Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ

୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ

2024-05-20 10:11:23
13697
Share:
Facebook
Twitter
E-Mail
WhatsApp
Telegram
୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ତେବେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି ।  ରାଜ୍ୟ ସିଇଓଙ୍କ ସୂଚନା ଅନୁଯାୟୀ ମଧ୍ୟାହ୍ନ ୧ ଟା ସୁଦ୍ଧା ଆସ୍କା ଲୋକସଭା ଆସନରେ ୩୪.୩୮ ପ୍ରତିଶତ ମତଦାନ ହୋଇଥିବାବେଳେ ବରଗଡ଼ ଲୋକସଭା ଆସନରେ ୩୮.୧୮ ପ୍ରତିଶତ ଭୋଟିଂ ହୋଇଛି । ସେହିଭଳି ବଲାଙ୍ଗୀର ଲୋକସଭା ଆସନରେ ମଧ୍ୟାହ୍ନ ୧ ଟା ସୁଦ୍ଧା ୩୨.୮୨ ପ୍ରତିଶତ ଓ କନ୍ଧକାଳ ଲୋକସଭା ଆସନରେ ୩୫.୦୯ ପ୍ରତିଶତ ମତଦାନ ହୋଇଛିି । ସେହିପରି ସୁନ୍ଦରଗଡ଼ ଲୋକସଭା ଆସନରେ ୩୬.୩୨ ପ୍ରତିଶତ ମତଦାନ ହୋଇଥିବା ସିଇଓ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି ।


ଦିନ ୧୧ଟା ସୁଦ୍ଧା ମୋଟ ୨୧.୦୭ ପ୍ରତିଶତ ମତଦାନ ହୋଇଥିଲା । ଦିନ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨ ପ୍ରତିଶତ ଭୋଟିଂ ହୋଇଥିବାବେଳେ ବଲାଙ୍ଗିରରେ ସର୍ବନିମ୍ନ ୧୭.୧୬ ପ୍ରତିଶତ ଭୋଟିଂ ହୋଇଥିଲା । ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିଲା ।

୫ ଲୋକସଭା ଆସନ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଆରମ୍ଭ ହୋଇଛି। ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି। ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଛି।
ରାଜ୍ୟରେ ଆଜି ଦ୍ୱିତୀୟ ପର୍ୟ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ୟ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି। ୧ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ। ୧ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି। ତେବେ ଏହି ପର୍ୟ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।

Powered by Froala Editor

Tags Election

Related articles Odisha News Lens 4.1

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13720
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14235
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13348
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14481
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15078
    Jun 09, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13408
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13331
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14404
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14777
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13331
    Jun 10, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14721
    Jun 10, 2026
  • ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14777
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13348
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15243
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14143
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14038
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14966
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14721
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14404
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14235
    Jun 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In