Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ...

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

  • ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ...

  • ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ...

  • ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ...

  • ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ...

  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ...

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

ରାଜ୍ୟ
Home ›› ରାଜ୍ୟ ››ମୋଦିଙ୍କୁ ତାତ୍ସଲ୍ୟ କଲେ ପାଣ୍ଡିଆନ, କଣ କହିଲେ ଜାଣନ୍ତୁ

ମୋଦିଙ୍କୁ ତାତ୍ସଲ୍ୟ କଲେ ପାଣ୍ଡିଆନ, କଣ କହିଲେ ଜାଣନ୍ତୁ

2024-05-20 10:03:41
13851
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କୁ ତାତ୍ସଲ୍ୟ କଲେ ପାଣ୍ଡିଆନ,  କଣ କହିଲେ ଜାଣନ୍ତୁ

ସାଲେପୁର: ସାଲେପୁର ନିର୍ବାଚନୀ ସଭାସ୍ଥଳରୁ ପିଏମ ମୋଦିଙ୍କୁ କଡା ଜବାବ ଦେଲେ କାର୍ତ୍ତିକ ପାଣ୍ଡିଆନ  । ପ୍ରଧାନମନ୍ତ୍ରୀ ମୋଦିଙ୍କ ତିନୋଟି ପ୍ରଶ୍ନର ଉତ୍ତର ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ  । ଚାଷୀଙ୍କ ଏମଏସପିରୁ ପିଏମ ମୋଦିଙ୍କୁ ଟାର୍ଗେଟ କରିଛନ୍ତି ପାଣ୍ଡିଆନ  । ଚାଷୀମାନଙ୍କୁ ଖୋଦ କେନ୍ଦ୍ର ସରକାର ଏମଏସପି ୨୩୦୦ଟଙ୍କା ଦେଉଥିବା ବେଳେ ଓଡିଶା ଗସ୍ତରେ ଆସି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି

। ନିର୍ବାଚନର ୧୦ ଦିନ ପୂର୍ବରୁ ଓଡିଶା ଆସି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିଜେପି ନେତା  । ୮ ବର୍ଷ ହେଲା ଏନଏଚ ୫୫ ରାସ୍ତା ମରାମତି କାମ ସରୁନି  । ତଥାପି ଏଠି ଡବଲ ଇଞ୍ଜିନ ସରକାର ସ୍ପିଡ୍‌ରେ କାମ କରିବା କଥା ମୋଦି କହୁଥିବା କହି ତାତ୍ସଲ୍ୟ କରିଛନ୍ତି ପାଣ୍ଡିଆନ । ନିର୍ବାଚନ ପୂର୍ବରୁ ନିଜେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଶଂସା କରୁଥିଲେ । କିନ୍ତୁ ଏବେ ନିର୍ବାଚନ ଆସିବାରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଭାଷା ବଦଳିଯାଇଛି  ।

ସେହିପରି କେନ୍ଦ୍ରାପଡା ଲୋକସଭା ସାଂସଦ ପ୍ରାର୍ଥୀଙ୍କ ଉପରେ ବର୍ଷିଛନ୍ତି ପାଣ୍ଡଆନ  । ସେ କହିଛନ୍ତି ଯେଉଁ ହାତ ଖାଇବାକୁ ଦେଉଛି ସେ ହାତକୁ କାମୁଡୁଛନ୍ତି ପ୍ରାର୍ଥୀ ଜଣକ  । ଏତିକି ଇସାରା ସେ ପ୍ରାର୍ଥୀ ବୁଝିଯିବେ ବୋଲି ସଭାସ୍ଥଳରେ କଟାକ୍ଷ କରିଛନ୍ତି ପାଣ୍ଡିଆନ  ।

Powered by Froala Editor

Tags Pandiyan

Related articles Odisha News Lens 4.1

  • ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ଦୁର୍ଘଟଣାରେ ସାତ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଣ୍ଡନ ସଂସ୍କାର ସାରି ଫେରିବା ବେଳେ ଦୁର୍ଘଟଣାରେ ସାତ ଜଣଙ୍କ ମୃତ୍ୟୁ

    14732
    Jun 18, 2026
  • ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ହାରିଦେଲେ ୧୯ ବର୍ଷୀୟା ନିଟ୍ ଆଶାୟୀ
    ଦେଶ-ଦେଶାନ୍ତର

    ପୁଣି ଏକ ଆତ୍ମହତ୍ୟା ମାମଲା, ଜୀବନ ହାରିଦେଲେ ୧୯ ବର୍ଷୀୟା ନିଟ୍ ଆଶାୟୀ

    13349
    Jun 18, 2026
  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13798
    Jun 17, 2026
  • ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା
    ଦେଶ-ଦେଶାନ୍ତର

    ଇଣ୍ଡୋପାସିଫିକ୍ କମାଣ୍ଡ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

    14135
    Jun 18, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ
    ବିଶେଷ

    ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15499
    Jun 18, 2026
  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା
    ମନୋରଞ୍ଜନ

    ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14446
    Jun 18, 2026
  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!
    ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14184
    Jun 17, 2026
  • ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ହଜାର ଫାଇନ୍
    ଦେଶ-ଦେଶାନ୍ତର

    ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ହଜାର ଫାଇନ୍

    14444
    Jun 18, 2026
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ
    ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15122
    Jun 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେପର ବ୍ୟାଗ୍ ମାମଲା: ୬ ଟଙ୍କା ପାଇଁ ୧୦ ହଜାର ଫାଇନ୍

    14444
    Jun 18, 2026
  • ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ...

    15506
    Jun 17, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14184
    Jun 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16932
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17549
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17599
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17994
    Sep 06, 2023

ବିଶେଷ

  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15499
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14885
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14394
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15080
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13679
    Jun 10, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13706
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14860
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15474
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15223
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15122
    Jun 18, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15506
    Jun 17, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15499
    Jun 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In