Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ...

ରାଜ୍ୟ
Home ›› ରାଜ୍ୟ ››ମେ’ ୨୯ରୁ- ଜୁନ୧୨ ମଧ୍ୟରେ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ମେ’ ୨୯ରୁ- ଜୁନ୧୨ ମଧ୍ୟରେ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

2024-05-24 06:52:55
13566
Share:
Facebook
Twitter
E-Mail
WhatsApp
Telegram
ମେ’ ୨୯ରୁ- ଜୁନ୧୨ ମଧ୍ୟରେ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସରିଛି ମାଟ୍ରିକ ପରୀକ୍ଷା । ସରିଛି ପରୀକ୍ଷା ଖାତାର ମୂଲ୍ୟାୟନ । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଚଳିତ ବର୍ଷର ମାଟ୍ରିକ ଫଳାଫଳ ୨୬ରେ ପ୍ରକାଶ ପାଇବ । ସକାଳେ ସାଢେ ୧୦ଟାରେ ପ୍ରକାଶ ପାଇବ ରେଜଲ୍ଟ । ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ।  ପ୍ରେସମିଟ୍ ଜରିଆରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । 

ଆସନ୍ତା ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ  ।

ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଖବର ଅନୁଯାୟୀ, ଚଳିତବର୍ଷ ସାରା ରାଜ୍ୟରେ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Powered by Froala Editor

Tags Election

Related articles Odisha News Lens 4.1

  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ
    ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14411
    Jun 25, 2025
  • ମା’ ହେବାକୁ ଯାଉଛନ୍ତି ଅଙ୍କିତା
    ମନୋରଞ୍ଜନ

    ମା’ ହେବାକୁ ଯାଉଛନ୍ତି ଅଙ୍କିତା

    14886
    Jun 26, 2025
  •  ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି
    ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14615
    Jun 26, 2025
  •  ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?
    ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15500
    Jun 26, 2025
  • ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15271
    Jun 26, 2025
  • ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ
    ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15249
    Jun 26, 2025
  • ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌
    ମନୋରଞ୍ଜନ

    ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌

    15064
    Jun 26, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ
    ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13775
    Jun 26, 2025
  • ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ
    ଦେଶ-ଦେଶାନ୍ତର

    ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ

    13311
    Jun 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15249
    Jun 26, 2025
  • ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14411
    Jun 25, 2025
  • ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14615
    Jun 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17020
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15510
    Apr 03, 2021

ବିଶେଷ

  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13775
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15500
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14737
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15287
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15348
    Jun 24, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15531
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15001
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14822
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14825
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14411
    Jun 25, 2025
  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    15598
    Jun 25, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13775
    Jun 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In