେହି ଅନୁସାରେ କାର୍ୟ୍ୟ କରନ୍ତୁ। କାମ ମଧ୍ୟରେ ଛୋଟ ବିରତି ନେଇ ବୁଲିବାକୁ ଯିବାକୁ ଚେଷ୍ଟା କରନ୍ତୁ।
୩- ଅଫିସ କାମ ସରିବା ପରେ ଏହାକୁ ଅଫିସରେ ଛାଡି ଆସନ୍ତୁ। ଘରକୁ ଯିବା ପରେ ଫୋନ୍‌‌ କିମ୍ବା ଇମେଲ ଦେଖନ୍ତୁ ନାହିଁ। ଆପଣଙ୍କ ପରିବାର ଏବଂ ସାଙ୍ଗମାନଙ୍କ ପାଇଁ ସମୟ ଦିଅନ୍ତୁ। ଯାହା ଆପଣଙ୍କୁ ଆରାମଦାୟକ ହେବ ତାହା କରିବାକୁ ଚେଷ୍ଟା କରନ୍ତୁ।
୪- ପ୍ରତ୍ୟେକ ପରିସ୍ଥିତିରେ ସକରାତ୍ମକ ରହିବାକୁ ଚେଷ୍ଟା କରନ୍ତୁ। ନକରାତ୍ମକ ଚିନ୍ତାଧାରା ଆପଣଙ୍କ ମନରେ ପ୍ରବେଶ କରିବାକୁ ଦିଅନ୍ତୁ ନାହିଁ। ସମସ୍ତଙ୍କ ଜୀବନରେ ଅସୁବିଧା ରହିଥାଏ, କିନ୍ତୁ ଏକ ସକରାତ୍ମକ ମନୋଭାବ ସହିତ ସେମାନଙ୍କୁ ସାମ୍ନା କରନ୍ତୁ।
୫ -ପ୍ରତିଦିନ ଯୋଗ ଏବଂ ବ୍ୟାୟାମ କରିବାକୁ ସମୟ କାଢନ୍ତୁ। ଏହାଦ୍ୱାରା କେବଳ ଶରୀର ସୁସ୍ଥ ରହିବ ନାହିଁ ବରଂ ଆପଣଙ୍କୁ ମାନସିକ ଚାପକୁ ମଧ୍ୟ ହ୍ରାସ କରିଥାଏ।
୬- ଆପଣ ଯାହା ଖାଉଛନ୍ତି ତାହା ସୁସ୍ଥ ହୋଇଥିବା ଆବଶ୍ୟକ। ବାହାରୁ ଜଙ୍କ ଫୁଡ ଖାଦ୍ୟଠାରୁ ଦୁରେଇ ରୁହନ୍ତୁ ଏବଂ ଏକ ସୁସ୍ଥ ଖାଦ୍ୟ ଖାଆନ୍ତୁ। ଏଥିରେ ଫଳ, ପନିପରିବା ଏବଂ ଡାଲି ଜାତୀୟ ଖାଦ୍ୟକୁ ସାମିଲ କରନ୍ତିୁ। ଏଥିରୁ ଶକ୍ତି ମିଳିବା ସହିତ ମନ ତୀକ୍ଷ୍ଣ ରହିବ।
୭- ଭଲ ଖାଦ୍ୟ ସହିତ ଭଲ ନିଦ୍ରା ହେବା ଅତ୍ୟନ୍ତ ଆବଶ୍ୟକ। ପ୍ରତିଦିନ ଅତି କମରେ ୭ରୁ ୮ଘଣ୍ଟା ଶୋଇବା ଉଚିତ। ନିଦ୍ରାର ଅଭାବ ହେତୁ ଆପଣ କ୍ରୋଧିତ ହୁଅନ୍ତି ଏବଂ କାର୍ୟ୍ୟରେ ସଠିକ୍‌‌ ଭାବେ ଧ୍ୟାନ ଦେବା କଷ୍ଟକର ହୋଇଥାଏ।
୮- ଅଫିସରେ ସହକର୍ମୀମାନଙ୍କ ସହିତ ଭଲ ବ୍ୟବହାର କରନ୍ତୁ ଏବଂ ସେମାନଙ୍କ ସହିତ ସକରାତ୍ମକ ସମ୍ପର୍କ ଗଢନ୍ତୁ। ଅଫିସ ପରିବେଶରେ କାର୍ୟ୍ୟ କରିବା ଶୈଳୀକୁ ମଜାଳିଆ କରନ୍ତୁ ଏବଂ ଚାପକୁ ମଧ୍ୟ ହ୍ରାସ କରନ୍ତୁ।
୯- ନିରନ୍ତର କାର୍ୟ୍ୟ କରିବାରୁ ବିରତି ନିଅନ୍ତୁ। ଅତ୍ୟଧିକ କାମରୁ ବିରତି ନେଇ ଭଲ ସ୍ଥାନ ବୁଲିବାକୁ ଯାଆନ୍ତୁ। ନଚେତ ଘରେ ରହି ଯେତେ ସମ୍ଭବ ବିଶ୍ରାମ କରିବାକୁ ପ୍ରୟାସ କରନ୍ତୁ। ଏହାପରେ କାମକୁ ଫେରିବା ପାଇଁ ଆପଣଙ୍କ ମାଇଣ୍ଡ ଫ୍ରେସ ଲାଗିବ।
୧୦- ଅଫିସରେ ବେଳେବେଳେ ନିଜ କ୍ଷମତା ଠାରୁ ଅଧିକ କାମ କରିବାକୁ ପଡିଥାଏ। ହେଲେ ଆପଣଙ୍କ ଉପରେ କାମ ଅଧିକ ପଡିଲେ ମନା କରିବାକୁ କୁଣ୍ଠାବୋଧ କରନ୍ତୁ ନାହିଁ। ନିଜର ସିନିୟରଙ୍କୁ କାର୍ୟ୍ୟ ଭାର ସମ୍ପର୍କରେ ଅବଗତ କରାନ୍ତୁ। ଅତ୍ୟଧିକ କାମ କରିବାକୁ ଆପଣ ସକ୍ଷମ ନୁହଁନ୍ତି ବୋଲି ଅବଗତ କରାନ୍ତୁ।

Powered by Froala Editor

Tags Office pressures

Related articles Odisha News Lens 4.1

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13890
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14541
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    13995
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14176
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13617
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14791
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14393
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14024
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13799
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    13995
    Oct 29, 2026
  • ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14541
    Oct 29, 2026
  • ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13890
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17233
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17931
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17874
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18298
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14813
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16009
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14936
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15668
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15827
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16100
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14291
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14834
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14176
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ

    13799
    Oct 29, 2026
  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13617
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In