Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ...

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ...

  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ...

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

Home ›› ››ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଆବଶ୍ୟକ: ଅମିତ ଶାହ

ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଆବଶ୍ୟକ: ଅମିତ ଶାହ

2024-05-21 09:42:59
15361
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଆବଶ୍ୟକ: ଅମିତ ଶାହ

ସମ୍ବଲପୁର: ପୁଣି ଥରେ ଆଜି ଓଡ଼ିଶା ଆସିଛନ୍ତି କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ। ଅଇଁଠାପାଲି ପିଏଚଡି ପଡିଆରେ ଆୟୋଜିତ ନିର୍ବାଚନ ସଭାରେ ଅମିତ ଶାହ ଯୋଗ ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଶାହ କହିଛନ୍ତି ଯେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି, ମୋଦୀ ୩ଶହ ପାର କରିସାରିଲେଣି। ସପ୍ତମ ପର୍ଯ୍ୟାୟ ପରେ ୪ଶହ ପାର ହୋଇଯାଇଥିବ। ଓଡ଼ିଶାରେ ବି ପଦ୍ମ ଫୁଟିବା ଦରକାର। ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଆବଶ୍ୟକ। ଓଡ଼ିଶା ସରକାର ପାଇକ ବିଦ୍ରୋହକୁ ଭୁଲିବାକୁ ବ୍ୟବସ୍ଥା କରୁଛନ୍ତି। ହେଲେ ପ୍ରଧାନମନ୍ତ୍ରୀ ପାଇକ ବିଦ୍ରୋହ ସ୍ମରଣରେ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ କରିଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି ବୋଲି ସିଧାସଳଖ ଶାହ କହିଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଖୁଲାସା ହେବ। ଏହାସହିତ ୧୮ମାସରେ ଚିଟଫଣ୍ଡ ଦୋଷୀଙ୍କୁ ଜେଲରେ ପୁରାଇବୁ ବୋଲି କହିଛନ୍ତି ଶାହ।

Powered by Froala Editor

Tags Amit saha

Related articles Odisha News Lens 4.1

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14563
    Mar 10, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14881
    Mar 08, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା
    ଦେଶ-ଦେଶାନ୍ତର

    ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13859
    Mar 08, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13946
    Mar 09, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14017
    Mar 09, 2026
  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...
    ଦେଶ-ଦେଶାନ୍ତର

    ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...

    13952
    Mar 10, 2026
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13512
    Mar 10, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର
    ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13557
    Mar 10, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14597
    Mar 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14563
    Mar 10, 2026
  • ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15315
    Mar 09, 2026
  • ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14881
    Mar 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14834
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14727
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15174
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15328
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14529
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14597
    Mar 10, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13859
    Mar 08, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13557
    Mar 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In