Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ...

  • ଭାଇରାଲ ହେବାରେ ଲାଗିଛି ରାଜା ...

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ...

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

  • ଭାରି ଲାଭକାରୀ ଭୃସଙ୍ଗପତ୍ର

  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ...

  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ...

  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ...

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ...

  • ୪ ଘଣ୍ଟା ChatGPT ଡାଉନ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି 'ଚନ୍ଦୁ ଚାମ୍ପିଅନ' ଟ୍ରେଲର

ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି 'ଚନ୍ଦୁ ଚାମ୍ପିଅନ' ଟ୍ରେଲର

2024-05-19 16:16:41
14713
Share:
Facebook
Twitter
E-Mail
WhatsApp
Telegram
ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି 'ଚନ୍ଦୁ ଚାମ୍ପିଅନ' ଟ୍ରେଲର

କାର୍ତ୍ତିକ ଆର୍ଯ୍ୟନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ଚନ୍ଦୁ ଚାମ୍ପିଅନ' ଟ୍ରେଲର ରିଲିଜ। ଶନିବାର ଗ୍ୱାଲିୟରରେ ଫିଲ୍ମର ଟ୍ରେଲର ଲଞ୍ଚ ଇଭେଣ୍ଟ ଆୟୋଜିତ ହୋଇଥିଲା । ଏଠାରେ କାର୍ତ୍ତିକଙ୍କ ସହ ଫିଲ୍ମର ନିର୍ଦ୍ଦେଶକ କବୀର ଖାନ ସାମିଲ ହୋଇ ଟ୍ରେଲର ରିଲିଜ କରିଥିଲେ । ନିକଟରେ ଫିଲ୍ମରୁ ତାଙ୍କର ଅନେକ ଲୁକ୍ ମଧ୍ୟ ସାମ୍ନାକୁ ଆସିଥିଲା । ଯାହା ଦେଖିବା ପରେ ଏହି ଫିଲ୍ମକୁ ଦେଖିବା ପାଇଁ ଦର୍ଶକଙ୍କ ଉତ୍ସାହ ବଢିବାକୁ ଲାଗିଛି । ବର୍ତ୍ତମାନ ଫିଲ୍ମର ଟ୍ରେଲର ମଧ୍ୟ ରିଲିଜ ହୋଇଛି, ଯାହା ଆସିବା ମାତ୍ରେ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି । ଟ୍ରେଲରରେ କାର୍ତ୍ତିକଙ୍କୁ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିଥିବା ବେଳେ ଫିଲ୍ମଟି ଦେଶଭକ୍ତିରେ ଭରପୁର ହୋଇଥିବା ଜଣାପଡିଛି । ତେବେ ଆସନ୍ତା ଜୁନ ୧୪ ତାରିଖରେ ଫିଲ୍ମଟି ରିଲିଜ ହେବ ।

କାର୍ତ୍ତିକ ମୁରଲିକାନ୍ତ ପେଟକରଙ୍କ ଭୂମିକାରେ ଦେଖାଯାଉଛନ୍ତି । ଟ୍ରେଲରରେ ୧୯୬୫ର ଯୁଦ୍ଧର ଝଲକ ମଧ୍ୟ ଦେଖିବାକୁ ମିଳୁଛି । ଟ୍ରେଲର ଆରମ୍ଭରେ କୁହାଯାଇଛି ଯେ ଯୁଦ୍ଧରେ ନଅ ଥର ଗୁଳି ଲାଗିବାରୁ ସେ ଦୁଇ ବର୍ଷ କୋମାରେ ରହିଛିନ୍ତି। ଏହା ପରେ ଚନ୍ଦୁଙ୍କ ଜୀବନର ପୂର୍ବ ଘଟଣାଗୁଡ଼ିକ ଦର୍ଶାଯାଇଛି ।

ପରେ ଆଉ ଏକ ଯୁଦ୍ଧ ସିକ୍ୱେନ୍ସ ଦେଖିବାକୁ ମିଳେ, ଯେଉଁଥିରେ କାର୍ତ୍ତିକ ବନ୍ଧୁକ ଧରି ଲଢୁଥିବାର ଦେଖାଯାଏ । ସେ ଦେଶ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ବିଜେତା ହୋଇ ଇତିହାସ ରଚିଛନ୍ତି । କାର୍ତ୍ତିକ ଏହି ଫିଲ୍ମରେ ନିଜ ଭୂମିକା ପାଇଁ କଠିନ ପରିଶ୍ରମ କରିଛନ୍ତି । ତାଙ୍କର ବଡ଼ି ଟ୍ରାନ୍ସଫରମେସନ୍‌ ଟ୍ରେଲରରେ ଦେଖିବାକୁ ମିଳିଛି । ସେ ଏଥିପାଇଁ ୧୮ କିଲୋଗ୍ରାମ ଓଜନ ହ୍ରାସ କରିଛନ୍ତି । 

ଏହି ଫିଲ୍ମଟି ଭାରତର ପ୍ରଥମ ପାରାଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ମୁରଲିକାନ୍ତ ପେଟକରଙ୍କ ବାୟୋପିକ୍ ଅଟେ । ମୁରଲିକାନ୍ତ ହେଉଛନ୍ତି ଜଣେ ବ୍ୟକ୍ତି ଯିଏ ଯୁଦ୍ଧରେ ୯ଟି ଗୁଳିରେ ଆହତ ହୋଇଥିଲେ ଏବଂ ଦୁଇ ବର୍ଷ କୋମାରେ ଥିଲେ ମଧ୍ୟ ସେ ହାର ମାନିନଥିଲେ ଏବଂ ପରେ ଦମଦାର ପ୍ରତ୍ୟାବର୍ତ୍ତନ କରି କ୍ରୀଡା କ୍ଷେତ୍ରରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ ।

Powered by Froala Editor

Tags chandu

Related articles Odisha News Lens 4.1

  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    14043
    Jun 11, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13855
    Jun 10, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14915
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14446
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13529
    Jun 12, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15726
    Jun 10, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14282
    Jun 12, 2025
  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14016
    Jun 11, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14595
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14016
    Jun 11, 2025
  • ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15726
    Jun 10, 2025
  • ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    14043
    Jun 11, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14915
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14446
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13973
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15394
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16103
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14446
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13529
    Jun 12, 2025
  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14016
    Jun 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In