Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

ବିଶେଷ
Home ›› ବିଶେଷ ››ଫ୍ରିଜରେ ରଖନ୍ତୁ ନାହିଁ ଏହି ଜିନିଷ

ଫ୍ରିଜରେ ରଖନ୍ତୁ ନାହିଁ ଏହି ଜିନିଷ

2024-05-24 09:56:08
15174
Share:
Facebook
Twitter
E-Mail
WhatsApp
Telegram
ଫ୍ରିଜରେ ରଖନ୍ତୁ ନାହିଁ ଏହି ଜିନିଷ

ଅନେକ ସମୟରେ ଲୋକମାନେ ଜାଣି ନଥାନ୍ତି ଯେ ଫ୍ରିଜରେ କେଉଁ ଜିନିଷ ରଖିବା ଉଚିତ ଏବଂ କେଉଁଟା ନୁହେଁ । କିନ୍ତୁ ସେମାନଙ୍କ ଏପରି ଭୁଲ ଦ୍ୱାରା ଖାଦ୍ୟ ବିଷାକ୍ତ ହେବା ସହ ପରବର୍ତ୍ତୀ ସମୟରେ ଶରୀର ପାଇଁ କ୍ଷତିକାରକ ହୋଇଥାଏ । ଆଜିକାଲି ଅଧିକାଂଶ ଲୋକଙ୍କ ଘରେ ଫ୍ରିଜ୍ ରହିବା ଏକ ସାଧାରଣ କଥା । ଫ୍ରିଜରେ ଖାଦ୍ୟ ଜିନିଷ ରହିଲେ ଶୀଘ୍ର ଖରାପ ହୋଇନଥାଏ । ତେବେ ଆସନ୍ତୁ ଜାଣିବା କେଉଁ ଜିନିଷ ଫ୍ରିଜରେ ରଖିବା ଉଚିତ ନୁହେଁ ।

 ଫ୍ରିଜରେ ପାଉଁରୁଟି ରଖିବା ଦ୍ୱାରା ଶୀଘ୍ର ଖରାପ ହୋଇଥାଏ ।  ଫ୍ରିଜରେ ମହୁ ରଖିଲେ ଏହା ଜାମ ହୋଇଯାଏ ।

 ଟମାଟୋକୁ ସବୁବେଳେ ରୁମ୍ ଟେମ୍ପ୍ରେଚରରେ ରଖିବାକୁ ଚେଷ୍ଟା କରନ୍ତୁ । ଫ୍ରିଜରେ ଟମାଟୋ ରଖିବା ଦ୍ୱାରା ଏହାର ସ୍ୱାଦ ଏବଂ ଟେକ୍ସଚର ବିଗିଡ଼ି ଯାଏ ।

 ତରଭୂଜ ଫ୍ରିଜରେ ରଖିଲେ ଏଥିରେ ଥିବା ଆଣ୍ଟିଅକ୍ସିଡେଣ୍ଟ ନଷ୍ଟ ହୋଇଯାଏ । ଏହା ବ୍ୟତୀତ ଅନ୍ୟାନ୍ୟ ଲେମ୍ବୁ, କମଳା, ଅଙ୍ଗୁର ଇତ୍ୟାଦି ଫଳ ରଖିବା ଉଚିତ ନୁହେଁ । ଫ୍ରିଜରେ ରସୁଣ ରଖିଲେ ଏଥିରେ ଗଜା ବାହାରିଥାଏ । ଏହା ଖାଇବାକୁ କିମ୍ବା ରୋଷେଇ କଲେ ଭଲ ଲାଗିନଥାଏ ।


ଆଳୁରେ ବହୁ ମାତ୍ରାରେ ଷ୍ଟାର୍ଚ ରହିଛି । ତେଣୁ ଆଳୁକୁ ଫ୍ରିଜରେ ରଖିଲେ ଏହି ଷ୍ଟାର୍ଚ ଶର୍କରାରେ ପରିବର୍ତ୍ତନ ହୋଇଯାଏ ।  ଫ୍ରିଜରେ କଦଳୀ ରଖିଲେ ଏହା ଶୀଘ୍ର କଳା ପଡ଼ିଥାଏ ।

 ଫ୍ରିଜରେ ପିଆଜ ରଖିଲେ ଏହା ଆଦ୍ରତା ବା ମଇଶ୍ଚର ଅବଶୋଷଣ କରିଥାଏ । ଫଳରେ ଶୀଘ୍ର ଖରାପ ହୋଇଥାଏ ।

 ଫ୍ରିଜରେ କଫି ରଖିବା ଦ୍ୱାରା ଏହା ଅନ୍ୟ ଖାଦ୍ୟର ଗନ୍ଧକୁ ଅବଶୋଷଣ କରିଥାଏ । କଫିକୁ ସବୁବେଳେ ଶୁଖିଲା ସ୍ଥାନରେ ରଖନ୍ତୁ ନଚେତ୍ ଏହା ଶୀଘ୍ର ଖରାପ ହୋଇଯିବ ।

 ଫ୍ରିଜରେ ଆଚାର ରଖିଲେ ଏହା ଶୀଘ୍ର ଖରାପ ହେବା ସହ ଅନ୍ୟ ଜିନିଷକୁ ମଧ୍ୟ ଖରାପ କରିଥାଏ ।

Powered by Froala Editor

Tags Food

Related articles Odisha News Lens 4.1

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13659
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13648
    Nov 07, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13779
    Nov 05, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15571
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14184
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15656
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    14023
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14702
    Nov 05, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14726
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13648
    Nov 07, 2026
  • ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15571
    Nov 06, 2026
  • ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15656
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17256
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17957
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17899
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18319
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13648
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14011
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14877
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15856
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15036
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14043
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14124
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14417
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15860
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15571
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14726
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13648
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In