Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ନବୀନଙ୍କ ‘ଆଶୀର୍ବାଦ’, ଅନାଥ ପିଲାଙ୍କୁ ମାସିକ ୨୫ ଶହ

ନବୀନଙ୍କ ‘ଆଶୀର୍ବାଦ’, ଅନାଥ ପିଲାଙ୍କୁ ମାସିକ ୨୫ ଶହ

2021-06-20 06:52:06
14950
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କ ‘ଆଶୀର୍ବାଦ’, ଅନାଥ ପିଲାଙ୍କୁ ମାସିକ ୨୫ ଶହ
ଉଭୟ ପିତା ମାତା ତଥା single parentଙ୍କୁ ହରାଇ ଥିବା ପିଲାଙ୍କୁ ମିଳିବ ମାସିକ ପଚିଶଶହ ଟଙ୍କା
କେବଳ ମୁଖ୍ୟ ଉପାର୍ଜନ କାରୀ ବାପା ବା ମା ଜଣକୁ ହରାଇ ଥିବା ପିଲାଙ୍କୁ ମାସିକ ପନ୍ଦର ଶହ ଟଙ୍କା
ଜଣେ ବି ଅସହାୟ ଶିଶୁ ଯେପରି ବାଦ୍ ନ ପଡେ ସେଥିପାଇଁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ 
ଜିଲ୍ଲା ପାଳ କରିବେ ପ୍ରତି ବର୍ଷ ସ୍ଵତନ୍ତ୍ର ଅଭିଯାନ
ଗତ ଅପ୍ରେଲ ପହିଲା 2020 ଦିନ ବା ତା ପରେ ଉଭୟ ବାପା  ,ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀ ଙ୍କୁ ହରାଇ ଥିବା ପିଲା ମାନଙ୍କ ଶିଷା ଦୀଷା ଭରଣପୋଷଣ ତଥା ଯତ୍ନ  ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ   ନୂଆ  ଯୋଜନା। ଆଶୀର୍ବାଦ  ଘୋଷଣା କରିଛନ୍ତି ।
 
ଏହି ଯୋଜନା ପାଇଁ  ଯୋଗ୍ୟ ପିଲାମାନଙ୍କୁ  ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ।ବାପା ,ମା ଉଭୟଙ୍କୁ ହରାଇ ଥିବା ପିଲା ୍single parentଙ୍କୁ ହରାଇ ଥିବା ପିଲା ଏବଂ  ଉପାର୍ଜନ କାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା । ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ  କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆଶୀର୍ବାଦ  ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ   ଶିକ୍ଷା ,ଓ ସ୍ବାସ୍ଥ୍ୟ  ପାଇଁ ମାସିକ 2500ଟଙ୍କା electronically ଜମା କରାଯିବ । ପିଲାକୂ 18ବର୍ଷ   ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ  ତେବେ ଆଉ ସହାୟତା ଦିଆ ଯିବ ନାହିଁ ।
ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା  ରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ସାମିଲ କରାଯିବ । ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ ।ଯଦି ଆବଶ୍ୟକ ପଡେ   ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ  ବା  ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ  ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ ।
 
ଉଚ୍ଚ ଶିଷା ପାଇଁ ପିଲା କୁ ରାଜ୍ୟ ସରକାର ଙ୍କ Green passage ଯୋଜନା ରେ ସହଯୋଗ ଯୋଗାଇ ଦିଆଯିବ । ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳ କୁ ଦୃଷ୍ଟିରେ ରଖି  ତାଙ୍କୁ out of turnରେ ଘର ମଞୁର କରାଯିବ ।
 
ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ,out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲା ର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ ।
 
ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ,juvenile justice fund ରୂ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ । ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି child care institution ରେ ରୁହନ୍ତି  ତେବେ ସେ ଷେତ୍ରରେ  ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ  ପ୍ରତି ମାସ ରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ  ଜମା କରାଯିବ । ପିଲାର ମାଗଣା ଯତ୍ନ  ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ ।
 
ପିଲା ର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରିଯିବ ।
 
ଯେଉଁ ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ।  ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ ।
ପିଲା କୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ ।
 
ପିଲାର ମା ଯଦି  ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ  ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ ।ଏହା ସହିତ ଉଭୟଙ୍କୁ  ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ ।
ଏତଦ୍ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ ।
 
District child protection unit ,childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି  frontline worker civil society  ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ ୍
 
ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା  ଆତ୍ମୀୟ ମାନେ  ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUକଙ୍କୁ ଆବେଦନ କରିପାରିବେ ।
ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ  ଶିଶୁ  ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ୍

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15005
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13582
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14471
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14422
    Aug 17, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14490
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14800
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14924
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14471
    Aug 17, 2026
  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15184
    Aug 17, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13762
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14856
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14629
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14468
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ହେବ ନାହିଁ ଗ୍ୟାସ୍

    15673
    Aug 17, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14800
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14775
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In