Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହ୍ୱାଟ୍ସଆପରେ ଠକେଇର ଶୀକାର ହୋଇ ହରାଇଲେ ୧କୋଟିରୁ ଅଧିକ ଟଙ୍କା

ହ୍ୱାଟ୍ସଆପରେ ଠକେଇର ଶୀକାର ହୋଇ ହରାଇଲେ ୧କୋଟିରୁ ଅଧିକ ଟଙ୍କା

2024-05-22 11:37:37
15841
Share:
Facebook
Twitter
E-Mail
WhatsApp
Telegram
ହ୍ୱାଟ୍ସଆପରେ ଠକେଇର ଶୀକାର ହୋଇ ହରାଇଲେ ୧କୋଟିରୁ ଅଧିକ ଟଙ୍କା

ନୂଆଦିଲ୍ଲୀ: ହ୍ୱାଟ୍ସଆପର ଲୋକପ୍ରିୟତା କାହାକୁ ଅଛପା ନାହିଁ। ହେଲେ ଏହି ମେସେଜିଂ ଆପ୍‌‌ ଚଳାଇବା ଜଣେ ବ୍ୟକ୍ତିଙ୍କ ପାଇଁ କ୍ଷତିକାରକ ହୋଇଛି। ଏହି ଆପ୍‌‌ରେ ସାଇବର ଠକେଇର ଶିକାର ହୋଇ ବ୍ୟକ୍ତି ଜଣଙ୍କ ୧କୋଟିରୁ ଅଧିକ ଟଙ୍କା ହରାଇଛନ୍ତି। ଦିଲ୍ଲୀରୁ ଆସିଛି ଏହି ସାଇବର ଠକେଇ ମାମଲା। ଉତ୍ତର-ପଶ୍ଚିମ ଦିଲ୍ଲୀରେ ରହୁଥିବା ଜଣେ ବ୍ୟକ୍ତି ୧କୋଟି ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏହି ଠକେଇ ଏକ ହ୍ୱାଟ୍ସଆପ୍‌‌ ଗ୍ରୁପରୁ ଆରମ୍ଭ ହୋଇଥିବା ଏକ ମିଡ଼ିଆ ରିପୋର୍ଟରୁ ଜଣାପଡିଛି।

ଅଭିଯୋଗକାରୀ ପୁଲିସକୁ ସୂଚନା ଦେଇଛନ୍ତି ଯେ ତାଙ୍କୁ ଏକ ହ୍ୱାଟ୍ସଆପ୍‌‌ ଗ୍ରୁପରେ ପ୍ରଥମେ ସାମିଲ କରାଯାଇଥିଲା। ଏହି ଗ୍ରୁପରେ କୁହାଯାଇଥିଲା ଯେ ଏହା ଏକ ଅଫଲାଇନ୍‌‌ ନିବେଶ ଅନୁସନ୍ଧାନ ଗ୍ରୁପ୍‌‌ ଅଟେ। ପ୍ରଥମେ ଏହି ଗ୍ରୁପରେ ୧୫୦ଜଣ ସଦସ୍ୟ ରହିଥିଲେ। ଗ୍ରୁପରେ ଷ୍ଟକ୍‌‌ ମାର୍କେଟ ଓ ସେୟାର ବଜାର ସମ୍ବନ୍ଧୀୟ ଟିପ୍ସ ଦିଆଯାଉଥିଲା। ପୁଲିସ ଅଧିକାରୀ କହିଛନ୍ତି ଯେ ଏହି ଗ୍ରୁପରେ ସଦସ୍ୟଙ୍କ ଭରସା ଜିତିବା ପରେ ସେୟାର ମାର୍କେଟ ଓ ଷ୍ଟକ୍‌‌ ମାର୍କେଟରେ ନିବେଶ ପାଇଁ ଲୋଭନୀୟ ଅଫର ଦିଆଯାଉଥିଲା। କିଛି ସଦସ୍ୟ ଏଥିରେ ବିଶ୍ୱାସ କରି ଟଙ୍କା ନିବେଶ କରିଥିଲେ। ପ୍ରଥମେ ୫୦ହଜାର ଟଙ୍କା ନିବେଶ କରିଥିଲେ ଜଣେ ବ୍ୟକ୍ତି। ହେଲେ ସାଇବର ଠକମାନେ ଅଧିକ ଟଙ୍କା ନିବେଶ କରିବାକୁ କହିଥିଲେ।

ଅଧିକ ଅର୍ଥ ବିନିଯୋଗ କରିଲେ ଭଲ ଲାଭ ମିଳିବ ବୋଲି କହି ପରେ ଟଙ୍କା ଉଠାଇବା ସମ୍ଭବ ହୋଇନଥିଲା। ଆହୁରି ଟଙ୍କା ନିବେଶ କଲେ ରିର୍ଟଣ୍ଣ ଭଲ ଆସିବ କହିଥିଲେ ସାଇବର ଠକ। ଏହାପରେ ପୀଡିତ ବ୍ୟକ୍ତି ଜଣଙ୍କ ୧କୋଟି ୧୩ଲକ୍ଷ ଟଙ୍କା ଏକା ଥରେ ନିବେଶ କରିଥିଲେ। ଏହାପରେ ବ୍ୟକ୍ତି ଜଣଙ୍କୁ ଜ୍ଞାତ ହୋଇଥିଲା ଯେ ସେ ସାଇବର ଠକେଇର ଶିକାର ହୋଇଛନ୍ତି। ପୁଲିସ ନିକଟକୁ ଯାଇ ପୁରା ମାମଲା ସମ୍ପର୍କରେ ଅଭିଯୋଗ କରିଥିଲେ ପୀଡିତ ବ୍ୟକ୍ତି। ୫୫ଦିନ ପର୍ଯ୍ୟନ୍ତ ସଂପୃକ୍ତ ବ୍ୟକ୍ତି ଜଣଙ୍କ ଏଭଳି ଠକେଇର ଶିକାର ହୋଇଥିଲେ।

Powered by Froala Editor

Tags cyber crime

Related articles Odisha News Lens 4.1

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13722
    Aug 07, 2026
  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15211
    Aug 06, 2026
  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ
    ଦେଶ-ଦେଶାନ୍ତର

    ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

    15324
    Aug 06, 2026
  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14348
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା
    ଦେଶ-ଦେଶାନ୍ତର

    ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13836
    Aug 06, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14937
    Aug 06, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13512
    Aug 07, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15098
    Aug 06, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14812
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14348
    Aug 07, 2026
  • ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14153
    Aug 07, 2026
  • ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14937
    Aug 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17017
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17628
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18079
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13722
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15601
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16180
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15034
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14526
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14146
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14439
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14608
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14258
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14153
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13836
    Aug 06, 2026
  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15211
    Aug 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In