Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ...

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ...

  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ...

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

ରାଜ୍ୟ
Home ›› ରାଜ୍ୟ ››ବିଜେଡି ଛାଡ଼ିଲେ ଏହି ହେଭିୱେଟ ନେତା

ବିଜେଡି ଛାଡ଼ିଲେ ଏହି ହେଭିୱେଟ ନେତା

2024-05-22 06:22:49
14523
Share:
Facebook
Twitter
E-Mail
WhatsApp
Telegram
ବିଜେଡି ଛାଡ଼ିଲେ ଏହି ହେଭିୱେଟ ନେତା

ଭୁବନେଶ୍ୱର: ବିଜେଡି ଛାଡ଼ିଲେ ପୁଣି ଜଣେ ହେଭିୱେଟ ନେତା । ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବିଜେଡିକୁ ବାଏ ବାଏ କହିଛନ୍ତି। ନିଜ ଭିଡିଓ ବାର୍ତ୍ତାରେ ଏନେଇ ସୂଚନା ଦେଇଛନ୍ତି ଖୋଦ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ନିଜ ଇସ୍ତଫାପତ୍ର ସେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି।
ଚଳିତ ନିର୍ବାଚନରେ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପରିବର୍ତ୍ତେ ବିଜେଡି ସୁବାସିନୀ ସାହୁଙ୍କୁ ସିମୁଳିଆ ଆସନ ପାଇଁ ଟିକେଟ ଦେଇଛି। ଏହାକୁ ଖୋଦ ଜ୍ୟୋତିପ୍ରକାଶଙ୍କ ସମେତ ତାଙ୍କ ସମର୍ଥକମାନେ ସହଜେ ଗ୍ରହଣ କରି ପାରୁ ନ ଥିଲେ। ଫଳରେ ଗତ କିଛି ଦିନ ଧରି ଦଳୀୟ କାର୍ୟ୍ୟକ୍ରମରୁ ଦୂରେଇ ରହୁଥିବା ଜ୍ୟୋତିପ୍ରକାଶ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।
ଜ୍ୟୋତିପ୍ରକାଶ ପାଣିଗ୍ରାହୀ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସଂସ୍କୃତି ବିଭାଗ ସମ୍ଭାଳୁଥିଲେ। ନିଜ ଅଞ୍ଚଳରେ ତାଙ୍କର ଭଲ ଦବଦବା ଥିବା ବେଳେ କ’ଣ ପାଇଁ ଏଥର ତାଙ୍କ ଟିକେଟ କଟିଛି ସେ ନେଇ କିଛି ସ୍ପଷ୍ଟ ଉତ୍ତର ମିଳି ପାରିନି। ତେବେ ଏବେ ତାଙ୍କ ରାଜନୈତିକ ଭବିଷ୍ୟତ କ’ଣ ହେବ, ସେ ଆଗାମୀ ଦିନରେ କେଉଁ ରାଜନୈତିକ ଦଳରେ ଯୋଗ ଦେବେ ତାହା ଉପରୁ ପରଦା ହଟାଇ ନାହାନ୍ତି ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

Powered by Froala Editor

Tags Jyoti prakash panigrahi

Related articles Odisha News Lens 4.1

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14549
    Mar 10, 2026
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13495
    Mar 10, 2026
  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...
    ଦେଶ-ଦେଶାନ୍ତର

    ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...

    13938
    Mar 10, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14003
    Mar 09, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର
    ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13542
    Mar 10, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13933
    Mar 09, 2026
  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ
    ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15302
    Mar 09, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14582
    Mar 10, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14869
    Mar 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13495
    Mar 10, 2026
  • ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13933
    Mar 09, 2026
  • ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14549
    Mar 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14821
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14726
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15173
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15327
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14528
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13542
    Mar 10, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14869
    Mar 08, 2026
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13495
    Mar 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In