Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାକୁ ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି: ମୋଦୀ

ଓଡ଼ିଶାକୁ ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି: ମୋଦୀ

2024-05-20 09:58:49
15336
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାକୁ  ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି: ମୋଦୀ

ଭୁବନେଶ୍ୱର: ଅନୁଗୁଳ ନିର୍ବାଚନ ସଭା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଟକରେ ଆୟୋଜିତ ସଭାରେ ନିଜର ବକ୍ତବ୍ୟ ରଖିଛନ୍ତି ।
ଲୋକଙ୍କ ପ୍ରବଳ ଜନସମାଗମ ଦେଖି ସେ କହିଛନ୍ତି ଯେ ଆପଣଙ୍କ ଉତ୍ସାହ ଦେଖି ଲାଗୁଛି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ । ଜୁନ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ । ମୋଦୀ ସରକାର ଦିଲ୍ଲୀରେ ବି ଶପଥ ନେବା ନିଶ୍ଚିତ ।

କଟକ ଆଧୁନିକ ଶିକ୍ଷାର ନଗରୀ । ବିକଶିତ ଭାରତର ସାମର୍ଥ୍ୟ ବଢାଇବ କଟକ । ଓଡ଼ିଶାର ସଂସ୍କୃତି ବୁଝୁନଥିବା ଲୋକ କିଭଳି ଏହାର ନେତୃତ୍ୱ ନେବ । ବିଜେଡିକୁ ୨୫ ବର୍ଷ ଦେଲେ, ଏହାର ପରିଣାକ କ’ଣ ହେଲା ଦେଖିଲେ । ଓଡ଼ିଶାକୁ  ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି ।  ଏବେ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ବାଲା ବିଜେପି ସରକାର ଦରକାର । ଏଠାରେ ବିଜେପିର ପୂର୍ଣ୍ଣ ବହୁମତ ସରକାର ହେବାକୁ ଯାଉଛି । ବିଜେପି ହିଁ ଓଡ଼ିଶାକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବ । ବିଜେଡିର ଭ୍ରଷ୍ଟାଚାରୀ ରାକେଟକୁ ନେଇ ଲୋକେ ଅତିଷ୍ଠ ହେଲେଣି ।

ବିଜେଡିର ଭ୍ରଷ୍ଟାଚାରୀ ରାକେଟକୁ ନେଇ ଲୋକେ ଅତିଷ୍ଠ ହେଲେଣି । ଚିଟଫଣ୍ଡ ଦୁର୍ନୀତିରେ ବିଜେଡି ଓଡ଼ିଶାର ଲୋକଙ୍କୁ ଧୋକା ଦେଇଛି । ବିଜେଡି ଓଡ଼ିଶାରକୁ ଲ୍ୟାଣ୍ଡ, ସ୍ୟାଣ୍ଡ ଓ କୋଇଲା ମାଫିଆ ଦେଇଛି । ବିଜେଡି ନେତା ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି । ଓଡ଼ିଶାର କୌଣସି ଏମିତି ବ୍ଲକ ନାହିଁ ଯାହାର ଲୋକ ଗୁଜୁରାଟରେ ନାହାନ୍ତି । ଓଡ଼ିଶାକୁ ବରବାଦ କରିଥିବା ଲୋକଙ୍କ ପାଇଁ ଏ ନିର୍ବାଚନ ବରବାଦ ସଦୃଶ । ବିଜେଡିର କଳାଚିଠା ଏବେ ଲୋକଙ୍କ ସାମନାକୁ ଆସିଛି ।

କଂଗ୍ରେସ ଅମଳରେ ଖଣିଜ ନୀତିରୁ ୫ ହଜାର କୋଟି ମିଳିଥିଲା । ମୋଦୀ ସରକାରରେ ଖଣିଜ ନୀତିରୁ ୫୦ ହଜାର କୋଟି ଓଡ଼ିଶାକୁ ମିଳୁଛି । ଡିଏମଏଫରେ ଓଡ଼ିଶାକୁ ୨୬ ହଜାର କୋଟି ଟଙ୍କା ମିଳିଛି ।  ବିଜେଡିର ଏ ଭ୍ରଷ୍ଟ ସରକାର ଏ ଅନୁଦାନକୁ ଗୋଳମାଳ କରିଛି । ଓଡ଼ିଶାରେ ସ୍କୁଲ, ପାନୀୟ ଜଳ ଓ ସ୍ୱାସ୍ଥ୍ୟସେବାର  ଅଭାବ ରହିଛି । ଏ କେନ୍ଦ୍ରୀୟ ଟଙ୍କା କାହା ପକେଟକୁ ଗଲା ବୋଲି ମୋଦୀ ପ୍ରଶ୍ନ କରିଛନ୍ତି ।  

ଏହାଛଡ଼ା ମୋଦୀ କହିଛନ୍ତି ଯେ, ବିଜେଡି ନେତାଙ୍କୁ କମିଶନ ନମିଳିବା ପର୍ଯ୍ୟନ୍ତ ପ୍ରକଳ୍ପ ଅଟକାଇ ରଖୁଛନ୍ତି । ବିଜେଡି ନେତା ଆପଣଙ୍କୁ ସବୁପ୍ରକାର ଲୁଟିଚାଲିଛନ୍ତି ।  ଓଡ଼ିଶାରେ ଚାଲିଥିବା ଏ ଲୁଟତରାଜ ବନ୍ଦ ହେବା ଦରକାର । ଆପଣମାନଙ୍କ ଭୋଟ ହିଁ ଏହି ଲୁଟତରାଜ ବନ୍ଦ କରିବ । ଆପଣଙ୍କ ଭୋଟ ହିଁ ଓଡ଼ିଶାର ଭାଗ୍ୟ ବଦଳାଇପାରିବ । ବିଜେଡିର ଭ୍ରଷ୍ଟାଚାର ପାଇଁ ରାଜ୍ୟ ଯୁବକମାନଙ୍କୁ ଅନ୍ୟ ରାଜ୍ୟକୁ କାମ ପାଇଁ ଯିବାକୁ ପଡ଼ୁଛି । ଜଣେ ମାଫିଆ ଯିଏ କି ପ୍ରତି ସେକ୍ଟର ଉପରେ କବଜା କରି ବସିଛି । ଜୁନ ୧୦ରେ ବିଜେଡି ସରକାର ଆସିଲେ ଏ ମାଫିଆଙ୍କ ଅଣ୍ଟା ଭଙ୍ଗାଯିବ ବୋଲି ମୋଦୀ କହିଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13504
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13792
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14878
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15574
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13857
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14699
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15433
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14916
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14949
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15433
    Jun 22, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14949
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14878
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14809
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14681
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15592
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14454
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15776
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15485
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14916
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14689
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14699
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In