Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି: ପାଣ୍ଡିଆନ

ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି: ପାଣ୍ଡିଆନ

2024-05-24 06:36:14
14644
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି: ପାଣ୍ଡିଆନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି। ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକଙ୍କୁ ଆପଣ ମୁହଁତୋଡ଼ ଜବାବ ଦିଅନ୍ତୁ ବୋଲି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

ଗୁରୁବାର ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପାଣ୍ଡିଆନ ପ୍ରଚାର କରି ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା କରି ସେ କହିଛନ୍ତି, ଆସାମ ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି। ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ। ଆପଣ ଓଡ଼ିଶାବାସୀଙ୍କଠାରୁ ସଂସ୍କାର ଶିଖନ୍ତୁ। ଓଡ଼ିଶା କେବେ ଅତିଥିଙ୍କୁ ଏ ମାଟିରେ ଅସମ୍ମାନିତ କରେନାହିଁ। ମହାପ୍ରଭୁ ଆପଣଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ। ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ। ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଯେ ଓଡ଼ିଶାକୁ ଏକ ନମ୍ବର କରିବେ। ପ୍ରଥମେ ସେମାନେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ। ଓଡ଼ିଶାଠାରୁ ସବୁ କ୍ଷେତ୍ରରେ ସେମାନେ ବହୁ ପଛରେ ଅଛନ୍ତି। ଓଡ଼ିଶାକୁ ଏକ ନମ୍ବର କରିବେ ନବୀନ ପଟ୍ଟନାୟକ। ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ ବୋଲି ପାଣ୍ଡିଆନ କହିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର ଓ ତାଙ୍କୁ ଅସମ୍ମାନିତ କରିବାକୁ ଓଡ଼ିଶାବାସୀ କେବେ ବରଦାସ୍ତ କରିବେ ନାହିଁ। ଜୁନ ୧ ତାରିଖରେ ଭୋଟର ଏହାର ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି।
ସେ ଆହୁରି କହିଛନ୍ତି ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିଜ ପରିବାରର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଦିନରାତି କାମ କରୁଛନ୍ତି। ଏ ସରକାର ହେଉଛି ଲୋକଙ୍କ ସରକାର। ଚାଷୀଙ୍କ ସରକାର, ଯୁବପିଢ଼ିର ସରକାର ବୋଲି ପାଣ୍ଡିଆନ କହିଛନ୍ତି। ମହାପ୍ରଭୁଙ୍କ କୃପାରୁ ଓ ରାଜ୍ୟବାସୀଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ମାଲକାନଗିରିରୁ ମୟୂରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‌ସିଂହପୁର ପର୍ୟ୍ୟନ୍ତ ସମସ୍ତେ ଜାଣିଗଲେଣି ଯେ, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ।
ବିରୋଧୀ ଦଳକୁ ଟାର୍ଗେଟ୍‌ କରି ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ଭାଜପା କହୁଛି ମାଗଣା ବିଜୁଳି ଦେବ। କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ। ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ୟ୍ୟକିରଣରୁ ବିଜୁଳି ପାଇବେ। ସେମାନେ ଆପଣଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ବୋଲି ପାଣ୍ଡିଆନ କହିଛନ୍ତି। ବିଜୁ ଜନତା ଦଳ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ସେ ଭୋଟରଙ୍କୁ ଅନୁରୋଧ କରିଛନ୍ତି।

Powered by Froala Editor

Tags Vk pandian

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15456
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14073
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15317
    Jul 30, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15290
    Jul 31, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15329
    Jul 30, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14064
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13827
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14057
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14032
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15456
    Jul 31, 2026
  • ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15329
    Jul 30, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14073
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17008
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17613
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17666
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18064
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14057
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14322
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15947
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15833
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15487
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13904
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15027
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15761
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15329
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15317
    Jul 30, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    13827
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In